ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ବାଇକ୍‌: ଚାଳକ ମୃତ

ପବିତ୍ରନଗର, ୭।୮(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ସମଲ ଥାନା ପବିତ୍ରନଗର ନିକଟ ସମାକୋଇ ପୋଲ ନିକଟରେ ଏକ ବାଇକ ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିବା ଯୋଗୁ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଜଣଙ୍କ ହେଲେ ପାଳଲହଡା ଥାନା ଶିଗଡ ଗ୍ରାମର ମାନୁ ଚରଣ ପ୍ରଧାନ।

ସୂଚନାନୁଯାୟୀ, ବୁଧବାର ସକାଳେ ସ୍ଥାନୀୟ ଲୋକେ ଘଟଣା ବିଷୟରେ ଜାଣି ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହ ପରିବାରଲୋକଙ୍କୁ ଖବର ଦେଇଥିଲା। ତେବେ ବାଇକ୍‌ ସହ ମାନୁ ପୋଲ ତଳକୁ ଖସି ପଡ଼ିଥିବା ବେଳେ ଗାଡ଼ିଟି ଏକ ବୁଦା ମଧ୍ୟରେ ପଶି ଯାଇଥିଲା। ଫଳରେ ଦୁର୍ଘଟଣା ବିଷୟରେ କେହି ଜାଣିପାରି ନ ଥିବା ଅନୁମାନ କରାଯାଉଛି। ମୃତକଙ୍କ କ୍ଷତସ୍ଥାନରୁ ଦୁର୍ଘଟଣା ମଙ୍ଗଳବାର ଘଟିଥିବା ନେଇ କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ବିଧାୟକଙ୍କ ପିତୃ ବିୟୋଗ, ଅଞ୍ଚଳରେ ଖବର ପ୍ରଚାରିତ ପରେ…

ଭଞ୍ଜନଗର,୧ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ପିତା ଶ୍ୟାମଘନ ନାୟକ ( ୯୬) ରବିବାର ଅପରାହ୍ନରେ ବିଧାୟକଙ୍କ ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନରେ…

ଦୁର୍ଘଟଣା ହୋଇଛି ପାଣି ଦିଅ କହି ଘରେ ପଶିଲେ, ବନ୍ଧୁକ ଭୁଜାଲି ବେକରେ ଲଗାଇ ଲୁଟିନେଲେ ସର୍ବସ୍ବ

ପାଟଣା,୧ା୨(ବୀର କିଶୋର ଦାଶ): ଦୁର୍ଘଟଣା ହୋଇଛି ପାଣି ଦିଅ କହି ପ୍ରଥମେ ଘରର ରୋଷେୟାକୁ ମାଡ଼ ମାରିବା ସହ ବାନ୍ଧି ପକାଇବା ପରେ ଉପର ମହଲାକୁ ଯାଇ…

ଭଡ଼ାଘରୁ ମିଳିଲା ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ, ମହାବିଦ୍ୟାଳୟର ପଛ ପଟେ…

ଖୋର୍ଦ୍ଧା,୧ା୨(ପ୍ରଭାତ ପାଣିଗ୍ରାହୀ): ଭଡ଼ାଘରୁ ଜଣେ ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ଖୋର୍ଦ୍ଧା ଜିଲା ବୋଲଗଡ଼ ପରମାନନ୍ଦ ମହାବିଦ୍ୟାଳୟର ଓଡ଼ିଆ ବିଭାଗର ଅଧ୍ୟାପିକା ବର୍ଷା ରାଣୀ ଗଜେନ୍ଦ୍ରଙ୍କ…

ଫେବୃଆରୀ ୬ରୁ ରାମଚଣ୍ଡୀ ମହୋତ୍ସବ: ଦର୍ଶକଙ୍କ ମନମୋହିବ…

ଗଞ୍ଜାମ,୧।୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ନୀଳାଦ୍ରିପୁରସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀଙ୍କ ଶକ୍ତିପୀଠରେ ଫେବୃଆରୀ ୬, ୭ ଓ ୮ ତାରିଖ ୩ଦିନ ଧରି…

 ୭୨ ବର୍ଷୀୟ ବୃଦ୍ଧଙ୍କ ନାଁରେ ଅସଦାଚରଣ ଅଭିଯୋଗ: କୋର୍ଟ ଚାଲାଣ ପରେ ଥାନା ଘେରିଲେ ଗ୍ରାମବାସୀ 

ତିହିଡ଼ି,୧।୨(ସଞ୍ଜିତ ବଳ): ତିହିଡି଼ ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଆରସା ଗ୍ରାମର ଶତାଧିକ ଅଧିବାସୀ ରବିବାର ପୂର୍ବାହ୍ନରେ ଥାନା ଘେରାଉ କରିଛନ୍ତି l ଗ୍ରାମର ଜଣେ ବୃଦ୍ଧଙ୍କୁ…

 ବିରି ମାଡ଼ଦେଖି କୋଳଥ ଚେପା : ଗୋରୁ ମାଫିଆଙ୍କୁ ଗୋଡ଼ାଇଲା ବେଳେ, ସ୍କୁଟିରୁ ପଡ଼ିଲେ ଗଞ୍ଜେଇ ବେପାରୀ  

ଭଞ୍ଜନଗର,୧।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଡହ ଅଞ୍ଚଳରେ କିଛି ଗୋରୁ ମାଫିଆ ଗୋରୁ ଧରି ଯାଉଥିଲେ। ସମ୍ପୃକ୍ତ ଅଞ୍ଚଳବାସୀ ସେମାନଙ୍କୁ ଗୋଡାଇ ଧରିଥିଲେ। ପରେ…

ଜଙ୍ଗଲରେ ଲୁଚିଥିଲେ ସିପୁ: ଏନକାଉଣ୍ଟର କଲା ପୋଲିସ

ଭୁବନେଶ୍ୱର,୧।୨: କେନ୍ଦୁଝର ବଡ଼ବିଲରେ ଏନକାଉଣ୍ଟର। ଦୁର୍ଦ୍ଦାନ୍ତ ଡକାୟତ ସିପୁ କୁମାରଙ୍କୁ ଏନକାଉଣ୍ଟର କଲା ବଡ଼ବିଲ ପୋଲିସ। ଓଡ଼ିଶା-ଝାଡ଼ଖଣ୍ଡ ସିମା ଟାଙ୍କୁରା ଜଙ୍ଗଳରେ ଏନକାଉଣ୍ଟର କରାଯାଇଥିବା ସୂଚନା ମିଳିଛି।…

ନାବାଳିକା ପ୍ରେମିକା ଉଦ୍ଧାର : ବଳାତ୍କାର ଅଭିଯୋଗରେ ପ୍ରେମିକ ଗିରଫ

ଦେବଗଡ, ୧।୨ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାର ଜଣେ ନାବାଳିକା ପ୍ରେମିକାଙ୍କୁ ଉଦ୍ଧାର କରାଯାଇଥିବା ବେଳେ ବଳାତ୍କାର ଅଭିଯୋଗରେ ପ୍ରେମିକଙ୍କୁ ଗିରଫ କରି ଦେବଗଡ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri