ଭାରତ ବିପକ୍ଷ ମ୍ୟାଚ୍‌ ପରେ ମଧ୍ୟ ଖେଳାଳିଙ୍କ ନିକଟରେ ରହିପାରିବେ ପତ୍ନୀ

ଲାହୋର,୨୫।୫- ଇଂଲଣ୍ଡର ମାଞ୍ଚେଷ୍ଟରଠାରେ ଜୁନ୍‌ ୧୬ ତାରିଖରେ ଦୁଇ ଚିରପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ ମଧ୍ୟରେ ବିଶ୍ୱକପ୍‌ର ଗ୍ରୁପ୍‌ ପର୍ଯ୍ୟାୟ ମ୍ୟାଚ୍‌ ଖେଳାଯିବ। ଏହି ହାଇଭୋଲ୍‌ଟେଜ ମ୍ୟାଚ୍‌ ପରେ ମଧ୍ୟ ପାକିସ୍ତାନ ଦଳରେ ସ୍ଥାନ ପାଇଥିବା ଖେଳାଳିମାନେ ପତ୍ନୀଙ୍କ ସହ ରହିପାରିବେ। ଏ ନେଇ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ପକ୍ଷରୁ କୁହାଯାଇଛି। ପୂର୍ବରୁ ଦଳର କେବଳ ଦୁଇଜଣ ଖେଳାଳି ହାରିସ ସୋହେଲ ଓ ଅସିଫ ଅଲିଙ୍କୁ ପତ୍ନୀଙ୍କ ସହ ରହିବାକୁ ଅନୁମତି ଦିଆଯାଇଥିଲା। ନିକଟରେ ଅସିଫଙ୍କ କର୍କଟରେ ପୀଡ଼ିତ ଝିଅର ମୃତ୍ୟୁ ହୋଇଥିଲା। ଏଭଳି ସମୟରେ ସେ ପତ୍ନୀ ସାଙ୍ଗରେ ରହିବା ଦରକାର ଥିବା ଅନୁଭବ କରି ପିସିବି ଏଭଳି ନିଷ୍ପତ୍ତି ନେଇଥିଲା। ସେହିଭଳି ପାରିବାରିକ ସମସ୍ୟା ଯୋଗୁ ହାରିସଙ୍କୁ ମଧ୍ୟ ଅନୁମତି ମିଳିଥିଲା। ତେବେ ଏହି ପ୍ରଥା ଅନ୍ୟ ଦଳଗୁଡ଼ିକ କାର୍ଯ୍ୟକାରୀ କରୁଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଥିବା ପିସିବି କର୍ମକର୍ତ୍ତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ଗେରୁଆ ରଙ୍ଗର ଜର୍ସିକୁ ନେଇ ହକି ଇଣ୍ଡିଆର ସ୍ପଷ୍ଟୀକରଣ, କାହିଁକି ବଛାଗଲା ଏହି ରଙ୍ଗ କହିଲା କାରଣ

ନୂଆଦିଲ୍ଲୀ,୩୦।୭: ଭାରତୀୟ ହକି ଟିମ୍‌ ଉଭୟ ପୁରୁଷ ଓ ମହିଳା ଟିମର ଜର୍ସିର ରଙ୍ଗ ନୀଳରୁ ଗେରୁଆ କରିଛି । ଗେରୁଆ ଜର୍ସିରେ ୨୦୨୬ FIH ହକି…

କୋହଲିଙ୍କ ଗୋଟିଏ ‘ଲାଇକ’ ବଦଳାଇ ଦେଲା ଏହି ଯୁବତୀଙ୍କ ଜୀବନ: ଏବେ…

ନୂଆଦିଲ୍ଲୀ,୩୦।୭:ସୋସିଆଲ ମିଡିଆ ଜଗତରେ ଗୋଟିଏ ‘ଲାଇକ’ କାହାର ଜୀବନ ବଦଳାଇପାରେ। ଏହାର ଏକ ପ୍ରମୁଖ ଉଦାହରଣ ହେଉଛନ୍ତି ଲିଜ। ଜଣେ ଦକ୍ଷିଣ ଆଫ୍ରିକାରେ ଜନ୍ମିତ ଜର୍ମାନ ମଡେଲ,…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟକୁ ବାଏ ବାଏ କହିଲେ ଏହି ମହାନ କ୍ରିକେଟର୍‌: ଭାବପ୍ରବଣ ହୋଇ ନେଲେ ବିଦାୟ

ନୂଆଦିଲ୍ଲୀ,୩୦।୭: ଭାରତୀୟ କ୍ରିକେଟର ଜଣେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ତଥା ଟେଷ୍ଟ ବିଶେଷଜ୍ଞ ଭାବରେ ବିବେଚିତ ଅଜିଙ୍କେ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରାହାଣେ ଗତ…

ଏହି ବୋଲରକୁ ଡରନ୍ତି ବୈଭବ ସୂର୍ଯ୍ୟବଂଶୀ! ନିଜେ କହିଦେଲେ ସବୁ ସତ

ନୂଆଦିଲ୍ଲୀ, ୩୦।୭: ଭାରତୀୟ କ୍ରିକେଟ ଜଗତରେ ଏବେ ଛାଇ ଯାଇଥିବା ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିଛନ୍ତି। ସେ ଭାରତ ପାଇଁ…

ଇତିହାସ ରଚିଲା RCB: ୩୦୦ ମିଲିୟନ ଡଲାର ବ୍ରାଣ୍ଡ ଭାଲ୍ୟୁ ପାଇଥିବା ପ୍ରଥମ କ୍ରିକେଟ ଦଳ ଭାବେ ରେକର୍ଡ

ନୂଆଦିଲ୍ଲୀ,୩୦।୭: ଆଇପିଏଲ (IPL) ର ଗତ ଦୁଇଟି ସଂସ୍କରଣ (୨୦୨୫-୨୦୨୬)ର ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) କ୍ରମାଗତ ଭାବେ ଦୁଇଟି ଟାଇଟଲ ଜିତିବାରେ ତୃତୀୟ ଦଳ…

ଆଇସିସି ଟି-୨୦ ବ୍ୟାଟିଂ ରାଙ୍କିଙ୍ଗରେ ବୈଭବଙ୍କ କମାଲ, ୨୩୦ ସ୍ଥାନରୁ ସିଧାସଳଖ ପହଞ୍ଚିଲେ …

ନୂଆଦିଲ୍ଲୀ,୩୦।୭: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ବୈଭବ ସୂର୍ଯ୍ୟବଂଶୀ ନିଜର ଚମତ୍କାର ବ୍ୟାଟିଂ ବଳରେ ଆଉ ଏକ ବଡ଼ ସଫଳତା ହାସଲ କରିଛନ୍ତି। ମାତ୍ର ୧୫ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri