ଭିଜିଲାନ୍ସ ଜାଲରେ ସମଲ ବ୍ୟାରେଜ ବରିଷ୍ଠ କିରାଣୀ

ତାଳଚେର,୩୦।୮(ସ୍ବ.ପ୍ର.): ସମଲ ବ୍ୟାରେଜର ବରିଷ୍ଠ କିରାଣୀ ପ୍ରଦ୍ୟୁମ୍ନ କୁମାର ବେହେରା ଶୁକ୍ରବାର ଅପରାହ୍ନରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସରକିଶୋରିପାଳ ଗ୍ରାମର ଅକ୍ଷୟ କୁମାର ସାହୁଙ୍କଠାରୁ କଣ୍ଟ୍ରାକ୍ଟର ଲାଇସେନ୍ସ କରାଇଦେବାକୁ ୫ହଜାର ଟଙ୍କା ନେବା ବେଳେ ସେ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଛି। ଡିଏସ୍‌ପି ପ୍ରଫୁଲ୍ଲ କୁମାର ପଟେଲ, ପ୍ରକାଶ କୁମାର ନାୟକ, ସରୋଜ କୁମାର ସାମଲଙ୍କ ନେତୃତ୍ୱରେ ଏକ ୧୬ଜଣିଆ ଟିମ୍‌ ଏହି ଚଢ଼ାଉରେ ସାମିଲ ଥିଲେ। ଏନେଇ ଭିଜିଲାନ୍ସ ବିଭାଗ ପକ୍ଷରୁ ଏକ ମାମଲା(୧୦/୧୯) ରୁଜୁ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାପ୍ରଭୁଙ୍କ ଜମିର ଧାନବିକ୍ରି ପଞ୍ଜୀକରଣକୁ ନା: ଏବେଠାରୁ ଘାରିଲାଣି ଧାନବିକ୍ରି ଚିନ୍ତା

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଚାଷୀଙ୍କ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଶୁକ୍ରବାର ଏଥିପାଇଁ ଆବେଦନ ଅବଧି ସରିଯିବ। ଅନ୍ୟପଟେ ବରଗଡ଼ ଜିଲାର ଅନେକ ଚାଷୀ…

୫ଦିନ ଝଡ଼ବର୍ଷା, କୁଆପଥର ମାଡ଼: ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୯ା୩(ଅନୁରାଧା ମହାରଣା):ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ଜିଲାରେ ବର୍ଷା ସହ ଝଡପବନ ହେଉଥିବା ବେଳେ ଆଗାମୀ ୫ ଦିନ ଯାଏ ଏପରି ସ୍ଥିତି ଜାରି ରହିବ। ଏନେଇ…

‘ଏସ୍‌ଓପି’ ନ ମାନିଲେ ଦରମା ବନ୍ଦ: ସବୁ ବିଭାଗକୁ ତାଗିଦ୍‌, ଛଟେଇ ପ୍ରକ୍ରିୟା ଆରମ୍ଭ…

ଭୁବନେଶ୍ୱର,୧୯ା୩ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ ପରାମର୍ଶଦାତାଙ୍କ ଛଟେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଅର୍ଥ ବିଭାଗ ପକ୍ଷରୁ ଫେବୃଆରୀ ୧୭ରେ ଏନେଇ ଏକ ଉଚ୍ଚସ୍ତରୀୟ…

ପାରାଦୀପରେ ଲାଗିଲା ତୈଳ ଜାହାଜ: ମିଳିଲା ବଡ଼ ଆଶ୍ୱସ୍ତି, ହର୍ମୁଜ ଦେଇ…

ପାରାଦୀପ,୧୯।୩(ଶରତ ରାଉତ):ଯୁଦ୍ଧ ପ୍ରଭାବିତ ଦେଶ ଓମାନ୍‌ରୁ ଏକ ଅଶୋଧିତ ତୈଳ ବୋଝେଇ ଜାହାଜ ମେରାଇନ ଟ୍ୟାଙ୍କର(ଏମ୍‌ଟି)ଫ୍ଲୋରା ପାରାଦୀପ ବନ୍ଦର ସିଙ୍ଗଲ ପଏଣ୍ଟ ମୋରିଂସିଷ୍ଟମ(ଏସ୍‌ପିଏମ୍‌) ୩ରେ ବୁଧବାର ଲାଗିଛି।…

ମା’ ସମଲେଶ୍ୱରୀଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ: ସମ୍ପନ୍ନ ହେଲା ପାରମ୍ପରିକ ‘ଖଣ୍ଡାଧୁଆ’ ନୀତି

ବରଗଡ଼, ୧୮/୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ପବିତ୍ର ଚୈତ୍ର ନବରାତ୍ର ବା ବାସନ୍ତୀକ ନବରାତ୍ର ପୂଜା ପାଇଁ ଶୁଭାରମ୍ଭ…

କୋଟଗଡ଼ରେ ବାଘ ଆତଙ୍କ: ଲଗାଗଲା ସ୍ବତନ୍ତ୍ର କ୍ୟାମେରା, ଗର୍ଜନରେ ଅଞ୍ଚଳବାସୀ ଭୟଭୀତ

ବାଲିଗୁଡା, ୧୮।୩ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକରେ ବାଘର ଗର୍ଜନକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଆତଙ୍କ ଖେଳିଯାଇଛି।…

କୋକସରାରେ କାଳବୈଶାଖୀର ତାଣ୍ଡବ: କୁଆପଥର ମାଡ଼ରେ ଉଜୁଡ଼ିଗଲା ଚାଷ, ଭାଙ୍ଗିଲା ଘର

କୋକସରା, ୧୮।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ଅଞ୍ଚଳରେ ଗତକାଲି ଅପରାହ୍ନରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ପ୍ରବଳ ବର୍ଷା ସାଙ୍ଗକୁ…

ଗାଇଗୁହାଳ ଛକ ନିକଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌ ଚାଳକଙ୍କୁ ପିଟିଦେଲା ହାଇଓ୍ବା, କାନ୍ଦବୋବାଳିରେ ଫାଟୁଛି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗାଇଗୁହାଳ ଛକ ନିକଟରେ ବୁଧବାର ଅପରାହ୍ନରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ବାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri