ଭାରତ ବିଶ୍ୱକପ୍‌ ଜିତିବା ସପକ୍ଷରେ ୧.୫ ବିଲିୟନ ପ୍ରଶଂସକ: ହାର୍ଦ୍ଦିକ

ନଟ୍ଟିଂହାମ,୧୩।୬(ପିଟି): କେବଳ ୧.୫ ବିଲିୟନ ପ୍ରଶଂସକ ଭାରତ ବିଶ୍ୱକପ୍‌ ଜିତିବ ବୋଲି ଆଶା କରୁଛନ୍ତି। ଏଥିଯୋଗୁ ଭାରତୀୟ ଦଳ ଉପରେ ଚାପ ରହିବ ନାହିଁ ବୋଲି ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଆଇସିସି ପକ୍ଷରୁ ଅପ୍‌ଲୋଡ୍‌ କରାଯାଇଥିବା ଏକ ଭିଡିଓରେ କହିଛନ୍ତି। ବିଶ୍ୱକପ୍‌ ଜିତିବା ୨୫ ବର୍ଷୀୟ କ୍ରିକେଟରଙ୍କ ଏକମାତ୍ର ଲକ୍ଷ୍ୟ। ୧୪ ଜୁଲାଇରେ ମୋ ହାତରେ ବିଶ୍ୱକପ୍‌ ଧରିବାକୁ ଚାହେଁ। ଟୁର୍ନାମେଣ୍ଟ ଜିତିବା ପାଇଁ ମୋର ଯୋଜନା ବହୁତ ସରଳ, ଏହା ମୁଁ ଆଶା କରୁଛି ବୋଲି ହାର୍ଦ୍ଦିକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

MS Dhoni Net Worth: କୋଟି କୋଟି ଟଙ୍କା ରୋଜଗାର, ହେଲେ କ୍ରିକେଟ ବ୍ୟତୀତ ଧୋନୀଙ୍କ ଆଉ କ’ଣ ରହିଛି ରୋଜଗାର? ଜାଣନ୍ତୁ…

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଜୁଲାଇ ୭ରେ ୪୫ ବର୍ଷ ବୟସରେ ପାଦ ଥାପିଛନ୍ତି। ‘କ୍ୟାପ୍ଟେନ କୁଲ’ ଭାବରେ ଜଣାଶୁଣା – କ୍ରିକେଟ…

Video: ବୈଭବ ସୂର୍ଯ୍ୟବଂଶୀ ଆହତ; ଯନ୍ତ୍ରଣାରେ ଛଟପଟ ହେଉଥିଲେ ବି ଧ୍ୟାନ ଦେଲେ ନାହିଁ କୋଚ; ତାଙ୍କ ଖେଳିବା ଉପରେ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୭।୭: ବୈଭବ ସୂର୍ଯ୍ୟବଂଶୀ ଶୀଘ୍ର ପ୍ରଶଂସକଙ୍କ ପ୍ରିୟ ହୋଇଗଲେ। ସମସ୍ତେ ତାଙ୍କ ଡେବ୍ୟୁକୁ ଅପେକ୍ଷା କରିଥିଲେ, ଯାହା ଏବେ ହୋଇଛି, ଏବଂ ସେ ତାଙ୍କର ଦ୍ୱିତୀୟ ଅନ୍ତର୍ଜାତୀୟ…

କାହିଁକି ଫୋନ୍‌ ଉଠାନ୍ତି ନାହିଁ ଧୋନୀ: ଜନ୍ମଦିନରେ ଜାଣନ୍ତୁ ‘କ୍ୟାପ୍ଟେନ କୁଲ’ଙ୍କ ବିଷୟରେ ୭ ଅଜଣା କଥା

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଆଜି ୪୫ତମ ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କୁ ବିଶ୍ୱର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରେ ଗଣନା କରାଯାଏ।…

ଆଜି ପଡ଼ଆକୁ ଓହ୍ଲାଇ ସଭିଙ୍କୁ ଚକିତ କରିବାକୁ ପ୍ରସ୍ତୁତ ବୈଭବ ସୂର୍ଯ୍ୟବଂଶୀ…, ଭାରତ ବନାମ ଇଂଲଣ୍ଡ ତୃତୀୟ ଟି-୨୦ ଉପରେ ରହିଛି ନଜର

ନୂଆଦିଲ୍ଲୀ,୭।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚ ଆଜି (ମଙ୍ଗଳବାର) ନଟିଂହାମର ଟ୍ରେଣ୍ଟ ବ୍ରିଜ ଗ୍ରାଉଣ୍ଡରେ ଖେଳାଯିବ। ସିରିଜରେ…

ସଞ୍ଜୁ ସାମସନଙ୍କୁ ଦଳରୁ ବାଦ୍‌ ଦେବା ଉପରେ BCCIର ବଡ଼ ବୟାନ, ସାମ୍ନାକୁ ଆସିଲା ଚମକାଇ ଦେଲା ଭଳି କାରଣ!

ନୂଆଦିଲ୍ଲୀ, ୭।୭: BCCI ନିକଟରେ ଜିମ୍ବାୱେ ବିପକ୍ଷ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରିଛି। ତେବେ ଏହି ଦଳରେ ସଞ୍ଜୁ ସାମସନଙ୍କ ନାମ ନଥିବାରୁ…

ରୋନାଲ୍ଡୋଙ୍କ ବିଶ୍ୱକପ୍‌ ସ୍ବପ୍ନ ଶେଷ: ବିଶ୍ୱକପ୍‌ରୁ ବିଦା ହେଲା ପର୍ତ୍ତୁଗାଲ

ଆର୍ଲିଂଟନ,୭ା୭:ଇଞ୍ଜୁରି ଟାଇମ୍‌ରେ ମିକେଲ ମେରିନୋଙ୍କ ଗୋଲ ବଳରେ ସୋମବାର ରାତିରେ ଅନୁଷ୍ଠିତ ଚଳିତ ବିଶ୍ୱକପ୍‌ର ଏକ ପ୍ରି-କ୍ୱାର୍ଟର ଫାଇନାଲରେ ସ୍ପେନ ୧-୦ ଗୋଲରେ ପର୍ତ୍ତୁଗାଲକୁ ପରାସ୍ତ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri