ଭିଜିଲାନ୍ସ ଜାଲରେ ଡିଆର୍‌ଡିଏ କାର୍ଯ୍ୟାଳୟର ମୁଖ୍ୟ କିରାଣି

ଭବାନୀପାଟଣା, ୩୧।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଡିଆରଡିଏ କାର୍ଯ୍ୟାଳୟର ମୁଖ୍ୟ କିରାଣି ଭିଜିଲାନ୍ସ ଜାଲରେ ଧରାପଡିଛନ୍ତି। ମୁଖ୍ୟ କିରାଣି ହରପ୍ରସାଦ ଆଚାର୍ଯ୍ୟଙ୍କ ବିରୋଧରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ଜାରି ରହିଛି। ଭବାନୀପାଟଣାସ୍ଥିତ ରାମନଗର ପଡା, ମନ୍ଦାରବଗିଚା ପଡା ସମେତ କାର୍ଯ୍ୟାଳୟରେ ଚଢାଉ ଜାରି ରହିଛି। ହରପ୍ରସାଦଙ୍କ ରାମନଗରପଡାଠାରେ ତିନି ମହଲା ବିଶିଷ୍ଟ କୋଠା ରହିଛି। ଚଢାଉ ପ୍ରାଥମିକ ସ୍ତରରେ ରହିଥିଲେ ହେଁ ଆନୁମାନିକ ସମ୍ପତ୍ତି କୋଟିଏ ଉର୍ଦ୍ଧ୍ୱ ହେବ ବୋଲି ଆକଳନ କରାଯାଉଛି। ସୋମବାର ଭିଜିଲାନ୍ସ ଟିମ୍‌ର କୋଟିପତି ଜୁନାଗଡ ରେଞ୍ଜର ଘରୁ ଉପରେ ଚଢାଉ ଓ ଆଜି ଡିଆରଡିଏ ମୁଖ୍ୟ କିରାଣିଙ୍କ ଘର ଉପରେ ଚଢାଉ ଦ୍ୱାରା ଲାଞ୍ଚୁଆ କର୍ମଚାରୀଙ୍କ ମଧ୍ୟରେ ଛନକା ପଶିଛି।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

କେସିଙ୍ଗା ମହାବିଦ୍ୟାଳୟରେ ବନମହୋତ୍ସବ ପାଳିତ: ବିଭିନ୍ନ ପ୍ରଜାତିର ବୃକ୍ଷ ରୋପଣ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅନ୍ୟତମ ସରକାରୀ ଅଗ୍ରଣୀ ଶିକ୍ଷନୁଷ୍ଠାନ କେସିଙ୍ଗା ମହାବିଦ୍ୟାଳୟ ପରିସର ମଧ୍ୟରେ ଯୁବ ରେଡକ୍ରସ (YRC) ଓ ରାଷ୍ଟ୍ରୀୟ ସେବା ଯୋଜନା (NSS)…

କୁଲାଡ ରଥଯାତ୍ରା ପାଇଁ ସମୀକ୍ଷା: ପୂର୍ତ୍ତ ବିଭାଗ ପକ୍ଷରୁ ସୁରକ୍ଷା ପ୍ରମାଣପତ୍ର ପ୍ରଦାନ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ରଥଯାତ୍ରା ଶହ ଶହ ବର୍ଷ ଧରି ପାଳିତ ହୋଇ ଆସୁଛି। ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ଯାତ୍ରା…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri