ଭାଷଣ ନୁହେଁ, ରାଶନ ଦେବାକୁ ଦାବି କଲେ ଦିନ ମଜୁରିଆ

ଭଦ୍ରକ ଅଫିସ,୨୨ା୪: ବୁଧବାର ଭଦ୍ରକ ସିଆଇଟିୟୁ ନେତା ଦିବ୍ୟସିଂହ ନାୟକଙ୍କ ନେତୃତ୍ୱରେ କିଛି ଅଣସଂଗଠିତ ଶ୍ରମିକ, ରିକ୍ସା ଚାଳକ ଓ ଦିନ ମଜୁରିଆମାନେ ଭାଷଣ ନୁହେଁ, ରାଶନ ଦିଅ ବୋଲି ଦାବି କରିଛନ୍ତି। ଲକ୍‌ଡାଉନ୍‌ କଟକଣା ଥିବାରୁ ଏହି ଶ୍ରମିକମାନେ ସିଆଇଟିୟୁ ନେତା ଦିବ୍ୟସିଂହଙ୍କ ବାସଭବନ ସମ୍ମୁଖରେ ସାମାଜିକ ଦୂରତ୍ୱ ବଜାୟ ରଖି ଏହି ଦାବି କରିଥିଲେ। ଅଣସଂଗଠିତ ଶ୍ରମିକ, ଦିନମଜୁରିଆ, ରିକ୍ସା ଚାଳକ, ରାଶନକାର୍ଡ ହିତାଧିକାରୀ ତାଲିକାରୁ ବାଦ୍‌ ପଡ଼ିଥିବା ଲୋକଙ୍କୁ ତୁରନ୍ତ ରାଶନ ପ୍ରଦାନ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଦୃଷ୍ଟି ଦେବାକୁ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ଲଟିଂ ହେଉଥିବା ଅଞ୍ଚଳରେ ଲାଗୁଛି ଷ୍ଟ୍ରିଟ୍ ଲାଇଟ୍‌: ଆବଶ୍ୟକ ସ୍ଥାନରେ ନାହିଁ, ଦାୟିତ୍ୱରେ ଥିବା କର୍ମଚାରୀଙ୍କୁ ହଟାଇବାକୁ….

ପୁରୁଷୋତ୍ତମପୁର, ୨୧।୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ସହରରେ ଆବଶ୍ୟକ ସ୍ଥାନରେ ଷ୍ଟ୍ରିଟ୍ ଲାଇଟ୍ ଲଗାଇବା ଦାବିରେ ଦିବ୍ୟାଙ୍ଗ ଯୁବ ଆଇନଜୀବୀ ସନ୍ତୋଷ…

୪ ମାସ ହେଲା ମିଳୁନି ଭତ୍ତା: ଅନ୍ଦୋଳନ ପାଇଁ ସଜବାଜ ହିତାଧିକାରୀ

ଭଞ୍ଜନଗର,୨୧।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କିଛି ହିତାଧିକାରୀ ବିଗତ ୪ ମାସ ହେଲା ବକେୟା ଭତ୍ତା ଅର୍ଥ ପାଇ ପାରିନାହାନ୍ତି। ଫଳରେ ଉକ୍ତ ହିତାଧିକାରୀ ମାନେ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

କଲ୍ୟାଣସିଂହପୁର ସେରିଗୁମାଠାରେ ଭାଜପାର ମିଶ୍ରଣ ପର୍ବ: ବିଭିନ୍ନ ଦଳ ଛାଡ଼ି ପଦ୍ମ ଧରିଲେ ୨୦୦ କର୍ମୀ

କଲ୍ୟାଣସିଂହପୁର,୨୧।୭( ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ମାଝିଗୁଡ଼ା ମଣ୍ଡଳର ସେରିଗୁମା ଠାରେ ଭାରତୀୟ ଜନତା ପାର୍ଟି (ଭାଜପା ) ପକ୍ଷରୁ…

ଆସିଲା ଆଜ୍ଞାମାଳ: ରଥ ନେବ ଦକ୍ଷିଣ ମୋଡ଼

ପୁରୀ,୨୧ା୭: ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ବାହୁଡ଼ାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ସମ୍ମୁଖରେ ଦଣ୍ଡାୟମାନ ରହିଥିବା…

ଭିଟାମାଟି ଛାଡ଼ିଲେ ନାହିଁ ଗ୍ରାମବାସୀ: ଅସ୍ତ୍ର ଶସ୍ତ୍ର ପୂଜାର୍ଚ୍ଚନା କରି ନେଲେ ଶପଥ, ପ୍ରଶାସନ ନାକେଦମ

ବଲାଙ୍ଗୀର, ୨୧।୭ ( ସୁନିଲ କୁମାର ମହାନ୍ତି): ଲୋୟର ସୁକତେଲ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ସକାଳୁ ଜିଲା ପ୍ରଶାସନ ପକ୍ଷରୁ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ…

୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଆରଆଇ 

ସୁନ୍ଦରଗଡ/ କୁଆଁରମୁଣ୍ଡା,୨୧।୭(ଜୟ ନାରାୟଣ ମେଣ୍ଡୁଳି/ ମହେନ୍ଦ୍ର କୁମାର ସାହୁ ): ସୁନ୍ଦରଗଡ ଜିଲା କୁଆରମୁଣ୍ଡା ତହସିଲ ଅଧୀନ କଲୋସିହିରା ସର୍କଲର ରାଜସ୍ୱ ନିରୀକ୍ଷକ ଲାଞ୍ଚ ନେଉଥିବା ବେଳେ…

ଭିସୁଟ୍‌ରେ ତେଜୁଛି ଛାତ୍ର ଆନ୍ଦୋଳନ: ହଷ୍ଟେଲ ସମସ୍ୟା-ନିମ୍ନମାନର ଖାଦ୍ୟକୁ ନେଇ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ

ସମ୍ବଲପୁର,୨୧।୭(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ପ୍ରଯୁକ୍ତିବିଦ୍ୟା ବିଶ୍ୱବିଦ୍ୟାଳୟ(ଭିସୁଟ)ରେ ଦ୍ୱିତୀୟ ବର୍ଷର ଛାତ୍ରୀଛାତ୍ର ବ୍ୟାପକ ଆନ୍ଦୋଳନ ଆରମ୍ଭ କରିଛନ୍ତି। ବିଶ୍ୱବିଦ୍ୟାଳୟ ଓ ଛାତ୍ରାବାସରେ ଦେଖାଦେଇଥିବା ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri