ଭିଏତ୍‌ନାମରେ ବନ୍ୟା ବିତ୍ପାତ

ହାନୋଇ,୬।୯: ଭିଏତ୍‌ନାମରେ ନିକଟରେ ହୋଇଥିବା ଲଘୁଚାପ ଯୋଗୁ ସହରର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ହୋଇଛି। ଫଳରେ କେତେକ ସ୍ଥାନରେ ବନ୍ୟା ପରିସ୍ଥିତି ଓ ଭୂସ୍ଖଳନ ଘଟିଛି। ଏଥିଯୋଗୁ ଏବେ ପର୍ଯ୍ୟନ୍ତ ୫ ଜଣଙ୍କ ଜୀବନ ଯାଇଥିବା ବେଳେ ୩ ନିଖୋଜ ହୋଇଥିବା ନେଇ ଶୁକ୍ରବାର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଏଥିସହ ଘଟଣାସ୍ଥଳରେ ଏବେ ବି ଉଦ୍ଧାର କାର୍ଯ୍ୟ ଜାରି ରହିଛି। ବର୍ଷା ଯୋଗୁ ଲୋକଙ୍କ ଘରେ ପାଣି ପଶିଯାଇଥିବା ବେଳେ ରାସ୍ତାଘାଟରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଫଳରେ ଲୋକମାନଙ୍କୁ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି। ସୂଚନାଯୋଗ୍ୟ, ଜାନୁୟାରୀରୁ ଅଗଷ୍ଟ ମଧ୍ୟରେ ଭିଏତ୍‌ନାମରେ ପ୍ରାକୃତିକ ବିପର୍ଯ୍ୟୟ ଦେଖାଦେଇଥାଏ। ସାଧାରଣତଃ, ବନ୍ୟା, ଭୂସ୍ଖଳନ, ଝଡ଼ତୋଫାନ ଆଦି ହୋଇଥାଏ। ସେହିପରି ଏଠାରେ ବର୍ଷକ ମଧ୍ୟରେ ୬ ରୁ ୭ ଥର ପ୍ରବଳ ଝଡ଼ତୋଫାନ ହୁଏ ବୋଲି ସଂଯୁକ୍ତ ରାଷ୍ଟ୍ର ବିକାଶ କାର୍ଯ୍ୟକ୍ରମ ପକ୍ଷରୁ ସୂଚନା ଦିଆଯାଇଛି।
ରେ ବନ୍ୟା ବିତ୍ପାତ

Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ପଡ଼ିବ ଶୁଭ-ଅଶୁଭ ପ୍ରଭାବ; ଅଚାନକ ଧନୀ ହେବେ ୩ ରାଶି!

ଜ୍ୟୋତିଷ ଶାସ୍ତ୍ରରେ, ଶନି ସବୁଠାରୁ ଧୀର ଗତିଶୀଳ ଗ୍ରହ । ପ୍ରାୟ ୨.୫ ବର୍ଷ ପର୍ଯ୍ୟନ୍ତ ଏକ ରାଶିରେ ରହିଥାଏ। ଏହା ପ୍ରାୟ ଗୋଟିଏ ବର୍ଷ ପାଇଁ…

ଲଜ୍ଜାଜନକ ରେକର୍ଡ କଲେ ଅଭିଷେକ ଶର୍ମା: ପ୍ରଥମ ଭାରତୀୟ ଭାବେ…

ନୂଆଦିଲ୍ଲୀ,୧୯/୨: ଅଭିଷେକ ଶର୍ମା ଏକ ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ଟି-୨୦ ବିଶ୍ୱକପ ଇତିହାସରେ ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ତାଙ୍କର ପ୍ରଥମ ତିନୋଟି ଇନିଂସରେ…

ଦୋକାନ ବନ୍ଦ କରି ଫେରୁଥିଲେ ଗହଣା ଦୋକାନୀ, ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଦୁର୍ବୃତ୍ତ

ନୀଳଗିରି,୧୯ା୨(ପ୍ରଶାନ୍ତ କୁମାର ବିଶ୍ବାଳ): ନୀଳଗିରି ଥାନା ଅଧୀନ ସନ୍ତରାଗଡ଼ିଆ ବଜାରର ଜଣେ ଗହଣା ଦୋକାନୀ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ଼…

ବିଶେଷଜ୍ଞଙ୍କ ବଡ଼ ପୂର୍ବାନୁମାନ, ଖସିବ ସୁନା ଦର! ବିକିଲେ କେତେ ଲାଭ?

ନୂଆଦିଲ୍ଲୀ,୧୯ା୨: ଗତ କିଛି ମାସ ମଧ୍ୟରେ ସୁନା ଓ ରୂପା ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଓ ଏବେ ସାମାନ୍ୟ ହ୍ରାସ ପାଉଛି। ତେଣୁ ଏଥିରେ…

କେବଳ ୭ ମିନିଟ୍‌….ତେଜିଲା ଚାଷୀ ସମସ୍ୟା

ଭୁବନେଶ୍ୱର,୧୯।୨ (ରବିନାରାୟଣ ଜେନା): ବୁଧବାର ପୂର୍ବାହ୍ନ ସାଢ଼େ ୧୦ଟାରେ ପ୍ରଶ୍ନକାଳ ଆରମ୍ଭ ହେବାମାତ୍ରେ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ ଭାଜପା…

ଲଘୁଚାପ କ୍ଷେତ୍ର ସକ୍ରିୟ, ୨୫ଯାଏ ଶୁଖିଲା ପାଗ

ଭୁବନେଶ୍ୱର,୧୯ା୨(ଅନୁରାଧା ମହାରଣା): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ବୁଧବାର ସକ୍ରିୟ ରହିଛି । ଏହା ପ୍ରଭାବରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ପାଣିପାଗ ଧୀରେ ଧୀରେ…

ଏଆଇ ସମିଟ୍‌: ଚାଇନା ରୋବୋକୁ ନେଇ ବିବାଦ

ନୂଆଦିଲ୍ଲୀ,୧୯ା୨(ରଏଟର୍ସ/ପିଟି):ଭାରତ ସରକାରଙ୍କ ପକ୍ଷରୁ ଆୟୋଜିତ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଚାଇନା ନିର୍ମିତ ଏକ ରୋବୋଟିକ୍‌ ଡଗ୍‌କୁ ବୁଧବାର ଘରୋଇ ବିଶ୍ୱବିଦ୍ୟାଳୟ ଗାଲ୍‌ଗୋଟିଆସ୍‌ ନିଜର ବୋଲି ଦର୍ଶାଇବା ନେଇ…

ଡାଇନିଂ ଟେବୁଲରେ ହେଲା ଝଗଡ଼ା, ଭାଉଜ-ଭାଇଙ୍କୁ ହତ୍ୟା କଲା ଭାଇ

ଲକ୍ଷ୍ନୌ,୧୯।୨ ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଏକ ସାମାନ୍ୟ ଝଗଡ଼ା ରକ୍ତାକ୍ତ ସଂଘର୍ଷରେ ପରିଣତ ହୋଇଛି । ଜଣେ ଯୁବକ ତାଙ୍କ ଭାଉଜ ଏବଂ ଭାଇଙ୍କୁ ଧାରୁଆ…

Advertisement

ଧରିତ୍ରୀ କାର୍ଟୁନ

Archives

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri