ଭାଲୁ ଆକ୍ରମଣ ବୃଦ୍ଧ ଗୁରୁତର

ଲଖନପୁର,୨।୧୧(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ଭଇଁସାମୁଣ୍ଡା ଗ୍ରାମର ଜଣେ ବୃଦ୍ଧ ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି। ସେ ହେଲେ ମନିଜର ବାରିକ(୬୫ ) ।
ସୂଚନାଯୋଗ୍ୟ, ମନିଜର ଗ୍ରାମ ନିକଟ ଜଙ୍ଗଲକୁ ଶନିବାର କାଠ ଆଣିବା ପାଇଁ ଯାଇଥିଲେ। ଏହି ସମୟରେ ଏକ ମା’ ଭାଲୁ ତାଙ୍କୁ ଆକ୍ରମଣ କରିଥିଲା । ସେ ଗୁରୁତର ହୋଇ ତଳେପଡି ପାଟି କରିଥିଲେ । ପାଟି ଶୁଣି ଗାଈଜଗୁଆଳି ତାଙ୍କୁ ଉଦ୍ଧାର କରି ଗ୍ରାମକୁ ଖବର ଦେଇଥିଲେ। ଗ୍ରାମବାସୀ ଓ ପରିବାର ଲୋକେ ମିଶି ତାଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି । ଏଥିରେ ମନିଜରଙ୍କ ୨ଗୋଡ ଓ ହାତରେ ଗଭୀର କ୍ଷତ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୨ା୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ଗୁଟଖା-ତମାଖୁ ଉପରେ ସରକାରଙ୍କ ବଡ଼ ଆକ୍ସନ୍! ୧ ବର୍ଷ ପାଇଁ ବ୍ୟାନ୍

ବେଙ୍ଗାଲୁରୁ,୧୩।୮: ଗୁଟଖା-ତମାଖୁକୁ ନେଇ ବଡ଼ ନିଷ୍ପତ୍ତି ନେଇନ୍ତି କର୍ନାଟକ ସରକାର । ରାଜ୍ୟ ସରକାର ଗୁଟ୍‌ଖା, ପାନ ମସଲା ଏବଂ ତମାଖୁ-ନିକୋଟିନ୍‌ଯୁକ୍ତ ଉତ୍ପାଦଗୁଡ଼ିକ ଉପରେ ଏକ ବର୍ଷ…

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri