ଭିଜିଲାନ୍ସ ଜାଲରେ ଉଦ୍ୟାନ ବିଭାଗ ମାଳି, ୪ ସ୍ଥାନରେ ଚାଲିଛି ଏକକାଳୀନ ଚଢ଼ାଉ

ଉଦଳା,୨୭।୧୨(ଡି.ଏନ୍‌.ଏ.): ଭିଜିଲାନ୍ସ ଜାଲରେ ମୟୂରଭଞ୍ଜ ଜିଲା ଉଦଳା ଉଦ୍ୟାନ ବିଭାଗ ମାଳି ଉଦ୍ଧବ ବେହେରା। ଶୁକ୍ରବାର ଉଦ୍ଦବଙ୍କ ୪ ସ୍ଥାନରେ ଥିବା ଘରେ ଭିଜିଲାନ୍ସ ଟିମ୍‌ ଏକକାଳୀନ ଚଢ଼ାଉ କରିଛି। କପ୍ତିପଦା ବ୍ଲକ ବଡ଼ାମପଦାସ୍ଥିତ ବାସଭବନ ସମେତ ଶ୍ୱଶୁର ଘର ନୁଦଡ଼ିହା, ଫାର୍ମ ହାଉସ୍‌, ଉଦଳା ଉଦ୍ୟାନ ବିଭାଗ କାର୍ଯ୍ୟାଳୟ ଆଦି ସ୍ଥାନରେ ଚଢ଼ାଉ ଜାରି ରହିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାଟଡିହୀରେ ମିଳୁନି ସାର: ସମବାୟ ସମିତି ଓ ବିକ୍ରୟ କେନ୍ଦ୍ର ପରିଦର୍ଶନ କଲେ ବିଧାୟକ

ହାଟଡିହୀ/ଛେନାପଦୀ, ୪।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବର୍ତ୍ତମାନ ପ୍ରବଳ ସାର ସଙ୍କଟ ଦେଖାଦେଇଛି। ସମବାୟ ସମିତିରେ ଆବଶ୍ୟକୀୟ ସାର ନ ଥିବାବେଳେ ଖୋଲା…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ବିଧାୟକଙ୍କ ହସ୍ତକ୍ଷେପ ପରେ ବେଲଗୁଣ୍ଠାରେ ଲୋକଙ୍କୁ ମିଳିଲା ବିଶୁଦ୍ଧ ପାଣି

ବେଲଗୁଣ୍ଠା, ୪।୮ (କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଏନ୍.ଏ.ସି. ଅନ୍ତର୍ଗତ ୧୨ ଏବଂ ୧୩ ନମ୍ବର ୱାର୍ଡ ଭଗବତପାଟଣା ଓ ଧନିଜାପଲ୍ଲୀରେ ବିଗତ କିଛି…

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଆବେଦନ: ଦାରିଙ୍ଗବାଡ଼ି କୃଷି କାର୍ଯ୍ୟାଳୟରେ କୃଷକଙ୍କ ପ୍ରବଳ ଭିଡ଼

ଦାରିଙ୍ଗବାଡ଼ି,୪।୮(ଅରୁଣ ସାହୁ): କୃଷି କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ କୃଷକମାନଙ୍କୁ ବିଭିନ୍ନ ଯୋଜନାର ସୁଫଳ ଯୋଗାଇ ଦିଆଯାଉଛି। ବର୍ତ୍ତମାନ ଅଞ୍ଚଳରେ ଲଗାଣ…

ଦାଦନ ସାଜିଲା ଅଭିଶାପ: କେରଳ ଯାଉଥିବା ବେଳେ ଥୁଆମୂଳ ରାମପୁରର ଆଉ ଜଣେ ଯୁବକ ନିଖୋଜ, ଚିନ୍ତାରେ ପରିବାର…

ଥୁଆମୂଳ ରାମପୁର, ୪।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ରେ ଦାଦନ ଶ୍ରମିକ ନିଖୋଜ ସମସ୍ୟା ଦିନକୁ ଦିନ ଅଧିକ ଉଦ୍‌ବେଗଜନକ ରୂପ ନେଉଛି। ନିଜ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ପାଟଣା କଲେଜର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ଜଗନ୍ନାଥ ମହାନ୍ତ

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷ ଭାବେ ମହାବିଦ୍ୟାଳୟର ଓଡ଼ିଆ ବିଭାଗ ମୁଖ୍ୟ ତଥା ରିଡର ଜଗନ୍ନାଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri