Posted inଖେଳ

ଭାରତ ବିପକ୍ଷ ସିରିଜ: କିରନ ପୋଲାର୍ଡଙ୍କୁ ନେତୃତ୍ୱ

ସେଣ୍ଟ ଜୋନ୍ସ (ଆଣ୍ଟିଗୁଆ), ୨୯।୧୧ (ପି.ଟି.)- ଭାରତ ବିପକ୍ଷ ଆଗାମୀ ସୀମିତ ଓଭର ସିରିଜ ଲାଗି ଗୁରୁବାର ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ଦିନିକିଆ ଓ ଟି୨୦ ଦଳ ଘୋଷଣା କରାଯାଇଛି। ଅଲ୍‌ରାଉଣ୍ଡର କିରନ ପୋଲାର୍ଡ ଉଭୟ ଫର୍ମାଟ୍‌ରେ ଅଧିନାୟକ ଭାବେ ଅପରିବର୍ତ୍ତିତ ରହିଛନ୍ତି। ନିକୋଲାସ ପୁରାନଙ୍କ ଟି୨୦ ଓ ଶାଇ ହୋପ୍‌ଙ୍କୁ ଦିନିକିଆ ଦଳର ଉପ-ଅଧିନାୟକ ଦାୟିତ୍ୱ ଦିଆଯାଇଛି। ଲକ୍ଷ୍ନୌରେ ନିକଟରେ ଆଫଗାନିସ୍ତାନ ବିପକ୍ଷରେ ଖେଳିଥିବା ଅଧିକାଂଶ ଖେଳାଳିଙ୍କ ଉପରେ ଚୟନକର୍ତ୍ତା ଭରସା କରିଛନ୍ତି। ଏହି ଗସ୍ତରେ ଓ୍ବେଷ୍ଟଇଣ୍ଡିଜ ୩ଟି ଲେଖାଏ ଟି୨୦ ଓ ଦିନିକିଆ ମ୍ୟାଚ୍‌ ଖେଳିବ। ଡିସେମ୍ବର ୬ରେ ହାଇଦ୍ରାବାଦରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳି ଓ୍ବେଷ୍ଟଇଣ୍ଡିଜ ଏହାର ଭାରତ ଗସ୍ତ ଆରମ୍ଭ କରିବ। ଏହାପରେ ଡିସେମ୍ବର ୧୫ରୁ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ ଆରମ୍ଭ ହେବ।
ଓ୍ବେଷ୍ଟଇଣ୍ଡିଜ ଦିନିକିଆ ଦଳ: ସୁନିଲ ଆମ୍ବ୍ରିସ, ଶାଇ ହୋପ୍‌, ଖାରୀ ପିଏରେ, ରୋଷ୍ଟନ ଚେଜ୍‌, ଅଲ୍‌ଜାରୀ ଜୋସେଫ୍‌, କିରନ ପୋଲାର୍ଡ (ଅଧିନାୟକ), ଶେଲଡନ୍‌ କୋର୍ଟେଲ, ବ୍ରେଣ୍ଡନ କିଙ୍ଗ୍‌, ନିକୋଲାସ ପୁରାନ, ଶିମରନ ହେଟ୍‌ମେୟର, ଏଭିନ୍‌ ଲୁଇସ, ରୋମାରିଓ ଶେଫର୍ଡ, ଜାସନ ହୋଲ୍ଡର, କେମୋ ପଲ୍‌ ଓ ହେଡେନ୍‌ ଓ୍ବାଲ୍ସ ଜୁନିୟର।
ଓ୍ବେଷ୍ଟଇଣ୍ଡିଜ ଟି୨୦ ଦଳ: ଫାବିଆନ ଆଲେନ୍‌, ବ୍ରେଣ୍ଡନ କିଙ୍ଗ୍‌, ଦୀନେଶ ରାମଦିନ, ଶେଲଡନ୍‌ କୋର୍ଟେଲ, ଏଭିନ୍‌ ଲୁଇସ, ଶେର୍ଫାନେ ରଦରଫୋର୍ଡ, ଶିମରନ ହେଟ୍‌ମେୟର, ଖାରୀ ପିଏରେ, ଲେଣ୍ଡଲ୍‌ ସିମନ୍ସ, ଜାସନ ହୋଲ୍ଡର, କିରନ ପୋଲାର୍ଡ (ଅଧିନାୟକ), ହେଡେନ ଓ୍ବାଲ୍ସ ଜୁନିୟର, କେମୋ ପଲ୍‌, ନିକୋଲାସ ପୁରାନ, କେସରିକ୍‌ ଓ୍ବିଲିୟମ୍ସ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

୬ ବଲ୍‌ରେ ୫ ଉଇକେଟ୍‌ ନେଇ କ୍ରିକେଟ୍‌ ଜଗତରେ ହଇଚଇ କଲେ ଏହି କ୍ରିକେଟର୍‌: ପ୍ରଥମଥର ଘଟିଲା…

ଜାକର୍ତ୍ତା,୨୩।୧୨: ଟି-୨୦ କ୍ରିକେଟରେ ପାଞ୍ଚ ଉଇକେଟ ହାସଲ କରିବା ପ୍ରତ୍ୟେକ ବୋଲରଙ୍କ ସ୍ବପ୍ନ, କାରଣ ଚାରି ଓଭର ସ୍ପେଲରେ ଏହି ସଫଳତା ହାସଲ କରିବା ଅତ୍ୟନ୍ତ...

ମେସିଙ୍କ ଉପରେ ଖସିଲା ଦୁଃଖର ପାହାଡ଼: ଘଟିଗଲା ଏମିତି କିଛି…

ନୂଆଦିଲ୍ଲୀ,୨୩।୧୨: ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କ ଭଉଣୀ ମାରିଆ ସୋଲ ମିଆମିରେ ତାଙ୍କ ଏସ୍ୟୁଭି ଚଲାଉଥିବା ସମୟରେ ଏକ ଦୁର୍ଘଟଣାର ଶିକାର ହୋଇଛ୍‌ତି। ତାଙ୍କୁ...

କୋହଲିଙ୍କ ପ୍ରଶଂସକଙ୍କୁ ଲାଗିଲା ବଡ଼ ଝଟ୍‌କା: ଆଉ ଦେଖିପାରିବେନି…

ବେଙ୍ଗାଲୁରୁ,୨୩।୧୨: ବିଜୟ ହଜାରେ ଟ୍ରଫି ପୂର୍ବରୁ ବେଙ୍ଗାଲୁରୁର କ୍ରିକେଟ ପ୍ରେମୀଙ୍କ ପାଇଁ ନିରାଶାଜନକ ଖବର ଆସିଛି। ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲି ଆଉ ଏମ. ଚିନ୍ନାସ୍ବାମୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri