ଭାରତ ମୁଭି ଦେଖିଲେ ଟିମ୍‌ ଇଣ୍ଡିଆ ସଦସ୍ୟ

ଟ୍ରେଣ୍ଟ ବ୍ରିଜ୍‌,୧୩।୬- ଇଂଲଣ୍ଡରେ ଚାଲିଥିବା ବିଶ୍ୱକପ୍‌ରୁ ବ୍ରେକ୍‌ ନେଇ ଭାରତୀୟ କ୍ରିକେଟ ଦଳର ସଦସ୍ୟମାନେ ସୁପରଷ୍ଟାର ସଲମାନ ଖାଁଙ୍କ ଅଭିନୀତ ଭାରତ ସିନେମା ଦେଖିଛନ୍ତି। ହାର୍ଦ୍ଦିକ ପାଣ୍ଡ୍ୟା, ମହେନ୍ଦ୍ର ସିଂ ଧୋନୀ ଓ କେଦାର ଯାଦବଙ୍କ ସମେତ ଅନ୍ୟ ଖେଳାଳିମାନେ ଏହି ସିନେମାକୁ ଦେଖି ବେଶ୍‌ ଆମୋଦିତ ହୋଇଛନ୍ତି। କେଦାର ଟୁଇଟରରେ ଏନେଇ ଏକ ଗ୍ରୁପ୍‌ ଫଟୋ ଶେୟାର କରିଛନ୍ତି। ସଲମାନ ମଧ୍ୟ ଏହାର ଜବାବ ରଖିଛନ୍ତି। ଆପଣମାନେ ଏହି ସିନେମା ଦେଖିଥିବାରୁ ଧନ୍ୟବାଦ ଜଣାଉଛି ବୋଲି ସଲମାନ ଟୁଇଟରରେ ଉଲ୍ଲେଖ କରିଛନ୍ତି। ଭାରତ ଗୁରୁବାର ନ୍ୟୁଜିଲାଣ୍ଡ ଓ ରବିବାର ପାକିସ୍ତାନକୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ବିଶ୍ୱକପ୍‌ ଯୋଗୁ ଭାରତ ସିନେମାର ବ୍ୟବସାୟ ପ୍ରଭାବିତ ହୋଇଛି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗନ୍ଧର୍ବ କଳା ସମ୍ମାନ ପାଇଲେ ଗୌରୀ ଶଙ୍କର ଦୁର୍ଗା: କଳାହାଣ୍ଡି ପାଇଁ ପୁଣି ଆଣିଲେ ଗୌରବ

ଭବାନୀପାଟଣା,୨୪।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ମାଟିର ଜଣାଶୁଣା ଲୋକ ବାଦ୍ୟ କଳାକାର ତଥା ଓଡିଶା ସଙ୍ଗୀତ ନାଟକ ଏକାଡେମୀ ଯୁବ ପୁରସ୍କାର ପ୍ରାପ୍ତ ପ୍ରତିଭା ଗୌରୀ ଶଙ୍କର…

ବଲାଙ୍ଗୀରରେ ବାହୁଡ଼ା ରଥଯାତ୍ରା: ମନ୍ଦିରକୁ ବାହୁଡ଼ିଲେ ତିନି ଠାକୁର

ବଲାଙ୍ଗୀର, ୨୪।୭ (ସୁନିଲ କୁମାର ମହାନ୍ତି): ଶୁକ୍ରବାର ବଲାଙ୍ଗୀର ଜିଲାର ବିଭିନ୍ନ ସ୍ଥାନରେ ପବିତ୍ର ବାହୁଡ଼ା ରଥଯାତ୍ରା ଭକ୍ତିମୟ ପରିବେଶରେ ସମ୍ପନ୍ନ ହୋଇଛି। ଶ୍ରୀଜିଉମାନେ ମାଉସୀମା ମନ୍ଦିରରୁ…

NEET ପେପର ଲିକ୍ ନେଇ NTAରେ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ, ୪୭ ଅଧିକାରୀ ଚାକିରିରୁ ବିଦା

ନୂଆଦିଲ୍ଲୀ,୨୪ା୭: NEET ପେପର ଲିକ୍ ଏବଂ ଦେଶବ୍ୟାପୀ ପ୍ରଦର୍ଶନ ମଧ୍ୟରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରେ ବ୍ୟାପକ ପରିବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହାର ଏକ…

ବାହୁଡ଼ା ଯାତ୍ରାରେ ଜଗା ଦର୍ଶନ ହେଲା ଶେଷ ଦର୍ଶନ : ଦେଖିବାକୁ ଆସି…

ବରଗଡ଼,୨୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ -ଭଟଲି ରାସ୍ତାର ଗୋପାଳପୁର ନିକଟରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି। ଏକ ବାଇକ୍…

ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା: ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ…

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା ପରମ୍ପରା କେଉଁ ଆବହମାନ କାଳରୁ ଚଳିଆସିଛି। ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ ପବିତ୍ର…

ତିଲୋରୀରେ ନିଆରା ଢଙ୍ଗରେ ପାଳିତ ହେଲା ବାହୁଡ଼ା ଯାତ୍ରା: ଖଟୁଲିରେ ବିଜେ କଲେ…

ଦାରିଙ୍ଗବାଡି, ୨୪/୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ବିଭିନ୍ନ ସ୍ଥାନରେ ଶୁକ୍ରବାର ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ଶାନ୍ତି ଓ ଶୃଙ୍ଖଳାର ସହ ପାଳିତ ହୋଇଯାଇଛି।…

ବାଘ ସହ ୩୦ ମିନିଟର ଲଢେଇ: ଯୁବକ ଗୁରୁତର

ନୀଳଗିରି, ୨୪।୭ (ପ୍ରଶାନ୍ତ କୁମାର ବିଶ୍ୱାଳ): କୁଳଡିହା ଅଭୟାରଣ୍ୟ ନିକଟରେ ବାଘ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ପ୍ରଥମେ ତାଙ୍କୁ ନୀଳଗିରି ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣ, ନଟରାଜ ସେମିରେ

ଗ୍ଲାସ୍‌ଗୋ, ୨୪ା୭:ଭାରତୀୟ ସନ୍ତରଣକାରୀ ଶ୍ରୀହରି ନଟରାଜ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣର ୫୦ମିଟର ବ୍ୟାକ୍‌ଷ୍ଟ୍ରୋକ୍‌ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ହିଟ୍‌ରଗୁଡ଼ିକରୁ ଶ୍ରେଷ୍ଠ ୧୬ଜଣ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri