Posted inଜାତୀୟ

ଭାରତ-ପାକିସ୍ତାନ ଭାଗବଣ୍ଟାଠାରୁ ଅଧିକ ଭୟଙ୍କର ଶିବସେନା-ଭାଜପା ଆସନ ବଣ୍ଟା

ମୁମ୍ବାଇ, ୨୪।୯: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଶିବସେନା-ଭାଜପା ମଧ୍ୟରେ ଆସନ ବଣ୍ଟା ଅଙ୍କ ଛିଡୁନି। ରାଜ୍ୟର ୨୮୮ ବିଧାନସଭା ଆସନ ମଧ୍ୟରୁ ଶିବସେନା ଭାଗରେ କେତେ ଏବଂ ଭାଜପା ଭାଗରେ କେଉଁକେଉଁ ଆସନ ପଡ଼ିବ ତାହାର ସମାଧାନ ହୋଇ ପାରୁନି। ଏପରିସ୍ଥଳେ ଶିବସେନା ସଦସ୍ୟ ସଞ୍ଜୟ ରାଓ୍ବତ କହିଛନ୍ତି ଯେ, ଶିବସେନା-ଭାଜପା ମଧ୍ୟରେ ଆସନ ବଣ୍ଟା ୧୯୪୭ରେ ହୋଇଥିବା ଭାରତ-ପାକିସ୍ତାନ ଭାଗବଣ୍ଟାଠାରୁ ବି ଅଧିକ ଭୟଙ୍କର। ଆସନ ବଣ୍ଟାରେ ଉଭୟ ଦଳର ସ୍ଥିତିକୁ ଆକଳନ କରାଯାଉଛି। ଏହା ଏବେ କାଠିକର ପାଠ ଭଳି ଜଣାପଡୁଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିରବତା ମଧ୍ୟରେ ପୁଣି ବିସ୍ଫୋରଣର ପ୍ରତିଧ୍ୱନି? ହର୍ମୁଜରେ ଆକ୍ରମଣ କଲା ଇରାନ? ଦୁଇ ଜାହାଜ ଉପରେ ମିଶାଇଲ ଆଟାକ

ତେହରାନ,୭।୭: ଇରାନ ତା’ର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମନେଇଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରୁଛି; ସମଗ୍ର ଦେଶ ଏବେ ଶୋକରେ ଅଛି। ଏହି ସମୟରେ, ହର୍ମୁଜ ପ୍ରଣାଳୀରେ…

ଆଜି ପଡ଼ଆକୁ ଓହ୍ଲାଇ ସଭିଙ୍କୁ ଚକିତ କରିବାକୁ ପ୍ରସ୍ତୁତ ବୈଭବ ସୂର୍ଯ୍ୟବଂଶୀ…, ଭାରତ ବନାମ ଇଂଲଣ୍ଡ ତୃତୀୟ ଟି-୨୦ ଉପରେ ରହିଛି ନଜର

ନୂଆଦିଲ୍ଲୀ,୭।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚ ଆଜି (ମଙ୍ଗଳବାର) ନଟିଂହାମର ଟ୍ରେଣ୍ଟ ବ୍ରିଜ ଗ୍ରାଉଣ୍ଡରେ ଖେଳାଯିବ। ସିରିଜରେ…

ଆଇଆଇସି ବିଉଟି ମହାନ୍ତି ଆତ୍ମହତ୍ୟା ମାମଲା: ସନ୍ଦେହ ଘେରରେ ଏଏସ୍‌ଆଇ

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):କଟକ ଚାଉଳିଆଗଞ୍ଜ ଥାନା ଆଇଆଇସି ଭାବେ କାର୍ଯ୍ୟରତ ମହିଳା ପୋଲିସ ଅଧିକାରୀ ବିଉଟି ମହାନ୍ତିଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ରହସ୍ୟ ବଢ଼ିବାରେ ଲାଗିଛି। ଦିନ ଗଡ଼ିବା…

ବର୍ଷାରେ ଧୋଇଗଲା ନିର୍ମାଣାଧିନ ରିଂ ରୋଡ: ସ୍ଥାୟିତ୍ୱ ନେଇ ଉଠିଲାଣି ପ୍ରଶ୍ନ

ବରଗଡ଼,୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶରେ ରିଂ ରୋଡ ନିର୍ମାଣ ଚାଲିଛି । ବରଗଡ଼ ସାଇ ମନ୍ଦିରରୁ ରୁହୁଣିଆଁ ପର୍ଯ୍ୟନ୍ତ ହେବାକୁ ଥିବା…

ପାକିସ୍ତାନ ଇଙ୍ଗିତରେ ନାଚୁଛି ବାଂଲାଦେଶ: ଭାରତୀୟ ରାଷ୍ଟ୍ରଦୂତଙ୍କ ଆଗରେ କଲା ଏମିତି କାମ

ଶ୍ରୀନଗର,୭।୭:ଜମ୍ମୁ ଓ କଶ୍ମୀର ଭାରତର ଏକ ଅବିଚ୍ଛେଦ୍ୟ ଅଙ୍ଗ। ଏହା ସତ୍ତ୍ୱେ ଅନେକ କ୍ଷେତ୍ରରେ କଶ୍ମୀରକୁ ଭାରତଠାରୁ ପୃଥକ ଭାବରେ ଦର୍ଶାଯାଇଛି। ବାଂଲାଦେଶରେ ଏପରି ଏକ ଘଟଣା…

ବିବାଦରେ ମୈଥିଲୀ ଠାକୁର: ଯୁବକଙ୍କୁ ଧମକ, ଗାଳିଗୁଲଜ କରିବା ନେଇ ଆସିଲା ଅଭିଯୋଗ, ଜାଣନ୍ତୁ କାହିଁକି ରାଗିଲେ ବିଧାୟିକା?

ନୂଆଦିଲ୍ଲୀ, ୭।୭: ବିହାରର ଦରଭଙ୍ଗା ଜିଲା ଅଲୀନଗର ଆସନର ଭାଜପା ବିଧାୟିକା ତଥା ପ୍ରସିଦ୍ଧ ଗାୟିକା ମୈଥିଲୀ ଠାକୁର ଏବେ ଏକ ବଡ଼ ବିବାଦରେ ଛନ୍ଦି ହୋଇପଡ଼ିଛନ୍ତି।…

ପୁରୀ-କୋରାପୁଟ ସ୍ପେସିଆଲ୍‌ ଟ୍ରେନକୁ କେସିଙ୍ଗାରେ ସ୍ବାଗତ: ରହଣି ସମୟ ପରିବର୍ତ୍ତନ ପାଇଁ ଦାବି

କେସିଙ୍ଗା, ୭।୭( ତୁମେଶ୍ୱର ସାହୁ): ଶ୍ରୀକ୍ଷେତ୍ର ପୁରୀ-ଶାବର କ୍ଷେତ୍ର କୋରାପୁଟ ସ୍ପେସିଆଲ୍‌ ଏକ୍ସପ୍ରେସ ଟ୍ରେନ (ନଂ .୧୮୪୦୮)କୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନ ବୈଷ୍ଣବ ଓ ମୁଖ୍ୟମନ୍ତ୍ରୀ ମୋହନ…

ଏହି କାରଣରୁ ହୋଇଛି ବିଉଟି ମହାନ୍ତିଙ୍କ ମୃତ୍ୟୁ, ଆସିଲା ଚାଉଳିଆଗଞ୍ଜ ଥାନା IICଙ୍କ ପୋଷ୍ଟମର୍ଟମ ରିପୋର୍ଟ

କଟକ,୭।୭: ଚାଉଳିଆଗଞ୍ଜ ଥାନା IIC ବିଉଟି ମହାନ୍ତିଙ୍କ ଆସିଲା ପୋଷ୍ଟମର୍ଟମ ରିପୋର୍ଟ । ତେବେ ଶ୍ବାସରୁଦ୍ଧ ହୋଇ ତାଙ୍କର ମୃତ୍ୟୁ ହୋଇଥିବା ନେଇ ରିପୋର୍ଟରେ ଉଲ୍ଲେଖ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri