Posted inଜାତୀୟ

ଭାରତ ମହାସାଗର ଅଞ୍ଚଳରେ ମୋଦିଙ୍କ ଶାନ୍ତି ପ୍ରୟାସ: ଚାଇନାର ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ,୯।୬: ଭାରତ ମହାସାଗର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆରମ୍ଭ କରିଛନ୍ତି ନୂଟନୀତି। ମୋଦି ମାଳଦ୍ୱୀପ ଏବଂ ଶ୍ରୀଲଙ୍କା ସହିତ ସମ୍ପର୍କ ବଢ଼ାଇବାର ଯୋଜନା କରିଛନ୍ତି। ମାଳଦ୍ୱୀପରେ ଗତ ବର୍ଷ ଚାଇନାର ପତିଆରା ବୃଦ୍ଧି ପାଉଥିଲା। ତେବେ ଏଠାରେ ନିର୍ବାଚନ ପରେ ସ୍ଥିତିରେ ପରିବର୍ତ୍ତନ ଆସିଛି। ଚାଇନାର ଗୁରୁତ୍ୱହ୍ରାସ ଲାଗି ମୋଦି ମାଳଦ୍ୱୀପ ଗସ୍ତ କରିଛନ୍ତି। ଏହି ଶାନ୍ତି ପ୍ରୟାସ ଦ୍ୱାରା ଚାଇନାର ଚିନ୍ତା ବଢ଼ିବାରେ ଲାଗିଛି। ଅପରପକ୍ଷରେ ଶ୍ରୀଲଙ୍କାରେ ଇଷ୍ଟର ସମୟରେ ହୋଇଥିବା ବିସ୍ଫୋରଣ ମୋଦିଙ୍କ ଆତଙ୍କବାଦ ବିରୋଧ କାର୍ଯ୍ୟକ୍ରମ ଲାଗି ନୂଆ କ୍ଷେତ୍ର ସୃଷ୍ଟି କରିଛି। ଶ୍ରୀଲଙ୍କାକୁ ଆତଙ୍କବାଦ ବିରୋଧୀ କାର୍ଯ୍ୟକ୍ରମରେ ସାମିଲ୍‌ କରିବା ପାଇଁ ମୋଦିଙ୍କ ଗସ୍ତ ଏକ ସୁଯୋଗ ଆଣିଦେବ ବୋଲି କୂଟନୈତିଜ୍ଞ ମତପୋଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪ ମାସ ହେଲା ମିଳୁନି ଭତ୍ତା: ଅନ୍ଦୋଳନ ପାଇଁ ସଜବାଜ ହିତାଧିକାରୀ

ଭଞ୍ଜନଗର,୨୧।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କିଛି ହିତାଧିକାରୀ ବିଗତ ୪ ମାସ ହେଲା ବକେୟା ଭତ୍ତା ଅର୍ଥ ପାଇ ପାରିନାହାନ୍ତି। ଫଳରେ ଉକ୍ତ ହିତାଧିକାରୀ ମାନେ…

ଆନ୍ଦୋଳନ ଛାଡି ଖାଉଥିଲେ ବର୍ଗର! CJP ନେଲା କାର୍ଯ୍ୟାନୁଷ୍ଠାନ, ସଂଗଠନର ମୁଖପାତ୍ର ପଦରୁ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ବିଜେତା ଦହିୟାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ତାଙ୍କୁ ସଂଗଠନର ମୁଖପାତ୍ର ପଦରୁ ହଟାଇ ଦେଇଛି। ଏହାର ସୂଚନା CJP…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ଆଗକୁ ପେଟ୍ରୋଲରେ ମିଶିବ କି ୨୦% ରୁ ଅଧିକ ଇଥାନଲ୍? ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୧।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ ବା ଇ-୨୦ ପେଟ୍ରୋଲକୁ ନେଇ ଚର୍ଚ୍ଚା ଆଲୋଚନା ଲାଗି ରହିଛି । ଏହାଦ୍ୱାରା ଗାଡି଼ର ଇଞ୍ଜିନ ଖରାପ ହେଉଥିବା ନେଇ କହୁଛନ୍ତି…

ପିଛା ଛାଡୁନି ସମସ୍ୟା: ଜନ୍ତରମନ୍ତର ଛାଡି ପ୍ରଧାନମନ୍ତ୍ରୀଙ୍କ ବାସଭବନ ସାମ୍ନାରେ ହଙ୍ଗାମା, ମୋଦିଙ୍କ ଇସ୍ତଫା ଦାବି

ନୂଆଦିଲ୍ଲୀ,୨୧।୭: ନିଟ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ବିରୋଧରେ ସୋମବାର କକ୍ରୋଚ ଜନତା ପାର୍ଟି (CJP)ର ସଂସଦ ମାର୍ଚ୍ଚ ସମୟରେ ଦିଲ୍ଲୀ ପୋଲିସ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ ଲାଠିଚାର୍ଜ କରାଯିବା…

CJP ଆନ୍ଦୋଳନକୁ ନେଇ ମମତାଙ୍କ ବଡ଼ ଘୋଷଣା, ବିରୋଧୀ ହେଲେ କାବା!

ନୂଆଦିଲ୍ଲୀ,୨୧।୭: ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ (TMC) ପ୍ରମୁଖ ମମତା ବାନାର୍ଜୀ ଦଳର ବିଦ୍ରୋହୀ ନେତାମାନଙ୍କ ଉପରେ ଏପର୍ଯ୍ୟନ୍ତର ସବୁଠାରୁ କଡ଼ା ଆକ୍ରମଣ କରିଛନ୍ତି। ସେ ସ୍ପଷ୍ଟ ଶବ୍ଦରେ…

ଆସିଲା ଆଜ୍ଞାମାଳ: ରଥ ନେବ ଦକ୍ଷିଣ ମୋଡ଼

ପୁରୀ,୨୧ା୭: ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ବାହୁଡ଼ାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ସମ୍ମୁଖରେ ଦଣ୍ଡାୟମାନ ରହିଥିବା…

ଆନ୍ଦୋଳନ ଭିତରେ ବଡ଼ ଖବର: କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ମାନିନେଲେ ୨ ଦାବି…

ନୂଆଦିଲ୍ଲୀ,୨୧।୭: କକରୋଚ ଜନତା ପାର୍ଟି (CJP) ର ବିକ୍ଷୋଭ ପ୍ରଦର୍ଶନ ମଧ୍ୟରେ ମଙ୍ଗଳବାର ଦିନ ବହୁ ସଂଖ୍ୟାରେ ଭାରତ-ଆମେରିକା ମଧ୍ୟରେ ପ୍ରସ୍ତାବିତ ଟ୍ରେଡ୍ ଡିଲ୍ (ବ୍ୟବସାୟିକ ଚୁକ୍ତି)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri