ଭାରସାମ୍ୟ ହରାଇ ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍‌

ମହାକାଳପଡ,୨।୩(ଡି.ଏନଏ): ଭାରସାମ୍ୟ ହରାଇ ଓଲଟି ପଡ଼ଛି ଏକ ଯାତ୍ରୀବାହୀ ବସ।
ମହାକାଳପଡା ବ୍ଲକ ଅଧିନ ସ୍ଥାନୀୟ ଆଲାଇଲୋ ପଂଚାୟତ କୁମ୍ଭାରୁଣି ଗ୍ରାମ ନିକଟ ହନୁମାନ ଛକ ବାଙ୍କରେ ପ୍ରିନ୍ସ ନାମକ ଯାତ୍ରୀବାହୀ ବସଟି ନିକଟ ବିଲକୁ ପଲଟି ପଡ଼ିଥିଲା। ଏହି ବସରେ ୪୫ରୁ ଉର୍ଦ୍ଧ ଯାତ୍ରୀ ଜମ୍ବୁରୁ ଭୁବନେଶ୍ୱର ଯାଉଥିଲେ। ସେଥିମଧ୍ୟରୁ ୩୦ରୁ ଅଧିକ ଯାତ୍ରୀଙ୍କୁ ଆହତ ହୋି କେନ୍ଦ୍ରାପଡା ମେଡ଼ିକାଲକୁ ସ୍ଥାନାନ୍ତରିତ କରାଯାଇଛି। ମହାକାଳପଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ୁଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଏବେ ଗାଡ଼ି ଚାଲକ ଫେରାର ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ଝାରସୁଗୁଡ଼ାରେ ଭାଜପାର ତୀବ୍ର ଗୋଷ୍ଠୀ କନ୍ଦଳ : ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଅଟକାଇଲେ କର୍ମୀ ମା’ ସମଲେଇ ଦର୍ଶନ ନକରି ଫେରିଲେ…

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଭାଜପାର ଗୋଷ୍ଠୀ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ବିଶେଷକରି ଜିଲାର ଦୁଇ ପ୍ରମୁଖ ନେତା—ରାଜସ୍ୱ ଓ…

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନା କରିଥିଲା ଶକ୍ତି ପ୍ରଦର୍ଶନ; ୧୮ଟି ଜାହାଜକୁ ସୁରକ୍ଷିତ ଭାରତକୁ ନେଇଆସିଥିଲା

ନୂଆଦିଲ୍ଲୀ,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର (୧୧ ଜୁଲାଇ) କହିଛନ୍ତି ଯେ ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମୟରେ, ଭାରତୀୟ ନୌସେନା ପ୍ରାୟ ୯,୦୦୦ କୋଟି ଟଙ୍କାର ମାଲ…

ଗୁଡାରିରେ କଡ଼ାକଡ଼ି ଗାଡ଼ି ଯାଞ୍ଚ: ୭ ହଜାର ଟଙ୍କାର ଚାଲାଣ କାଟିଲା…

ଗୁଡାରି, ୧୧।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ପୋଲିସ ସୁପରିଣ୍ଟେଣ୍ଡେଣ୍ଟ (ଏସ୍‌ପି) ରାଜ ପ୍ରସାଦଙ୍କ ନିର୍ଦ୍ଦେଶକ୍ରମେ ଗୁଡାରି ଥାନା ଅଧିକାରିଣୀ ବିଶ୍ୱବନ୍ଦିନୀ ବାଗଙ୍କ ନେତୃତ୍ୱରେ ଶନିବାର…

ରାଜନୈତିକ ରାଲିରେ ସ୍କୁଲ ଛାତ୍ରୀଛାତ୍ରଙ୍କ ସାମିଲ: ୭ ଦିନ ମଧ୍ୟରେ ଜବାବ ତଲବ

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଆୟୋଜିତ ଏକ ରାଜନୈତିକ ପ୍ରତିବାଦ ସଭାରେ ସ୍କୁଲ ସମୟରେ ନାବାଳକ ଓ ନାବାଳିକା ଛାତ୍ରୀଛାତ୍ରଙ୍କୁ ସାମିଲ କରାଯାଇଥିବା…

ରାତିରେ ମହିଳାଙ୍କ ଘରେ ପ୍ରବେଶ କରୁଥିଲେଏଏସଆଇ: ଧରିପକାଇ ପିଟିଦେଇଗଲେ ଲୋକେ, ଭିଡିଓ ଭାଇରାଲ୍

ନୟାଗଡ, ୧୧।୭(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ରଣପୁର ଥାନା ଅଞ୍ଚଳରେ ଜଣେ ଏଏସଆଇଙ୍କୁ ଅଟକ ରଖି ମାଡ଼ ମରାଯିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହେବା ପରେ…

ସାପକାମୁଡ଼ାରେ ଛାତ୍ରଙ୍କ ମୃତ୍ୟୁ: ବିଦ୍ୟାଳୟରେ ପଶି ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ଘେରିଲେ ଗ୍ରାମବାସୀ, ପ୍ରଧାନଶିକ୍ଷୟିତ୍ରୀଙ୍କ ନିଲମ୍ବନ ପରେ…

ବୈଶିଙ୍ଗା,୧୧ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ପ୍ରାଥମିକ ବିଦ୍ୟାଳୟର ଜନୈକ ୫ମ ଶ୍ରେଣୀ ଛାତ୍ର ସାପକାମୁଡ଼ାରେ ଗୁରୁତର ହୋଇ କଟକ ବଡ଼ ଡାକ୍ତରଖାନାରେ…

କୋରାପୁଟର ଜ୍ୟୋତିରେଖାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ଉଚ୍ଚ ପ୍ରଶଂସା, କହିଲେ ଆର୍ଥିକ ବିକାଶରେ…

ଜୟପୁର,୧୧ା୭(ଅମିତାଭ ବେହେରା): ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ସକ୍ରିୟ ଅଂଶଗ୍ରହଣ ଓ ଗଠନମୂଳକ ପରାମର୍ଶ ପାଇଁ ଜିଲାସ୍ତରୀୟ ମହାସଂଘର ସଭାପତି ଜ୍ୟୋତିରେଖା ଚେଟ୍ଟୀଙ୍କୁ ଉପମୁଖ୍ୟମନ୍ତ୍ରୀ ତଥା ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri