Posted inଖେଳ

ଭାରତ-ବାଂଲାଦେଶ ତୃତୀୟ ଟି-୨୦: ପ୍ରଥମେ ବ୍ୟାଟିଂ କରିବ ଭାରତ

ନାଗପୁର,୧୦।୧୧: ଭାରତ ଓ ବାଂଲାଦେଶ ମଧ୍ୟରେ ଟି-୨୦ ସିରିଜର ତୃତୀୟ ତଥା ନିର୍ଣ୍ଣାୟକ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦଳ ବାଂଲାଦେଶ ପ୍ରଥମେ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛି। ବର୍ତ୍ତମାନ ସିରିଜ ୧-୧ରେ ବରାବର ଥିବାରୁ ଉଭୟ ଦଳ ପାଇଁ ଏହି ମ୍ୟାଚ୍‌ଟି ଅଧିକ ଗୁରୁତ୍ୱବହନ କରୁଛି। ବାଂଲାଦେଶ ଦିଲ୍ଲୀ ଟି-୨୦ ଜିତିଥିବା ବେଳେ ଟିମ ଇଣ୍ଡିଆ ରାଜକୋଟରେ ଏକତରଫା ବିଜୟ ହାସଲ କରି ସିରିଜରେ କମବ୍ୟାକ୍‌ କରିଥିଲା। ବାଂଲାଦେଶ ଏହି ସିରିଜ ପୂର୍ବରୁ ଟି-୨୦ରେ କେବେ ହେଲେ ଭାରତକୁ ହରାଇ ନ ଥିଲା। ହେଲେ ଦିଲ୍ଲୀ ଟି-୨୦ରେ ରୋହିତ ବାହିନୀକୁ ହରାଇ ବାଂଲାଦେଶ ସବୁ କିଛି ଓଲଟପାଲଟ କରି ଦେଇଥିଲା। ତେଣୁ ଭାରତ ବିପକ୍ଷରେ ପ୍ରଥମ ଟି-୨୦ ସିରିଜ ଜିତିବାକୁ ମହମଦୁଲ୍ଲାଙ୍କ ଦଳ ଜୋରଦାର ଚେଷ୍ଟା କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

କନ୍ଧମାଳରୁ ଗଞ୍ଜେଇ ଚଲାଣ ବେଳେ ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ଭଞ୍ଜନଗର,୧୨।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବୁଗୁଡ଼ା ଥାନା…

ଡେଲିଭରି ବୟର ସଙ୍ଗୀନ କାରନାମା! ଅର୍ଡର ଦେବା ପରେ ପଶିଲେ, ମହିଳାଙ୍କୁ ପ୍ରାଇଭେଟ୍ ପାର୍ଟ…

ବେଙ୍ଗାଲୁରୁ,୧୨।୭: ଶନିବାର ବେଙ୍ଗାଲୁରୁରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଡେଲିଭରି ଏଜେଣ୍ଟ ଘରେ ଜୋରଜବରଦସ୍ତ ପ୍ରବେଶ କରି ମହିଳାଙ୍କ ସମ୍ମୁଖରେ ଅଶ୍ଳୀଳ କାର୍ଯ୍ୟ…

ଜାତୀୟସ୍ତରରେ ସମ୍ମାନିତ ହେଲେ ବ୍ରାହ୍ମଣୀଗାଁର ଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି, ୧୨ା୭ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍‌ ବ୍ରାହ୍ମଣୀଗାଁ ଅଞ୍ଚଳରର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ା ପୁଣିଥରେ ଜାତୀୟସ୍ତରରେ ସମ୍ବର୍ଦ୍ଧିତ ହୋଇ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି।…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ, ଚାଲିଗଲା ବାପାଙ୍କ ସହ ୨ ପୁଅଙ୍କ ଜୀବନ

ଉମରକୋଟ,୧୨।୭(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଦେଓଭରଣ୍ଡୀଠାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ବାଇକ୍‌ ଉପରେ ଚଢ଼ିଯିବ ଫଳରେ ବାପାଙ୍କ…

ପ୍ରଭାତ ଭାଜପାରେ ସାମିଲ ହେବା ପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ, ବିଜେଡିରେ ଭୂକମ୍ପ….

ଭୁବନେଶ୍ବର,୧୨ା୭: ଭାଜପାରେ ମିଶିଲେ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ…

ପୂର୍ବତନ ବିଧାୟକଙ୍କ ଜନ୍ମଜୟନ୍ତୀ ସମାରୋହ

ଦିଗପହଣ୍ଡି,୧୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏକ କଲ୍ୟାଣମଣ୍ଡପରେ ପୂର୍ବତନ ବିଧାୟକ ତଥା ପ୍ରବୀଣ କୃଷକ ନେତା ସ୍ବର୍ଗତ ବିଶ୍ୱନାଥ ସାହୁ ଜନ୍ମ ଶତବାର୍ଷିକୀ…

ରେଳଧାରଣାରୁ ମିଳିଲା ଯୁବତୀଙ୍କ ମୃତଦେହ, ବଢ଼ିଲା ସନ୍ଦେହ…

ଛତ୍ରପୁର,୧୨।୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ନିକଟ ହୁମ୍ବର ଗ୍ରାମ ଦେଇ ଯାଉଥିବା ଚେନ୍ନାଇ-ହାୱଡ଼ା ରେଳଧାରଣା କଡ଼ରୁ ରବିବାର ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri