ଭାଲୁ ଆକ୍ରମଣରେ ସାଇକେଲ ଆରୋହୀ ଗୁରୁତର

ସଜନାଗଡ଼,୧୯।୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଥାନା ଅନ୍ତର୍ଗତ କେ.ପିଲାକ୍‌ରାଜ ପଞ୍ଚାୟତ ଚତିରିଖୁଣ୍ଟା ଅଞ୍ଚଳର ଜଣେ ବ୍ୟକ୍ତି ମଙ୍ଗଳବାର ସନ୍ଧ୍ୟାରେ ଭାଲୁ ଆକ୍ରମଣରେ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ରବୀନ୍ଦ୍ର ଦାସ(୪୬)। ରବୀନ୍ଦ୍ର ସାଇକେଲ ଯୋଗେ ନିଜ ଘରକୁ ଫେରୁଥିବା ବେଳେ ଅନ୍ଧାର ରାତିରେ ଭାଲୁ ତାଙ୍କୁ ଆକ୍ରମଣ କରିଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ନୀଳଗିରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ରବୀନ୍ଦ୍ରଙ୍କ ଡାହାଣ ହାତ ଓ ଛାତିରେ ଗଭୀର ଆଘାତ ଲାଗିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ରରେ ନିଖୋଜ ଥିବା ଟ୍ରଲର ଠାବ, ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର, ମାଲିକ ପହଞ୍ଚି…

ଭୋଗରାଇ,୧୩ା୭(ପ୍ରଦୀପ ଦାସ): ପଶ୍ଚିମବଙ୍ଗ ପୂର୍ବମେଦିନୀପୁର ଜିଲା ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ର(ଜେଟିରୁ )ରୁ ଗତ ୨ ତାରିଖରୁ ସମୁଦ୍ରକୁ ଯାଇ ନିଖୋଜ ଥିବା ମା’ କାଳୀ ନାମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri