ଭାଲୁତଇଲାରେ ଯୁବକଙ୍କୁ କଚାଡ଼ି ମାରିଲା ହାତୀ

ଛେଣ୍ଡିପଦା,୨୫।୪(ସ୍ବ.ପ୍ର): ଅନୁଗୋଳ ଜିଲାର ଛେଣ୍ଡିପଦା ବନାଞ୍ଚଳର କଣଲୋଇ ସଂରକ୍ଷିତ ଜଙ୍ଗଲ ନିକଟସ୍ଥ ଭାଲୁତଇଲାରେ ଶନିବାର ହାତୀ ଆକ୍ରମଣରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ କଣଲୋଇ ଗ୍ରାମର କିଶୋର ଚନ୍ଦ୍ର ସାହୁ (୫୦)।
ସୂଚନା ଅନୁଯାୟୀ, କଣଲୋଇ ମଝିସାହି ବନସଂରକ୍ଷଣ ସମିତି ପକ୍ଷରୁ କିଶୋର ଜଙ୍ଗଲ ଭାଲୁତଇଲା ନିକଟସ୍ଥ ଜଙ୍ଗଲକୁ ଜଙ୍ଗଲ ଜଗିବା ପାଇଁ ଯାଇଥିଲେ । ସେଠାରୁ ସେ ମଧ୍ୟାହ୍ନରେ ଘରକୁ ଫେରୁଥିବା ବେଳେ ଏକ ହାତୀ ସହିତ ମୁହାଁମୁହିଁ ହୋଇଯାଇଥିଲେ। ତାଙ୍କୁ ହାତୀଟି ଘଟଣାସ୍ଥଳରେ ଦଳିଚକଟି ଫୋପାଡିଦେଇଥିଲା। ଫଳରେ ଘଟଣାସ୍ଥଳରେ କିଶୋରଙ୍କର ମୃତ୍ୟୁ ହୋଇଥିଲା। ଖବର ପାଇ ଛେଣ୍ଡିପଦା ବନବିଭାଗ ଘଟଣାସ୍ଥଳରେ ପହଁଚି ଗ୍ରାମବାସୀଙ୍କ ସହିତ ଆଲୋଚନା ଜାରିରଖିଛି ।


Enter your email to get our daily news in your inbox.

All Right Reserved By Dharitri.Com

କୀଟନାଶକ ପିଇ ଜୀବନ ହାରିଲେ ଛାତ୍ରୀ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମର ଜଣେ ଯୁକ୍ତ ୨ ଦିତୀୟବର୍ଷ ଛାତ୍ରୀ ଏସ.ଅନିତା ଦୋରା(୧୭) କୀଟନାଶକ ପିଇ…

ପୋଖରୀ ହୁଡ଼ାରେ ପ୍ୟାଣ୍ଟ ଶର୍ଟ, ପାଣି ଭିତରେ ମୃତଦେହ

ବଲାଙ୍ଗୀର,୪ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ସର୍ବବୃହତ ମହାରାଣୀ ପୋଖରୀ ପାଣିରେ ଭାସୁଥିବା ଏକ ମୃତଦେହକୁ ଜବତ କରିଛି ଅଗ୍ନିଶମ ବିଭାଗ। ସୂଚନାନୁଯାୟୀ, ଆଜି ଦିନ ବେଳେ…

ରେଳଷ୍ଟେଶନରେ ଦାଦନ ଶ୍ରମିକଙ୍କ ଗହଳି, ଶ୍ରମ ବିଭାଗ ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା,୪ା୨(ତୁମେଶ୍ଵର ସାହୁ): ଦିନକୁ ଦିନ ରାଜ୍ୟରେ ଦାଦନ ସମସ୍ୟା ବଢ଼ିବାରେ ଲାଗିଛି । ଦାଦନ ସମସ୍ୟା ବଲାଙ୍ଗୀର ଜିଲା ସମେତ କଳାହାଣ୍ଡି ଜିଲାରେ ମଧ୍ୟ ଦେଖିବାକୁ ମିଳିଛି।…

ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ବନ୍ଦ ହେବ ବେଆଇନ ମଦ କାରବାର! ଅବକାରୀ ଅଧୀକ୍ଷକଙ୍କୁ ଚିଠି

ଧର୍ମଶାଳା,୪।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ‘ମଦ’ ରେଡ୍‌ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଅବକାରୀ ନିର୍ଦ୍ଦେଶାଳୟ ପକ୍ଷରୁ ଅବକାରୀ ଅଧୀକ୍ଷକଙ୍କୁ ଚିଠିରେ ନିର୍ଦ୍ଦେଶ…

ନାବାଳିକାଙ୍କ ହାତଗୋଡ଼ ବାନ୍ଧି ବଳାତ୍କାର ଉଦ୍ୟମ କରି ଜଙ୍ଗଲରେ ଛାଡ଼ି ଦେଇଥିଲେ ୨ ଯୁବକ, ପୀଡ଼ିତାଙ୍କ ଏମିତି ବୟାନ ପରେ…

ତୁମୁଡ଼ିବନ୍ଧ,୪ା୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ବେଲଘର ଥାନା ଅଞ୍ଚଳର ୧୪ ବର୍ଷୀୟା ନାବାଳିକାଙ୍କ ସହ ଜଙ୍ଗଲରେ ଦୁଇ ଯୁବକଙ୍କ ବର୍ବରତା ସହ ନିର୍ଯାତନା ଘଟଣାରେ ଦୁଇ…

ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ଟପ୍‌ କ୍ୟାଡର ମାଓବାଦୀ, ସରକାରଙ୍କ ତରଫରୁ ମିଳିଲା…

ମାଲକାନଗିରି,୪ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଟପ୍‌ କ୍ୟାଡର ମାଓବାଦୀ ସୁଖରାମ ମରକମ୍‌ ଓରଫ ସୁରେଶ ଓରଫ ୟୋଗେସ୍‌ ବୁଧବାର ମାଲକାନଗିରି ପୋଲିସ ନିକଟରେ ଅସ୍ତ୍ରଶସ୍ତ୍ର…

ନବମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣା: ତୁରେକେଲାରେ ଉତ୍ତରାଞ୍ଚଳ ଆଇଜି

ବଲାଙ୍ଗୀର,୪।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁରେକେଲା ନାବାଳିକା ଗଣବଳାତ୍କାର ଘଟଣାରେ ତୁରେକେଲାରେ ପହଞ୍ଚି ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ ଅନୁଧ୍ୟାନ କରିଛନ୍ତି। ଘଟଣାରେ ୬ ଜଣ ନାବାଳକଙ୍କୁ…

ସୁନା ସଫା ପାଉଡର ବିକ୍ରି ବାହାନାରେ ଆସିଲେ, ମହିଳାଙ୍କଠୁ ସୁନା ଗହଣା ଲୁଟ୍ କରି….

ଧର୍ମଶାଳା,୪।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଜାରକାର ଏକ କଲୋନୀରେ ସୁନା ସଫା ପାଉଡର ବିକ୍ରି ନାଁରେ ଲୁଟ୍ କଲେ ଦୁର୍ବୃତ୍ତ । ଜଣେ ମହିଳାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri