ଭିଜିଲାନ୍ସ ଜାଲରେ ଏସ୍‌ଆଇ

କଟକ ଅଫିସ,୧୨।୧୨: ଭିଜିଲାନ୍ସ ଜାଲରେ ମୋଟର୍‌ ଟ୍ରାନ୍ସପୋର୍ଟ ଫିଟର୍‌ ଏସ୍‌ଆଇ ଜନ୍ମେଜୟ ମଲ୍ଲିକ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ କଟକ ଭିଜିଲାନ୍ସ ବିଭାଗ ପକ୍ଷରୁ ଜନ୍ମେଜୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। କଟକ ତୁଳସୀପୁରରେ ଥିବା ସରକାରୀ କ୍ୱାର୍ଟର୍ସ, ବିଡାନାସୀ ଲେନ୍‌-୩ ଚାହତ ନଗରରେ ଥିବା ତିନି ମହଲା କୋଠା, ଗ୍ରାମ ତଥା ପଟ୍ଟାମୁଣ୍ଡାଇ ଆନ୍ଦରରେ ଥିବା ଦୁଇ ମହଲା କୋଠା, ଉକ୍ତ ଗ୍ରାମରେ ଥିବା ସମ୍ପର୍କୀୟଙ୍କ ଘର, କଟକରେ ଥିବା ଅଫିସ ଆଦି ୫ଟି ସ୍ଥାନରେ ଏହି ଚଢ଼ାଉ କରାଯାଇଛି। ଖବର ଲେଖାଯିବା ସୁଦ୍ଧା ଚଢ଼ାଉ ବିଷୟରେ ସବିଶେଷ ତଥ୍ୟ ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା…

କଟକ,୧୩।୧୦(ପ୍ରଭୁକଲ୍ୟାଣ ପାଲ୍): ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ମାଟି ତଳେ ଯାଇଥିବା ଘରୋଇ ଗ୍ୟାସ ପାଇପ ଲାଇନ ଲିକ୍ ହେବା ଫଳରେ…

ସ୍ବଚ୍ଛତାକୁ ଜଳସମ୍ପଦ ବିଭାଗର ଗୁରୁତ୍ୱ, ପ୍ରକଳ୍ପର ବାସ୍ତବତା ନିରୀକ୍ଷଣ କରିବ ‘ଡ୍ରୋନ୍‌’

ଭୁବନେଶ୍ୱର,୧୩।୧୦(ରବିନାରାୟଣ ଜେନା): ଜଳସେଚନ ପ୍ରକଳ୍ପର କାର୍ଯ୍ୟାନ୍ବୟନରେ ସ୍ବଚ୍ଛତା ଓ ଉତ୍ତରଦାୟିତ୍ୱ ବଢ଼ାଇବା ସହ କାମର ଅଗ୍ରଗତି ଉପରେ ତୀକ୍ଷ୍ଣ ନଜର ରଖିବା ପାଇଁ ଆଗାମୀ ଦିନରେ ଡ୍ରୋନ୍‌…

ନିର୍ମାଣ ହୋଇ ୭ବର୍ଷ ବିତିଗଲାଣି, କାର୍ଯ୍ୟକ୍ଷମ ହୋଇପାରୁନି ଆଦିବାସୀ ହଷ୍ଟେଲ

କେସିଙ୍ଗା,୧୩।୧୦(ତୁମେଶ୍ୱର ସାହୁ): ଗରିବ ଆଦିବାସୀ ହରିଜନ ଛାତ୍ରୀଛାତ୍ରଙ୍କୁ ରହିବା ଖାଇବା ଠାରୁ ମାଗଣାରେ ପାଠ ପଢିବା ପାଇଁ ପୂର୍ବର ବିଜେଡି ସରକାର କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ଦକ୍ଷିଣ ଓଡ଼ିଶା ଜୋନ-ଏ କ୍ରିକେଟ ଟୁର୍ନାମେଣ୍ଟ: ପୋଡ଼ାମାରିକୁ ହରାଇ ପାଟପୁର ଚାମ୍ପିୟନ

ଦିଗପହଣ୍ଡି,୧୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁରସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଚାଲିଥିବା ଦକ୍ଷିଣ ଓଡ଼ିଶା ଜୋନ-ଏ ଆନ୍ତଃ…

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ କବିତା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?