Posted inବରଗଡ଼

ଭିଏଲ୍‌ଡବ୍ଲ୍ୟୁଙ୍କ ବାଇକ୍‌ ଚୋରି ଅଭିଯୋଗରେ ଜଣେ ଗିରଫ

ଭଟଲି,୨୭।୭(ଡି.ଏନ୍‌.ଏ): ବରଗଡ଼ ଜିଲା ଭଟଲି ଥାନା କମଗାଁ ପଞ୍ଚାୟତ ଭିଏଲ୍‌ଡବ୍ଲ୍ୟୁ ସୌଭାଗ୍ୟ ପଧାନଙ୍କ ବାଇକ୍‌ ଚୋରି ଅଭିଯୋଗରେ ଭଟଲି ପୋଲିସ ଶନିବାର ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ଚଣା ଦୀପ(୨୧)। ଏ ନେଇ ଭଟଲି ଥାନାରେ କେସ୍‌ ନଂ.୧୪୭/୧୯ରେ ଏକ ମାମଲା ରୁଜୁ ହୋଇଛି । ଅଭିଯୁକ୍ତଙ୍କୁ ଗିରଫ କରିବା ପରେ କୋର୍ଟ ଚାଲାଣ କରାଯାଇଛି ।
ସୂଚନାନୁଯାୟୀ, ଭିଏଲ୍‌ଡବ୍ଲ୍ୟୁ ୪ ଦିନ ତଳେ କମଗାଁରେ କାମ କରୁଥିବାବେଳେ ତାଙ୍କ ବାଇକ୍‌ ଚୋରି ହୋଇ ଯାଇଥିବା ଭଟଲି ଥାନାରେ ଅଭିଯୋଗ ହୋଇଥିଲା । ଏନେଇ ଭଟଲି ପୋଲିସ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିଲା ା ତେବେ ଶନିବାର ଅଭିଯୁକ୍ତଙ୍କୁ ଗିରଫ କରିବା ସହିତ ବାଇକ୍‌ ଜବତ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri