ଭାରତ ବନ୍ଦ: ପୁରୀରେ ଆଶିଂକ ପ୍ରଭାବ

ପୁରୀ ଅଫିସ୍‌, ୮।୧: କେନ୍ଦ୍ରୀୟ ଟ୍ରେଡ ୟୁନିୟନ ପକ୍ଷରୁ ଭାରତ ବନ୍ଦ ଡାକରା ପୁରୀରେ ଆଂଶିକ ପ୍ରଭାବ ଦେଖିବାକୁ ମିଳିଛି। ବିଭିନ୍ନ ସଂଗଠନ ପକ୍ଷରୁ ବୁଧବାର ସକାଳେ ଦୁଇଟି ପାସେଞ୍ଜର ଟ୍ରେନକୁ ଅଟକାଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହାସହ ବସଷ୍ଟାଣ୍ଡରେ ମଧ୍ୟ ଘରୋଇ ବସ ଅଟକି ରହିଛି। ସହରର ସବୁ ଦୋକାନ ବଜାର ବନ୍ଦ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଈପଲକୁ ଧକ୍କା ଦେଲା ଅଜଣା ଗାଡ଼ି, ଛିଟିକି ହୋଇ ପଡିଲେ….

ବଲାଙ୍ଗୀର,୨୧।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ପେଲେସ ଲାଇନ ଛକ ୨୬ ନମ୍ବର ଜାତୀୟ ରାଜପଥରେ ଗାଡ଼ି ମଟର ଚଳାଚଳ ବନ୍ଦ ରହିଛି । ଅଜଣା ଗାଡ଼ି…

ସୋନମ ୱାଙ୍ଗଚୁକଙ୍କ ପତ୍ନୀ ଗୀତାଞ୍ଜଳି ଜେ. ଆଙ୍ଗମୋ କିଏ? କରାଟେରେ ପାଇଛନ୍ତି ବ୍ଲାକ ବେଲ୍ଟ, ଓଡ଼ିଶା ସହ ରହିଛି…

ନୂଆଦିଲ୍ଲୀ,୨୧।୭: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ସମ୍ପ୍ରତି ତାଙ୍କ ଆନ୍ଦୋଳନ ଏବଂ ଅନଶନ ଯୋଗୁ ଚର୍ଚ୍ଚାରେ ଅଛନ୍ତି। ଇତିମଧ୍ୟରେ, ତାଙ୍କ ପତ୍ନୀ ଗୀତାଞ୍ଜଳି ଜେ. ଆଙ୍ଗମୋ ମଧ୍ୟ…

ପ୍ଲାଷ୍ଟିକ୍‌ ଦଉଡ଼ି ଟାଣି ଚାଲିଛି ଚଣ୍ଡିଆପଲ୍ଲୀ ଫେରିଘାଟ: ବିପଦରେ ଯାତ୍ରୀ

ମହାକାଳପଡ଼ା,୨୧ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା, ବ୍ଲକ୍‌, ତହସିଲ ଓ କଲେଜ ଏବଂ ମେଡିକାଲକୁ ଲୋକେ ବିଭିନ୍ନ ସମୟରେ ଯାତାୟାତ କରିଥାନ୍ତି। କିନ୍ତୁ ସେଠାକୁ ଯିବାକୁ…

ବିପଦ ସୃଷ୍ଟି କରୁଛି ମୁକୁଳା ଟ୍ରାନ୍ସଫର୍ମର: ଛାତ୍ରୀଛାତ୍ରଙ୍କ ପ୍ରତି ବିପଦ

ନୂଆପଡ଼ା,୨୧ା୭ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଟି ପଞ୍ଚାୟତ ବାଗମୁଣ୍ଡା ଗାଁ ରାସ୍ତା କଡରେ ବିପଦସଙ୍କୁଳ ଅବସ୍ଥାରେ ମୁକଳା ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ରହିଥିବାରୁ ବିଭିନ୍ନ…

ହାଇ ଭୋଲଟେଜ ତାର ସଂସ୍ପର୍ଶରେ ଆସିଲା ଜଗନ୍ନାଥଙ୍କ ରଥ, ୨ ଛାତ୍ର ମୃତ, ୭ ଗୁରୁତର

ରାଞ୍ଚି,୨୧।୭: ଝାଡ଼ଖଣ୍ଡ ଟୋରପା ଥାନା ଅଞ୍ଚଳର କୋଟେଙ୍ଗସେରାର ‘ମାଉସି ବାରି’ ନିକଟରେ ପ୍ରଭୁ ଜଗନ୍ନାଥଙ୍କ ରଥ ୧୧,୦୦୦ ଭୋଲ୍ଟର ହାଇ-ଟେନସନ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିବାରୁ ଦୁଇଜଣ…

ମହାକାଶରେ ମିଳିଲା ଶର୍କରା: ଖୋଲିବ ଜୀବନ ଉତ୍ପତ୍ତିର ରହସ୍ୟ

ନୂଆଦିଲ୍ଲୀ,୨୧।୭(ପି.ଟି): ମାନବ ଜୀବନର ଉତ୍ପତ୍ତିକୁ ନେଇ ଏବେ ମଧ୍ୟ ଗବେଷଣା ବନ୍ଦ ହୋଇନାହିଁ। ଜ୍ଞାନ ବିଜ୍ଞାନର କ୍ରମୋନ୍ନତି ସାଙ୍ଗକୁ ଏହି ଜୀବନ ଉତ୍ପତ୍ତିର ଗୂଢ଼ ରହସ୍ୟ ଖୋଲିବାକୁ…

‘ସେ ଦେଶ ପାଇଁ ନିଜ ଜୀବନ ଦେବେ’ – ରୋହିତ ଶର୍ମାଙ୍କ ପାଇଁ ମହମ୍ମଦ କୈଫଙ୍କ ଭାବପ୍ରବଣ Video

ନୂଆଦିଲ୍ଲୀ,୨୧।୭: ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ପ୍ରାୟତଃ ପ୍ରଶ୍ନ ଉଠିଛି। ସମ୍ପ୍ରତି ଗୁଜବ ଜୋର ଧରିଛି ଯେ ରୋହିତ ଲର୍ଡସରେ ତାଙ୍କର ଶେଷ ମ୍ୟାଚ ଖେଳିପାରନ୍ତି। ତଥାପି,…

CJPକୁ ସମର୍ଥନ କରିବାକୁ ଘରେ ମିଛ କହି ଦୂରଦୂରାନ୍ତର ଅଞ୍ଚଳରୁ ଆସିଛନ୍ତି ଅନେକ ଯୁବତୀ

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଆୟୋଜିତ ପ୍ରତିବାଦରେ ଅଂଶଗ୍ରହଣ କରିବା ପାଇଁ ସାରା ଦେଶରୁ ଯୁବତୀମାନେ ଦିଲ୍ଲୀରେ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରୁ ଅଧିକାଂଶ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri