Posted inଖେଳ

ଭାରତ-ନ୍ୟୁଜିଲାଣ୍ଡ ସେମିଫାଇନାଲ ମ୍ୟାଚ: ବର୍ଷା ବାଧକ, ୪୬.୧ ଓଭରରେ ନ୍ୟୁଜିଲାଣ୍ଡ କରିଛି ୨୧୧ ରନ; ଆଜି ଖେଳାଯିବ ମ୍ୟାଚର ଅବଶିିଷ୍ଟାଂଶ

ମାଞ୍ଚେଷ୍ଟର, ୧୦।୭ (ପି.ଟି.)- ଏଠାରେ ମଙ୍ଗଳବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚଳିତ ଆଇସିସି ବିଶ୍ୱକପ୍‌ର ପ୍ରଥମ ସେମିଫାଇନାଲ ମ୍ୟାଚ ଖେଳଯାଉଥିବା ବେଳେ ବର୍ଷା ବାଧା ଦେଇଛି। ଖେଳ ଅଟକ ରଖାଯିବା ବେଳକୁ ପ୍ରଥମେ ବ୍ୟାଟିଂ କରିଥିବା ନ୍ୟୁଜିଲାଣ୍ଡ ୪୬.୧ ଓଭରରେ ୫ ଉଇକେଟ ବିନିମୟରେ ୨୧୧ ରନ କରିଛି। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ନ୍ୟୁଜିଲାଣ୍ଡର ଆରମ୍ଭ ଧିମା ରହିଥିଲା। ତେବେ ରସ ଟେଲରଙ୍କ ଅପରାଜିତ ୬୭ ରନ ଯୋଗୁ ଦଳ ୨୦୦ ରନ ଅତିକ୍ରମ କରିଥିଲା। ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ତଥା ଅଧିନାୟକ କେନ୍‌ ଓ୍ବିଲିୟମସନ ଆଉଟ ହେବାପୂର୍ବରୁ ୯୫ ବଲ୍‌ରୁ ୬୭ ରନ କରିବାରେ ସମର୍ଥ ହୋଇଥିଲେ।
ସଂକ୍ଷିପ୍ତ ସ୍କୋର

ନ୍ୟୁଜିଲାଣ୍ଡ: ୪୬.୧ ଓଭରରେ ୨୧୧/୫ (ରସ୍‌ ଟେଲର-୬୭*, କେନ୍‌ ଓ୍ବିଲିୟମସନ-୬୭, ହେନ୍‌ରୀ ନିକୋଲ୍ସ-୨୮; ଯଶପ୍ରୀତ ବୁମ୍‌ରା-୧/୨୫, ଭୁବନେଶ୍ୱର କୁମାର-୧/୩୦)।


Enter your email to get our daily news in your inbox.

All Right Reserved By Dharitri.Com

ସବୁଠୁ ନିଜର

ଏକ ସମୟ ଥିଲା, ଯେତେବେଳେ ମଣିଷ ନିଜର ସୁଖ-ଦୁଃଖ ବାଣ୍ଟିବା ପାଇଁ ପରିବାର, ସାଙ୍ଗସାଥୀ ଓ ପଡ଼ୋଶୀଙ୍କୁ ଖୋଜୁଥିଲା। କିନ୍ତୁ ଆଜି ସକାଳୁ ଆଖି ଖୋଲିବାଠାରୁ ରାତିରେ…

ଦିଲ୍ଲୀ ସତ୍ୟ ନିକେତନ ଘଟଣା: ଭଗ୍ନାବଶେଷରୁ ୧୦ ଉଦ୍ଧାର, ୬ ମୃତ ଘରମାଲିକଙ୍କ ବିରୋଧରେ ଏଫଆଇଆର ରୁଜୁ

ନୂଆଦିଲ୍ଲୀ,୭।୯: ସୋମବାର ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ଏକ ଦୁଃଖଦ ଘଟଣା ଘଟିଛି, ଯେଉଁଠାରେ ଏକ ପୁରୁଣା ତିନି ମହଲା କୋଠା ତାସ ଘର ପରି ଭୁଶୁଡ଼ି…

ଅନୁଦାନ ଅନୁକମ୍ପା ନୁହେଁ, ଅଧିକାର

ଶିକ୍ଷାର ବିକାଶ ନିମନ୍ତେ ଶିକ୍ଷାନୁଷ୍ଠାନ ଖୋଲିବା ସରକାରଙ୍କ ଦାୟିତ୍ୱ। ମାତ୍ର ଛାତ୍ରୀଛାତ୍ରଙ୍କ ଆବଶ୍ୟକତା ଦୃଷ୍ଟିରୁ ସ୍ବାଧୀନତାର କେଇ ଦଶନ୍ଧି ପର୍ଯ୍ୟନ୍ତ ପର୍ଯ୍ୟାପ୍ତ ନ ଥିଲା ଓଡ଼ିଶାର ଶିକ୍ଷାନୁଷ୍ଠାନ।…

ଲାଭା ଉଦ୍‌ଗିରଣ: ବିମାନ ବାତିଲ କଲା ଇଣ୍ଡୋନେସିଆ

ଜାକର୍ତ୍ତା,୭ା୯: ଇଣ୍ଡୋନେସିଆର ଅନକ କ୍ରକାତାଉ ଆଗ୍ନେୟଗିରିରୁ ରବିବାର ଭୋର ସମୟରେ ଲାଭା ଉଦ୍‌ଗିରଣ ହୋଇଛି। ଲାଭା ପାଉଁଶ ପଶ୍ଚିମ ଇଣ୍ଡୋସେନିଆ ଆକାଶକୁ ଛାଇଯାଇଥିବାରୁ ଜାକର୍ତ୍ତାର ସୁକର୍ଣ୍ଣୋ-ହାଟ୍ଟା ଅନ୍ତର୍ଜାତୀୟ…

ଇସ୍ରୋ ବିକ୍ରି

ଅନ୍ୟ ଦେଶ ସହିତ ଭାରତର ଘରୋଇ କମ୍ପାନୀଗୁଡ଼ିକର ତୁଳନା କରାଯାଇପାରିବ ନାହିଁ। ଉଦାହରଣ ଦେଖିବାକୁ ଗଲେ ଅନେକ ଅଛି। ଘରୋଇ କମ୍ପାନୀ ଦ୍ୱାରା ନିର୍ମିତ ଏବଂ ପରିଚାଳିତ…

Plane Crash: ମିଆମି ବିମାନବନ୍ଦରରେ ବଡ଼ ଦୁର୍ଘଟଣା; ୫ ମୃତ ୫ ଆହତ ଦେଖନ୍ତୁ Video

ଓ୍ବାଶିଂଟନ,୭।୯: ଆମେରିକାର ମିଆମି ବିମାନବନ୍ଦରରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି, ଯାହା ଫଳରେ ଅତି କମରେ ୫ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ଅନ୍ୟ ୫ ଜଣ…

ହାଇକୋର୍ଟରେ ଚ୍ୟାଲେଞ୍ଜ ହେବ ପାଣ୍ଡିଆନଙ୍କ ହେଲିକପ୍ଟର ଗସ୍ତ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟରେ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଭି.କେ. ପାଣ୍ଡିଆନ ଲୋକଙ୍କ ଅଭିଯୋଗ ଶୁଣାଣି ପାଇଁ ବିଭିନ୍ନ ଜିଲାକୁ ହେଲିକପ୍ଟର ଗସ୍ତ କାର୍ଯ୍ୟକ୍ରମ ସଂପର୍କିତ ଖର୍ଚ୍ଚକୁ…

ବିହାରରେ ବନ୍ୟା: ୨୨ ଲକ୍ଷ ପ୍ରଭାବିତ

ପାଟନା,୭ା୯(ପି.ଟି.): ବିହାର ଓ ଝାଡ଼ଖଣ୍ଡରେ ପ୍ରବଳ ବର୍ଷା ଲାଗିରହିଥିବାରୁ ନଦୀଗୁଡ଼ିକ ବିପଦ ସଙ୍କେତ ଉପରେ ପ୍ରବାହିତ ହେବା ସହ ୨୨ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ବନ୍ୟା ପ୍ରଭାବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri