କେନ୍ଦୁଝର/ସଜନାଗଡ଼,୨୯।୪(ଡି.ଏନ.ଏ.)-ବାଲେଶ୍ୱର ଓ କେନ୍ଦୁଝର ଜିଲାରେ ମଙ୍ଗଳବାର ୨ଜଣ ଯୁବକ ଭାଲୁ ଆକ୍ରମଣର ଶିକାର ହୋଇଛନ୍ତି। ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ଗୁହାଳିଆ ଗ୍ରାମର କରୁଣାକର ମହାନ୍ତି ଗାଈ ଚରାଇବାକୁ ଯାଇ ଭାଲୁ ଆକ୍ରମଣର ଶିକାର ହୋଇଛନ୍ତି। ସେ ଜୋରରେ ଚିତ୍କାର କରିବାରୁ କିଛି ସମୟ ପରେ ଭାଲୁ ଛାଡ଼ି ପଳାଇଥିଲା। ପରିବାର ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ନୀଳଗିରି ଡାକ୍ତରଖାନାକୁ ନେଇଯାଇଥିଲେ। ଏବେ କରୁଣାକର ଚିକିତ୍ସାଧୀନ ଅଛନ୍ତି।
ସେହିପରି କେନ୍ଦୁଝର ଜିଲା ଭୂୟଁା ଜୁଆଙ୍ଗ ପୀଢ ରେଞ୍ଜ ଅନ୍ତର୍ଗତ ଶିରିଶଖୁଣ୍ଟା ଗ୍ରାମର ଅର୍ଜୁନ ନାଏକ(୨୮) ନାମକ ଯୁବକ ଭାଲୁ ଆକ୍ରମଣରେ ଗୁରୁତର ହୋଇ ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ସେ ଅପରାହ୍ନରେ ଗ୍ରାମ ନିକଟସ୍ଥ ଜଙ୍ଗଲକୁ ଯାଇଥିବାବେଳେ ଆକ୍ରମଣର ଶିକାର ହୋଇଥିଲେ। ଭାଲୁ ଅର୍ଜୁନଙ୍କ ମୁଣ୍ଡ ଓ ଦୁଇ ହାତରେ କାମୁଡି ଦେଇ ରକ୍ତାକ୍ତ କରି ପକାଇଥିଲେ। ଅର୍ଜୁନଙ୍କ ପାଟି ଶୁଣି ଗଁା ଲୋକେ ପହଞ୍ଚି ତାଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଇଥିଲେ।
Posted inଆମ ଜିଲା ଖବର, କେନ୍ଦୁଝର View All
ନୂଆବର୍ଷରେ ଅଘଟଣ: ଦ୍ରୁତଗତିରେ ଆସି ମହିଳାଙ୍କୁ ଧକ୍କା ଦେଲା କାର୍, ୧୦ ମିଟର ଦୂରରେ ଯାଇ…
ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): ବର୍ଷ ଆରମ୍ଭରୁ ଏକ ଦୁଃଖଦ ଘଟଣା ଘଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡ଼ା ନିକଟରେ ଏକ ଅଜଣା ଗାଡ଼ି...
ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇଲେ ଯୁବ ସମିତି ସଭ୍ୟ, ନିଜ ଦରମାରୁ ଦେଇଦେଲେ ଟଙ୍କା
ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି...
ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ମିଡିୟୁବାନ୍ଦା ଜଳପ୍ରପାତ: VIDEO ଦେଖିଲେ ଲାଖି ଯିବ ଲାଖି
ଦାରିଙ୍ଗବାଡି,୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅନେକ ଜଳ ପ୍ରପାତ ରହିଛି। ସେଥିମଧ୍ୟରେ ଅନ୍ୟତମ ଜଳପ୍ରପାତ ହେଉଛି ମିଡିୟୁାନ୍ଦା ଜଳପ୍ରପାତ, ଯାହାକି ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ...
ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..
ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...
ବିଧାୟକଙ୍କ ହୋଡିଂରେ ନାହିଁ ଟାଣୁଆ ନେତା ରାମଚନ୍ଦ୍ର ପଣ୍ଡାଙ୍କ ଫଟୋ, ସହରରେ ଚର୍ଚ୍ଚା
ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଆଜି ହେଉଛି ବର୍ଷର ପ୍ରଥମ ଦିବସ ତଥା ନୂଆବର୍ଷ। ଏହି ଦିନକୁ ଗାଁଠୁ ସହର ସବୁଠି ଧୂମଧାମର ପାଳନ କରୁଛନ୍ତି ସମସ୍ତେ।...
ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…
ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍ଡ଼ ଡିଏସ୍ୱାଇଏସ୍ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍ଯାପିତ ହୋଇଛି।...
ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ
କୃଷ୍ଣପ୍ରସାଦ,୧।୧(କୈଳାଶ ଚନ୍ଦ୍ର ପଟନାୟକ ): ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ଫଳରେ ମଝି ଚିଲିକାରେ ୫୦ ଯାତ୍ରୀ,...
Archives


