ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ

ଚାନ୍ଦବାଲି,୨୬ା୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ମତୋ-ଚୌଧୁରୀଘାଟ ରାସ୍ତାର ମଉସୁଧା ବଜାର ନିକଟରେ ଶନିବାର ଏକ ସିମେଣ୍ଟ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟି ପଡିଛି। ସ୍ଥାନୀୟ ଲୋକେ ଡ୍ରାଇଭର ଓ ହେଲ୍‌ପରଙ୍କୁ ଆହତ ଅବସ୍ଥାରେ ଉଦ୍ଧାର କରିଛନ୍ତି।
ସୂଚନା ଅନୁସାରେ, ପ୍ରାୟ ୬ଶହ ବସ୍ତା ସିମେଣ୍ଟ ବୋଝେଇ କରି ଏକ ମାଲବାହୀ ଟ୍ରକ ମଉସୁଧା ବଜାରକୁ ଯାଉଥିଲା। ରାସ୍ତାରେ ଟ୍ରକଟି ବିପରୀତ ଦିଗରୁ ଆସୁଥିବା ଏକ ଟ୍ରାକ୍ଟରକୁ ସାଇଡ୍‌ ଦେବାକୁ ଯାଇ ରାସ୍ତାର ଡାହାଣ କଡ଼କୁ ଖସିଯିବା ସହିତ ରାସ୍ତା କଡରେ ଥିବା ନୟନଯୋଡ଼ିର ପାଣି ମଧ୍ୟକୁ ଓଲଟି ପଡିଥିଲା। ଫଳରେ ସମସ୍ତ ସିମେଣ୍ଟ ପାଣିରେ ଭିଜି ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ସହ ଝଗଡ଼ା ପରେ ଗୁଳି ମାରିଦେଲେ ସ୍ବାମୀ, ପୁଅ ହସ୍ତକ୍ଷେପ କରିବାରୁ ତାଙ୍କୁ ବି ଛାଡିଲେନି

ନୂଆଦିଲ୍ଲୀ,୭।୬: ଗୁରୁଗ୍ରାମର ଅଶୋକ ବିହାର କଲୋନୀରେ ଜଣେ ୫୦ବର୍ଷୀୟ ସୁରକ୍ଷା ଅଧିକାରୀ ତାଙ୍କ ପତ୍ନୀ ଏବଂ ପୁଅଙ୍କୁ ହତ୍ୟା କରିଛନ୍ତି । ଘରୋଇ ବିବାଦ ପରେ, ଅଭିଯୁକ୍ତ…

ପୁରୁଷୋତ୍ତମପୁର ଅଞ୍ଚଳରେ ଆତଙ୍କ ସୃଷ୍ଟି କରୁଛନ୍ତି ଅପରାଧୀ, ଗ୍ୟାଙ୍ଗକୁ ଠାବ କରିବା ଲାଗି ପୋଲିସ…

ପୁରୁଷୋତ୍ତମପୁର,୭ା୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଅପରାଧୀମାନେ ଦିନକୁ ଦିନ ସେମାନଙ୍କ ସାମ୍ରାଜ୍ୟ ବିସ୍ତାର କରିବାରେ ଲାଗିଥିବାରୁ ପୋଲିସର ନିଦ ହଜିଯାଇଛି। ଏମାନଙ୍କୁ ଧରିବା ଲାଗି…

ଭାରତକୁ ବନ୍ଦ ହୋଇଯିବ କି LPG ଯୋଗାଣ? ହର୍ମୁଜରେ ଫସି ରହିଥିବା ଜାହାଜକୁ ନେଇ…

ନୂଆଦିଲ୍ଲୀ,୭।୬: ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଫେବୃଆରୀ ୨୮, ୨୦୨୬ ରେ ଆରମ୍ଭ ହୋଇଥିଲା। ପ୍ରତିଶୋଧ ସ୍ବରୂପ, ଇରାନ ଷ୍ଟ୍ରେଟ ଅଫ ହର୍ମୁଜ ରାସ୍ତାକୁ…

ଟିମ ଇଣ୍ଡିଆରେ ଏଣ୍ଟ୍ରି ପରେ ବିଜ୍ଞାପନ ବଜାରରେ ଛାଇଗଲେ ସୂର୍ଯ୍ୟବଂଶୀ; କିନ୍ତୁ ବିରାଟ-ରୋହିତଙ୍କ ଭଳି କରିପାରିବେନି ସବୁ ବ୍ରାଣ୍ଡର ପ୍ରଚାର, ଜାଣନ୍ତୁ କାହିଁକ?

ନୂଆଦିଲ୍ଲୀ,୭।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ସହିତ ଏସିଆନ ଗେମ୍ସ ପାଇଁ ମଧ୍ୟ ନିଜର ଟି-୨୦ ଦଳ ଘୋଷଣା କରିସାରିଛି।…

ସୁନ୍ଦରପୁର,ଗଙ୍ଗାପୁରରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ: ଆଗାମୀ ପିଢ଼ି ପାଇଁ ସୃଷ୍ଟି କରିବ ଶିକ୍ଷାର ବାତାବରଣ

ଛତ୍ରପୁର, ୭।୬ (ଦିଲ୍ଲୀପ କୁମାର ସାମଲ): ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ହେଉଛି ଓଡ଼ିଶା ସରକାରଙ୍କ ଗଣଶିକ୍ଷା ବିଭାଗ ଦ୍ୱାରା ପରିଚାଳିତ ଏକ ପ୍ରମୁଖ ସରକାରୀ…

ପିକ୍‌ନିକ୍‌ କରିବାକୁ ଯାଇ ପାଓ୍ବାର ଚ୍ୟାନେଲ ପାଣିରେ ବୁଡ଼ି ଛାତ୍ର ନିଖୋଜ, ପ୍ରଖର ସ୍ରୋତରେ ଭାସି…

ସମ୍ବଲପୁର,୭ା୬(ପ୍ରମୋଦ ବହିଦାର): ପିକ୍‌ନିକ୍‌ କରିବାକୁ ଯାଇଥିବା ବେଳେ ଘଟିଛି ଏକ ଅଭାବନୀୟ ଘଟଣା। ପାଣିରେ ବୁଡ଼ି ଜଣେ ମେଧାବୀ ଛାତ୍ର ନିଖୋଜ ହୋଇଯାଇଥିବା ଖବର ହସ୍ତଗତ ହୋଇଛି।…

ଜନ୍ତର-ମନ୍ତରରେ ଆନ୍ଦୋଳନ ପରେ ଆଗକୁ କ’ଣ କରିବ କକ୍ରୋଚ ପାର୍ଟି? ଅଭିଜିତଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୭।୬: ଶିକ୍ଷା ବ୍ୟବସ୍ଥାରେ ହୋଇଥିବା କଥିତ ଅନିୟମିତତା ବିରୋଧରେ ଦିଲ୍ଲୀର ଜନ୍ତର-ମନ୍ତରଠାରେ ହୋଇଥିବା ବିକ୍ଷୋଭ ପ୍ରଦର୍ଶନର ଦିନକ ପରେ ‘କକ୍ରୋଚ ଜନତା ପାର୍ଟି’ (CJP)ର ସଂସ୍ଥାପକ ଅଭିଜିତ…

ବଜାରରୁ କାମସାରି ଘରକୁ ଫେରୁଥିଲେ ରାସ୍ତାରେ ଛକି ବସିଥିଲା ଯମ

ଭଞ୍ଜନଗର,୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ମୁଜାଗଡ ରାସ୍ତାର ଗଣ୍ଡିଶୁଲା ନିକଟରେ ରବିବାର ମଧ୍ୟାହ୍ନରେ ଏକ ପିକ୍ଅପ୍ ଭ୍ୟାନ୍ ଗାଡ଼ି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri