Posted inଜାତୀୟ

ଭାସ୍କର ଖୁଲ୍‌ବେ, ଅମରଜିତ୍‌ ସିହ୍ନା ପ୍ରଧାନମନ୍ତ୍ରୀଙ୍କ ପରାମର୍ଶଦାତା

ନୂଆଦିଲ୍ଲୀ,୨୨ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପରାମର୍ଶତାଦା ଭାବେ ଦୁଇଜଣ ଅବସରପ୍ରାପ୍ତ ଆଇଏଏସ୍‌ ଅଧିକାରୀଙ୍କୁ ନିଯୁକ୍ତି ମିଳିଛି। ସେମାନେ ହେଲେ ଭାସ୍କର ଖୁଲ୍‌ବେ ଓ ଅମରଜିତ୍‌ ସିହ୍ନା। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମ୍‌ଓ)ରେ ଦୁହେଁ ସଚିବ ସ୍ତର ପଦବୀରେ ଅବସ୍ଥାପିତ ହେବେ। ନିଯୁକ୍ତି ସମ୍ପର୍କିତ କ୍ୟାବିନେଟ କମିଟି (ଏସିସି) ଶୁକ୍ରବାର ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ କରିଛି। ଉଭୟେ ୧୯୮୩ ବ୍ୟାଚ୍‌ର ଆଇଏଏସ୍‌ ଅଧିକାରୀ। ପଶ୍ଚିମବଙ୍ଗ କ୍ୟାଡର୍‌ର ଅଧିକାରୀ ଭାସ୍କର ପିଏମ୍‌ଓରେ କାର୍ଯ୍ୟ କରିଥିଲେ। ସେହିପରି ବିହାର କ୍ୟାଡର୍‌ର ଅମରଜିତ୍‌ ଗତବର୍ଷ ଗ୍ରାମ୍ୟ ଉନ୍ନୟନ ସଚିବ ପଦରୁ ଅବସର ନେଇଥିଲେ। ଏବେ ଦୁହିଁଙ୍କୁ ପିଏମ୍‌ଓରେ ୨ ବର୍ଷ ପାଇଁ ଠିକାରେ ନିଯୁକ୍ତି ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri