Posted inଖେଳ

ଭାରତ ବିପକ୍ଷ ଟେଷ୍ଟ ପାଇଁ ଇଂଲଣ୍ଡ ଦଳ ଘୋଷଣା

ଲଣ୍ଡନ,୨୮।୬: ଭାରତ ବିପକ୍ଷରେ ଏକମାତ୍ର ଟେଷ୍ଟ ପାଇଁ ଇଂଲଣ୍ଡ କ୍ରିକେଟ ବୋର୍ଡ (ଇସିବି) ଦଳ ଘୋଷଣା କରିଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ଶେଷ ହୋଇଥିବା ଟେଷ୍ଟ ସିରିଜରେ ଖେଳୁଥିବା ସମାନ ଖେଳାଳିଙ୍କୁ ଦଳରେ ସାମିଲ କରାଯାଇଛି। ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟେଷ୍ଟ ମ୍ୟାଚ ଜୁଲାଇ ୧ରୁ ବର୍ମିଂହାମର ଏଡବାଷ୍ଟନ ଠାରେ ଖେଳାଯିବ। ବେନ ଷ୍ଟୋକ୍ସ ଦଳର ନେତୃତ୍ୱ ନେବେ। ଗତ ବର୍ଷ ଅଗଷ୍ଟ-ସେପ୍ଟେମ୍ବରରେ ଟିମ ଇଣ୍ଡିଆ ଇଂଲଣ୍ଡ ଗସ୍ତରେ ଯାଇଥିଲା। ଚାରିଟି ଟେଷ୍ଟ ପରେ ଭାରତୀୟ ଦଳ ୨-୧ରେ ଆଗୁଆ ରହିଥିଲା। କରୋନା କାରଣରୁ ପଞ୍ଚମ ମ୍ୟାଚ ଖେଳାଯାଇ ପାରି ନ ଥିଲା। ଏହି ମ୍ୟାଚ ବର୍ତ୍ତମାନ ଖେଳାଯିବ। ନିକଟରେ ଭାରତ ଲେଷ୍ଟେଷ୍ଟେୟାର ବିପକ୍ଷରେ ମାତ୍ର ଗୋଟିଏ ୱାର୍ମ ଅପ ମ୍ୟାଚ ଖେଳିଥିଲା। ଏହି ମ୍ୟାଚ୍‌ ଡ୍ରରେ ଶେଷ ହୋଇଥିଲା।
ଭାରତ ବିପକ୍ଷରେ ଟେଷ୍ଟ ପାଇଁ ଇଂଲଣ୍ଡ ଦଳ: ବେନ ଷ୍ଟୋକ୍ସ (ଅଧିନାୟକ), ଜେମ୍ସ ଆଣ୍ଡରସନ, ଜନି ବେୟାରଷ୍ଟୋ, ଜୋ ରୁଟ, ସାମ ବିଲିଙ୍ଗସ (ଉଇକେଟ୍‌ କିପର୍‌), ଷ୍ଟୁଆର୍ଟ ବ୍ରଡ, ହ୍ୟାରି ବ୍ରୁକ, ଜ୍ୟାକ କ୍ରାଉଲି, ବେନ ଫକ୍ସ (ଉଇକେଟ୍‌ କିପର୍‌), ଜ୍ୟାକ ଲିଚ, ଆଲେକ୍ସ ଲିଜ, କ୍ରେଗ ଓଭରଟନ, ଜାମି ଓଭରଟନ, ମାଥ୍ୟୁ ପୋଟ୍ସ, ଓଲି ପୋପ।
ଭାରତୀୟ ଟେଷ୍ଟ ଦଳ: ରୋହିତ ଶର୍ମା (ଅଧିନାୟକ), ଶୁଭମନ ଗିଲ, ବିରାଟ କୋହଲି, ଶ୍ରେୟାସ ଆୟର, ହନୁମା ବିହାରୀ, ଚେତେଶ୍ୱର ପୂଜାରା, ରିଷଭ ପନ୍ତ (ଉଇକେଟ୍‌ କିପର୍‌), କେ.ଏସ ଭରତ (ଉଇକେଟ୍‌ କିପର୍‌), ରବିନ୍ଦ୍ର ଜାଡେଜା, ରବିଚନ୍ଦ୍ରନ ଅଶ୍ୱିନ, ଶାର୍ଦ୍ଦୁଳ ଠାକୁର, ମହମ୍ମଦ ଶାମି, ଜଶପ୍ରୀତ ବୁମରା, ମହମ୍ମଦ ସିରାଜ, ଉମେଶ ଯାଦବ, ପ୍ରସିଦ୍ଧା କ୍ରିଷ୍ଣା, ମୟଙ୍କ ଅଗ୍ରୱାଲ।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଚ୍‌ ପୂର୍ବରୁ ଟ୍ରେନିଂ କ୍ୟାମ୍ପ ପାଖରେ ଖସିଲା ଡ୍ରୋନ

ଗୁଆଡାଲାଜାରା,୧୮ା୬: ମେକ୍ସିକୋ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଦକ୍ଷିଣ କୋରିଆର ଜାତୀୟ ଫୁଟବଲ ଦଳର ଟ୍ରେନିଂ କ୍ୟାମ୍ପ ପାଖରେ ଗୁରୁବାର ଉଡ଼ୁଥିବା ଏକ ଡ୍ରୋନକୁ ମେକ୍ସିକାନ ସାମରିକ ବାହିନୀ…

ଭାଜପାରେ ଯୋଗଦେବେ ହେମନ୍ତ ସୋରେନ! NDA ବିଧାୟକ ଦେଲେ ବଡ଼ ଅଫର

ରାଞ୍ଚି,୧୮।୬: ଝାଡ଼ଖଣ୍ଡରେ ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ପରେ, ଭାଜପା ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ପରିମଳ ନାଥୱାନୀ ବିଜୟୀ ହୋଇଥିଲେ। କଂଗ୍ରେସକୁ ଝଟକା ଲାଗିଥିଲା କାରଣ…

ଘସିପୁରା ପୋଲିସକୁ ଆକ୍ରମଣ-ଦାଦାଗିରି: ୧୮ ଦିନ ପରେ ମୁଖ୍ୟ ଅଭିଯୁକ୍ତ ଗିରଫ

ହାଟଡିହୀ,୧୮।୬(ଶୁଭକାନ୍ତ ନାୟକ): କର୍ତ୍ତବ୍ୟରତ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ ଓ ଧମକ ଚମକ ଦେବା ଘଟଣାରେ ଶେଷରେ ପୋଲିସକୁ ମିଳିଛି ବଡ଼ ସଫଳତା। କେନ୍ଦୁଝର ଜିଲା ଘସିପୁରା ଥାନା…

Video: ପ୍ରକୃତ ବିଜୟ ପୂର୍ବରୁ ଉତ୍ସବ ପାଳିଲେ ଖେଳାଳି, ତା’ପରେ ପୁଣି ପଡ଼ିଆକୁ ଫେରିଲେ, ହେଲେ ପୂର୍ବରୁ ଷ୍ଟମ୍ପଗୁଡ଼ିକୁ ଟାଣି ସାରିଥିଲେ

ନୂଆଦିଲ୍ଲୀ,୧୮।୬: ଛତିଶଗଡ଼ କ୍ରିକେଟ ପ୍ରିମିୟର ଲିଗର ତୃତୀୟ ସଂସ୍କରଣରେ ଶେଷ ଓଭରର ଘଟଣାଗୁଡ଼ିକ ବହୁତ ମଜାଦାର ଥିଲା। ପରାଜିତ ଦଳ ସ୍ବାଭାବିକ ଭାବରେ ନିରାଶ ହୋଇଥିଲେ ମଧ୍ୟ,…

ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ଏୟାରବ୍ୟାଗ ଯୋଗୁ ଟଳିଲା…

କେନ୍ଦୁଝର,୧୮।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶାର ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ସଡ଼କ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। କେନ୍ଦୁଝର ଦେଇ ୪୯ ନଂ ଜାତୀୟ ରାଜପଥରେ…

ଭାରତ ବିପକ୍ଷ ଟେଷ୍ଟ ପାଇଁ ଇଂଲଣ୍ଡ ଦଳ ଘୋଷଣା; ଦଳର ଅଧିନାୟକ ନୂଆ ଖେଳାଳି

ନୂଆଦିଲ୍ଲୀ,୧୮।୬: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଗୁରୁବାର (ଜୁନ ୧୮) ଭାରତୀୟ ମହିଳା ଦଳ ବିପକ୍ଷରେ ଐତିହାସିକ ଏକମାତ୍ର ଟେଷ୍ଟ ପାଇଁ ୧୫ ଜଣିଆ…

LPG ସିଲିଣ୍ଡରକୁ ନେଇ ଆସିଲା ଖୁସି ଖବର, ଆସୁଛି ୪୦ ଟ୍ୟାଙ୍କର ରୋଷେଇ ଗ୍ୟାସ

ତେହରାନ/ନୂଆଦିଲ୍ଲୀ,୧୮।୬: ଫେବୃଆରୀ ମାସରୁ ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିଲା, ଯାହା ଭାରତ ସମେତ ଅନେକ ଦେଶର ଅର୍ଥନୀତିକୁ ପ୍ରଭାବିତ କରୁଥିଲା। ବିଶେଷକରି ଭାରତ…

ୟୁକ୍ରେନର ଡ୍ରୋନ ମାଡରେ ହୁତୁହୁତୁ ହୋଇ ଜଳିଲା ମସ୍କୋ ଅଏଲ ରିଫାଏନାରୀ

ମସ୍କୋ,୧୮।୬: ୟୁକ୍ରେନ ରୁଷିଆ ଉପରେ ଡ୍ରୋନ ଆକ୍ରମଣ କରିଛି। ମସ୍କୋର କାପୋଟନିଆ ଜିଲାରେ ଥିବା ଏକ ତୈଳ ବିଶୋଧନାଗାରରେ ଏକ ୟୁକ୍ରେନୀୟ ଡ୍ରୋନ ଆକ୍ରମଣ କରିଛି; ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri