Posted inଜାତୀୟ

ଭାରତ-ମ୍ୟାନ୍‌ମାର୍‌ ସୀମାରେ ଅପରେଶନ୍‌ ସନ୍‌ ସାଇନ୍‌-୨: ଉଗ୍ରବାଦୀଙ୍କ ଶିବିର ଧ୍ୱଂସ; ୮୦ ଗିରଫ

ଦିସ୍‌ପୁର,୧୬।୬: ଉତ୍ତର-ପୂର୍ବ ଅଞ୍ଚଳରେ ଭାରତ-ମ୍ୟାନ୍‌ମାର୍‌ ସୀମାରେ ଭାରତୀୟ ସେନାର ୨ଟି ବାଟାଲିୟନ୍‌, ବିଶେଷ ସୁରକ୍ଷା ବଳ ତଥା ଆସାମ ରାଇଫଲସ୍‌ ପକ୍ଷରୁ ମିଳିତ ଭାବେ ଅପରେଶନ୍‌ ସନ୍‌ ସାଇନ୍‌-୨ ଅଭିଯାନ ସମ୍ପନ୍ନ ହୋଇଛି। ଏଠାରେ ଥିବା ଉଗ୍ରବାଦୀ ଶିବିରଗୁଡ଼ିକୁ ଧ୍ୱଂସ କରାଯିବା ସହିତ ୭୦ରୁ ୮୦ ଜଣ ଉଗ୍ରବାଦୀଙ୍କୁ ଗିରଫ କରାଯାଇଛି। ମିଳିତ ଅପରେଶନ୍‌ରେ ଏନ୍‌ଏସ୍‌ସିଏନ୍‌ର ୮ଟି କ୍ୟାମ୍ପ୍‌, ଉଲଫା କେଏଲ୍‌ଓ ଏବଂ ଏନ୍‌ଇଏଫ୍‌ଟି ଶିବିର ଧ୍ୱଂସ ହୋଇଛି। ଏହି ଅଭିଯାନରେ ଭାରତ ଏବଂ ମ୍ୟାନ୍‌ମାର୍‌ର ମିଳିତ ସୁରକ୍ଷାକର୍ମୀ ଅଂଶଗ୍ରହଣ କରିଥିଲେ। ସୂଚନାଯୋଗ୍ୟ, ପୂର୍ବରୁ ଚଳିତ ବର୍ଷ ଫେବୃୟାରୀ ୨୨ରୁ ୨୬ ପର୍ଯ୍ୟନ୍ତ ଏଠାରେ ଅପରେଶନ୍‌ ସନ୍‌ ସାଇନ୍‌-୧ ଅଭିଯାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

E୨୦ ପେଟ୍ରୋଲକୁ ନେଇ ୭ ବଡ଼ ପ୍ରଶ୍ନ, ସଂସଦରେ ତଥ୍ୟ ସହ ଜବାବ ଦେଲେ ସରକାର

ନୂଆଦିଲ୍ଲୀ,୩୧।୭ E୨୦ ପେଟ୍ରୋଲକୁ ନେଇ ସୋସିଆଲ ମିଡିଆ ଓ ବିଭିନ୍ନ ମାଧ୍ୟମରେ ଉଠୁଥିବା ପ୍ରଶ୍ନ ମଧ୍ୟରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ସଂସଦରେ ବିସ୍ତୃତ ସ୍ପଷ୍ଟୀକରଣ…

୧୫୦ ବର୍ଷ ପରେ ଲାଇବ୍ରେରିକୁ ଫେରିଲା ବହି: ଜରିମାନା କାଟିଲେ ହେବ ୧୬ ଲକ୍ଷ ଟଙ୍କା, ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଲବୋର୍ନ, ୩୧ା୭ (ଏ.ପି.):ଲାଇବ୍ରେରିରୁ ନେଇଥିବା ବହି ଫେରାଇବାରେ ସପ୍ତାହେ କିମ୍ବା ମାସେ ବିଳମ୍ବ ହେବା ସାଧାରଣ କଥା। ମାତ୍ର ଅଷ୍ଟ୍ରେଲିଆର ଏକ ସାର୍ବଜନୀନ ଲାଇବ୍ରେରିରେ ଏମିତି ଏକ…

ପ୍ରବଳ ଝଡ଼ବର୍ଷା ସମ୍ଭାବନା: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର, ୩୧ା୭ (ବନ୍ଦନା ସେଠୀ):ଗଭୀର ଅବପାତ ଦୁଇଦିନ ହେବ ଛତିଶଗଡ଼ ଉପରେ ଗତି କରୁଛି। ଏହା ଶୁକ୍ରବାର ସୁଦ୍ଧା ପଶ୍ଚିମ ଦିଗକୁ ଅଗ୍ରସର ହୋଇ କ୍ରମଶଃ ଦୁର୍ବଳ…

ରାହୁଲ ଗାନ୍ଧୀଙ୍କ ପରେ ଅମିତ ଶାହାଙ୍କ ଇସ୍ତଫା ଦାବି କଲେ ଅଭିଜିତ ଦୀପକେ, କହିଲେ ବଳ..

ନୂଆଦିଲ୍ଲୀ,୩୧।୭ ଦିଲ୍ଲୀରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପେଲେଟ୍ ଗନ୍ ବ୍ୟବହାରକୁ ନେଇ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ…

ସିଜେପି ଆନ୍ଦୋଳନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ନାହିଁ: ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୩୧।୭: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଗତ ଜୁଲାଇ ୨୦ରେ ଦିଲ୍ଲୀର ଯନ୍ତରମନ୍ତରଠାରୁ ସଂସଦ ଭବନ ଅଭିମୁଖେ ହୋଇଥିବା ରାଲିରେ ଭାଗନେଇଥିବା ସାଧାରଣ ନାଗରିକ ଓ…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri