ଭାଲୁ ଆକ୍ରମଣ, ଚାଷୀ ଗୁରୁତର

ବରଗଡ଼ ଅଫିସ,୧୧।୧୦: ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ଶରଧାପାଲି ଗ୍ରାମରେ ଶୁକ୍ରବାର ସକାଳୁ ଭାଲୁ ଆକ୍ରମଣର ଜଣେ ଚାଷୀ ଗୁରୁତର ହୋଇଛନ୍ତି। ଆହତ ଚାଷୀ ଜଣକ ହେଲେ ଉକ୍ତ ଗ୍ରାମର ମଧୁ ରୋହିଦାସ(୪୫)।ଚାଷଜମିକୁ ପାଣି ମଡ଼ାଇବାକୁ ଯାଇଥିବାବେଳେ ଭାଲୁ ତାଙ୍କୁ ଆକ୍ରମଣ କରିଥିଲା। ଫଳରେ ତାଙ୍କ ଶରୀରର କାନ୍ଧ, ଜଙ୍ଘ ସମେତ ବିଭିନ୍ନ ସ୍ଥାନରେ ଆଘାତ ଲାଗିଛି। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିରବତା ମଧ୍ୟରେ ପୁଣି ବିସ୍ଫୋରଣର ପ୍ରତିଧ୍ୱନି? ହର୍ମୁଜରେ ଆକ୍ରମଣ କଲା ଇରାନ? ଦୁଇ ଜାହାଜ ଉପରେ ମିଶାଇଲ ଆଟାକ

ତେହରାନ,୭।୭: ଇରାନ ତା’ର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମନେଇଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରୁଛି; ସମଗ୍ର ଦେଶ ଏବେ ଶୋକରେ ଅଛି। ଏହି ସମୟରେ, ହର୍ମୁଜ ପ୍ରଣାଳୀରେ…

କୋରାପୁଟ ଷ୍ଟେଶନରେ ପହଞ୍ଚିଲା ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌: ଭବ୍ୟ ସ୍ବାଗତ କଲେ ବିଧାୟକ, ଜନସାଧାରଣ

କୋରାପୁଟ, ୭।୭ (ଅମିତାଭ ବେହେରା): ଦୀର୍ଘ ଦିନର ପ୍ରତୀକ୍ଷାର ଅନ୍ତ ଘଟାଇ ମଙ୍ଗଳବାର ସକାଳେ ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌ କୋରାପୁଟ ରେଳ ଷ୍ଟେଶନରେ ପହଞ୍ଚିଛି। ସକାଳ ୮ଟା…

ଆଜି ପଡ଼ଆକୁ ଓହ୍ଲାଇ ସଭିଙ୍କୁ ଚକିତ କରିବାକୁ ପ୍ରସ୍ତୁତ ବୈଭବ ସୂର୍ଯ୍ୟବଂଶୀ…, ଭାରତ ବନାମ ଇଂଲଣ୍ଡ ତୃତୀୟ ଟି-୨୦ ଉପରେ ରହିଛି ନଜର

ନୂଆଦିଲ୍ଲୀ,୭।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚ ଆଜି (ମଙ୍ଗଳବାର) ନଟିଂହାମର ଟ୍ରେଣ୍ଟ ବ୍ରିଜ ଗ୍ରାଉଣ୍ଡରେ ଖେଳାଯିବ। ସିରିଜରେ…

ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ: ଏହି ୫ଟି ରାଶିକୁ ଲାଗିପାରେ ବଡ଼ ଆର୍ଥିକ ଝଟ୍‌କା, ରହିବାକୁ ହେବ ସାବଧାନ!

ଜ୍ୟୋତିଷୀୟ ସଂଯୋଗ ଏବଂ ଗ୍ରହମାନଙ୍କ ଚଳନ ଯୋଗୁ ଅନେକ ରାଶିର ବ୍ୟକ୍ତିଙ୍କ ଜୀବନ ଉପରେ ଏହାର ବଡ଼ ପ୍ରଭାବ ପଡ଼ିବାକୁ ଯାଉଛି। ଏହି ଗ୍ରହ ସ୍ଥିତି ଯୋଗୁ…

ଆଇଆଇସି ବିଉଟି ମହାନ୍ତି ଆତ୍ମହତ୍ୟା ମାମଲା: ସନ୍ଦେହ ଘେରରେ ଏଏସ୍‌ଆଇ

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):କଟକ ଚାଉଳିଆଗଞ୍ଜ ଥାନା ଆଇଆଇସି ଭାବେ କାର୍ଯ୍ୟରତ ମହିଳା ପୋଲିସ ଅଧିକାରୀ ବିଉଟି ମହାନ୍ତିଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ରହସ୍ୟ ବଢ଼ିବାରେ ଲାଗିଛି। ଦିନ ଗଡ଼ିବା…

ବର୍ଷାରେ ଧୋଇଗଲା ନିର୍ମାଣାଧିନ ରିଂ ରୋଡ: ସ୍ଥାୟିତ୍ୱ ନେଇ ଉଠିଲାଣି ପ୍ରଶ୍ନ

ବରଗଡ଼,୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶରେ ରିଂ ରୋଡ ନିର୍ମାଣ ଚାଲିଛି । ବରଗଡ଼ ସାଇ ମନ୍ଦିରରୁ ରୁହୁଣିଆଁ ପର୍ଯ୍ୟନ୍ତ ହେବାକୁ ଥିବା…

ପାକିସ୍ତାନ ଇଙ୍ଗିତରେ ନାଚୁଛି ବାଂଲାଦେଶ: ଭାରତୀୟ ରାଷ୍ଟ୍ରଦୂତଙ୍କ ଆଗରେ କଲା ଏମିତି କାମ

ଶ୍ରୀନଗର,୭।୭:ଜମ୍ମୁ ଓ କଶ୍ମୀର ଭାରତର ଏକ ଅବିଚ୍ଛେଦ୍ୟ ଅଙ୍ଗ। ଏହା ସତ୍ତ୍ୱେ ଅନେକ କ୍ଷେତ୍ରରେ କଶ୍ମୀରକୁ ଭାରତଠାରୁ ପୃଥକ ଭାବରେ ଦର୍ଶାଯାଇଛି। ବାଂଲାଦେଶରେ ଏପରି ଏକ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri