ଭାରସାମ୍ୟ ହରାଇ କ୍ଷେତକୁ ଓଲଟିଲା ଟ୍ରକ

ବିନିକା,୩୦ା୪(ଡି.ଏନ୍‌.ଏ): ସୁବଣ୍ଣର୍ର୍ପୁର ଜିଲା ବିନିକା ବ୍ଲକ ସିଂଘିଯୁବା-କମିରା ରାସ୍ତାର ଖଇରମାଳ ଗାଁ ନିକଟରେ ଶୁକ୍ରବାର ସକାଳେ ଏକ ସିମେଣ୍ଟ ବୋଝେଇ ଟ୍ରକ୍‌ ଭାରାସାମ୍ୟ ହରାଇ ଧାନକ୍ଷେତକୁ ଓଲଟି ପଡିଥିଲା। ସୌଭାଗ୍ୟବଶତଃ ଡ୍ରାଇଭର ଆଦିତ୍ୟ ପ୍ରସାଦ ପାଣ୍ଡେ ନିଶ୍ଚିତ ବିପଦରୁ ବର୍ତ୍ତି ଯାଇଥିଲେ। ଡ୍ରାଇଭର ପାଣ୍ଡେଙ୍କ ସୂଚନା ମୁତାବକ ଟ୍ରକ୍‌ ନଂ ଓଆର୍‌-୧୭ଡି୪୨୪୬ରେ ସେ ବରଗଡ ବଂଶଳ ଟ୍ରେଡର୍ସରୁ ୩୪୦ ପ୍ୟାକେଟ୍‌ ସିମେଣ୍ଟ ବୌଦ୍ଧ ଭେଙ୍କିମାଳକୁ ନେଉଥିବାବେଳେ ଗୁରୁବାର ସକାଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ପରେ ଅନ୍ୟ ଏକ ଟ୍ରକରେ ସେହି ସିମେଣ୍ଟକୁ ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଖଣ୍ଡଳମଣି ପୀଠରେ ଆରମ୍ଭ ହେଲା ଉଚ୍ଛେଦ ପ୍ରକ୍ରିୟା: ବୁଲିଲା ବୁଲ୍‌ଡୋଜର

ଧୂଷୁରୀ, ୨।୬ (ଦୀପ୍ତି ରଞ୍ଜନ ନାୟକ): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିସ୍ଥିତ ଆଖଣ୍ଡଳମଣି ମନ୍ଦିର ପରିକ୍ରମା ମାର୍ଗ ନିର୍ମାଣ ପାଇଁ ମଙ୍ଗଳବାର ପୂର୍ବାହ୍ନ ୧୦ଟାରେ ଉଚ୍ଛେଦ…

ହାତ ବନ୍ଧା ଅବସ୍ଥାରେ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ: ବଢିଲା ହତ୍ୟା ସନ୍ଦେହ

କେନ୍ଦ୍ରାପଡ଼ା,୨।୬: କେନ୍ଦ୍ରପଡ଼ା ଜିଲା ସଦର ଥାନା ଅଧୀନ କଜଳା ରୋଡ ରେଳ ଧାରଣା କଡ଼ ଏକ ଗଛରୁ ଜଣେ ଯୁବକଙ୍କ ହାତବନ୍ଧା ଅବସ୍ଥାରେ ଝୁଲନ୍ତା ମୃତଦେହ ମଙ୍ଗଳବାର…

ଓରିଙ୍ଗା ଜଙ୍ଗଲରେ ଭିଜିଲାନ୍ସ ଟିମ୍‌: ବନୀକରଣରେ ଦୁର୍ନୀତି ଗନ୍ଧ

ଆଠଗଡ,୨।୬(ସତ୍ୟ ପ୍ରସାଦ ରଥ):କଟକ ଜିଲା ଆଠଗଡ଼ ବନାଞ୍ଚଳ ଅନ୍ତର୍ଗତ ଓରିଙ୍ଗା ସଂରକ୍ଷିତ ଜଙ୍ଗଲରେ ୨୫ ହେକ୍ଟର ଜମିରେ କରାଯାଇଥିବା ବନୀକରଣ କାର୍ଯ୍ୟରେ ଦୁର୍ନୀତି ଅଭିଯୋଗ ଆସିବା ପରେ…

ନୂଆ ସରକାର ବୁଝିଲେ ଛାତ୍ରୀଛାତ୍ରଙ୍କ ସମସ୍ୟା: ୧୩ କୋଟି ଟଙ୍କା ବ୍ୟୟରେ…

ଭଞ୍ଜନଗର,୨।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଶିଳ୍ପ ତାଲିମ କେନ୍ଦ୍ରର ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ଓ ୧୫୦ ଶଯ୍ୟା ବିଶିଷ୍ଟ ଛାତ୍ରାବାସର ଶିଳାନ୍ୟାସ ମଙ୍ଗଳବାର ହୋଇଛି।…

ବିଲକୁ ଯାଇଥିଲେ ୨ ଭାଇ, ହଠାତ୍‌ ମାରିଲା ଘଡ଼ଘଡ଼ି: ଆଉ ତା’ପରେ…

ବଇଣ୍ଡା, ୨।୬(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋର ନଗର ବ୍ଲକ ହଣ୍ଡପା ଥାନା ପାପସରା ଗ୍ରାମର ଜଟିଆ ରୁଗୁଡ଼ି ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ…

ଆସିଲା ଖୁସିଖବର: ମା’ ହେଲା ‘ଜିନ୍ନତ’

ଭୁବନେଶ୍ୱର,୨।୬: ମୟୁରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରୁ ଏକ ଖୁସି ଖବର ଆସିଛି॥ ମା’ ହୋଇଛି ବାଘୁଣୀ ‘ଜିନ୍ନତ’। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ…

ସଂଘବଦ୍ଧ ଆକ୍ରମଣ କଲେ ସମ୍ପର୍କୀୟ, ବ୍ୟକ୍ତି ଗୁରୁତର

ସିମୁଳିଆ,୨।୬(ସନ୍ତୋଷ କୁମାର ନାୟକ): ଜମିବାଡ଼ି ସଂକ୍ରାନ୍ତିୟ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମଙ୍ଗଳବାର ବାଲେଶ୍ୱର ଜିଲା ସିମୁଳିଆ ଥାନା କ୍ଷୀରକୋଣା ମଳିକସାହି ଅଞ୍ଚଳର ଲକ୍ଷ୍ମୀଧର ଦାସ (୪୫) ନାମକ…

୧୯ ବର୍ଷ ପରେ ଆସିଲା ରାୟ: ଗାଣ୍ଡୁ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୨।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଏଡିଜେ ଶେଖ ମହମ୍ମଦ କଏସ ୨୦୦୭ ମସିହାର ଏକ ବଧୂ ହତ୍ୟା ମାମଲାର ବିଚାରଣ କରି ଅଭିଯୁକ୍ତ ସ୍ବାମୀଙ୍କୁ ପ୍ରମାଣ ଅଭାବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri