ଭିଜିଲାନ୍ସ ଜାଲରେ ବ୍ୟାସନଗର ପୌରପରିଷଦ ସହକାରୀ ଯନ୍ତ୍ରୀ

ଯାଜପୁର ରୋଡ, ୨୧।୮(ନି:ପ୍ର.): ଲାଞ୍ଚ ନେବା ଅଭିଯୋଗରେ ଯାଜପୁର ଭିଜିଲାନ୍ସ ବିଭାଗ ପକ୍ଷରୁ ବ୍ୟାସ ନଗର ପୌରପରିଷଦର ସହକାରୀ ଯନ୍ତ୍ରୀ ପ୍ରହ୍ଲାଦ ମହାପାତ୍ରଙ୍କୁ ଗିରଫ କରାଯାଇଛି। ଜଣେ ଠିକାଦାରଙ୍କଠାରୁ ଯନ୍ତ୍ରୀ ପ୍ରହ୍ଲାଦ ୩୮୦୦୦ ଟଙ୍କା ଲାଞ୍ଚ ନେଉଥିଲେ। ପୂର୍ବ ଯୋଜନା ଅନୁସାରେ ତାଙ୍କୁ ଭିଜିଲାନ୍ସ ବିଭାଗ କାବୁ କରିଛନ୍ତି। ଜିଲା ପ୍ରଶାସନ ନିକଟରେ ବହୁ ଦୁର୍ନୀତି ଅଭିଯୋଗ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

କାମ ସାରି ବାଇକ୍‌ରେ ଫେରୁଥିଲେ, ମାମୁ-ଭଣଜାଙ୍କୁ ପଛରୁ ଧକ୍କା ଦେଲା କାର୍‌, କଚାଡ଼ି ହୋଇ…

ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମୁଖ୍ୟରାସ୍ତା ପୁଞ୍ଜିକଂୟା ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ କାର (ନଂ. ଓଡ଼ି୦୭ବିସି -୧୬୯୦) ଧକ୍କାରେ ସାନଖେମୁଣ୍ଡି ବ୍ଲକ…

ଆରଏମ୍‌ସି ହାଟଗୃହ ଭାଙ୍ଗିବା ନେଇ ତେଜିଲା ଅସନ୍ତୋଷ

ନନ୍ଦପୁର,୧୪ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ…

୬୦୦ ବର୍ଷର ଐତିହାସିକ ପରମ୍ପରା: ଗ୍ରାମର ପ୍ରତ୍ୟେକ ଘରକୁ ଯାଇ ପଣା ଗ୍ରହଣ କରନ୍ତି…

ଗଞ୍ଜାମ,୧୪।୪(ବିଦ୍ୟାଧର ସାହୁ): ଓଡ଼ିଆ ନବ ବର୍ଷ ପଣା ସଂକ୍ରାନ୍ତି (ମହା ବିଷୁବ ସଂକ୍ରାନ୍ତି) ମେରୁରେ ଗଞ୍ଜାମ ବ୍ଲକର ଶତ୍ରୁଶୋଲ ଗ୍ରାମ ନିକଟରେ ଥିବା ବାବା ମୁକ୍ତେଶରଙ୍କ ବହୁ…

ବଲାଙ୍ଗୀର ମେନ ମାର୍କେଟ ଚଳଚଞ୍ଚଳ: ହନୁମାନ ଜୟନ୍ତୀରେ…

ବଲାଙ୍ଗୀର,୧୪।୪( ସୁନିଲ କୁମାର ମହାନ୍ତି): ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ହନୁମାନ ଜୟନ୍ତୀ । ଏହି ଅବସରରେ ବିଭିନ୍ନ ମନ୍ଦିରରେ ହନୁମାନ ଜୟନ୍ତୀ ପାଳନ କରାଯାଉଅଛି…

ମା’ ଶ୍ୟାମାକାଳୀ ମନ୍ଦିରରେ ହନୁମାନ ଜୟନ୍ତୀ: ଜୟ ଶ୍ରୀରାମ ଧ୍ୱନିରେ ଗୁଞ୍ଜରିତ ହେଲା ପରିବେଶ

ବରଗଡ଼,୧୪।୪(ପ୍ରେମାନନ୍ଦ ଖମାରୀ): ମା’ ଶ୍ୟାମାକାଳୀ ମନ୍ଦିର ପ୍ରାଙ୍ଗଣରେ ହନୁମାନ ଜୟନ୍ତୀ ଅବସରରେ ଏକ ଭବ୍ୟ ଓ ଆଧ୍ୟାତ୍ମିକ ମହାସମାରୋହର ଆୟୋଜନ କରାଯାଇଥିଲା। ଜୟ ଶ୍ରୀରାମ ଧ୍ୱନିରେ ପରିପୂର୍ଣ୍ଣ…

୨୨ ହାତ ଖାଇ ଦଣ୍ଡରୁ ଝୁଲିଲେ ପାଟୁଆ: କଣ୍ଟା ଫୁଟାଇଥିଲେ ମଧ୍ୟ ବାହାରୁ ନଥିଲା ରକ୍ତ

ସାକ୍ଷୀଗୋପାଳ,୧୪।୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସାକ୍ଷୀଗୋପାଳ ନିକଟବର୍ତ୍ତୀ ଭୀମପୁର ଓ ଦାଶବିଦ୍ୟାଧରପୁର ଗ୍ରମାରେ ପ୍ରସିଦ୍ଧ ଖାଇଫୋଡ ଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ମାନସିକ ପୂରଣ…

ନିଆଁରେ ଚାଲିଲେ ମାନସିକଧାରୀ, ଦେଖିବାକୁ ହଜାର ହଜାର ଲୋକଙ୍କ ଭିଡ଼

ରିଷିଡା୧୪।୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟ ଚଣ୍ଡୀ ଶୈବ ଶକ୍ତି ପୀଠରେ ଝାମୁଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ମା’ ତାରିଣୀ…

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri