ଭିଜିଲାନ୍ସ ଜାଲରେ ସୋର ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀ

ସୋର,୫।୨(ଡି.ଏନ୍‌.ଏ.): ସୋର ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀ ବାସୁଦେବ ପ୍ରସାଦ ସାହୁଙ୍କୁ ବାଲେଶ୍ୱର ଭିଜିଲାନ୍ସ ବିଭାଗ ବୁଧବାର ଗିରଫ କରିଛି। ସନ୍ତୋଷ କୁମାର ନାୟକ ନାମକ ଜଣେ ଠିକାଦାରଙ୍କଠାରୁ ୨ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଛି। ଡିଏସ୍‌ପି ସନ୍ତୋଷ କୁମାର ସାମନ୍ତରାୟଙ୍କ ନେତୃତ୍ୱରେ ଏକ ଟିମ୍‌ ସୋର ପୂର୍ତ୍ତବିଭାଗ କାର୍ଯ୍ୟାଳୟରୁ ଉକ୍ତ ଟଙ୍କା ଜବତ କରିଛି। ଘଟଣାକୁ ନେଇ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଲୁଚାଇ ରଖିଥିଲେ ୪୫ ପିଆଶାଳ ପଟା: ମାଡ଼ିବସିଲା…

ଗୁଡ଼ାରି,୧୯।୫ (ପ୍ରମୋଦ କୁମାର ପତି ) ରାୟଗଡା ଜିଲା ଗୁଡ଼ାରି ରେଞ୍ଜ କର୍ମଚାରୀମାନେ ପେଣ୍ଡିଲି ଗ୍ରାମ ପଞ୍ଚାୟତର ମନ୍ତରଝୋଲି ଗ୍ରାମ ନିକଟସ୍ଥ ଜଙ୍ଗଲରୁ ୪୫ଟି ପିଆଶାଳ ପଟା…

୧୬ ଦିନର ଛାତିଥରା ଘଟଣା… ନାବାଳିକାଙ୍କୁ ଅପହଣ ପରେ ନିଶା ଇଞ୍ଜେକ୍ସନ ଦେଇ ଗଣବଳାତ୍କାର, ପ୍ରତିବାଦ କରିବାରୁ ସିଗାରେଟ ଚେଙ୍କ

ଲକ୍ଷ୍ନୌ,୧୯।୫: ଉତ୍ତର ପ୍ରଦେଶର ମହୋବାରେ, NEET ପ୍ରବେଶିକା ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ଜଣେ ଛାତ୍ରୀଙ୍କୁ ଅପହରଣ ପରେ ୧୬ ଦିନ ଧରି ଗଣବଳାତ୍କାର କରାଯାଇଥିବା ନେଇ…

ଧାନବିକ୍ରିରେ ଅବ୍ୟବସ୍ଥା ନେଇ ତାତିଲେ ଚାଷୀ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ

ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ): ଟୋକନ୍‌ ପାଇଁ ବରଗଡ଼ ଜିଲାପାଳଙ୍କ ଅଫିସ୍‌ ଘରିଲେ ଚାଷୀ । ଆନ୍ଦୋଳନରେ ଚାଷୀଙ୍କ ସହ ବିଭିନ୍ନ ସଂଗଠନ ସାମିଲ୍‌ ହୋଇଛନ୍ତି । ବରଗଡ଼ ଜିଲାରେ…

ଆମ ଗଞ୍ଜାମ, ସ୍ବଚ୍ଛ ଗଞ୍ଜାମ କାର୍ଯ୍ୟକ୍ରମ: ସାମିଲ ହେଲେ ବିଧାୟକଙ୍କ ସହ ଏମାନେ…

ଗଞ୍ଜାମ,୧୯।୫(ଅନାଥ ତରାଇ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳିଜଗନ୍ନାଥପୁର ସ୍ଥିତ ପ୍ରଭୁ ଶ୍ରୀ ବାଲି ଲୋକନାଥଙ୍କ ମନ୍ଦିର ପରିସରରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଏକ ବିଶେଷ…

ତୈଳବୀଜ ଶସ୍ୟ ଚାଷ କରିବାକୁ ଯୁବଚାଷୀଙ୍କୁ ଆହ୍ବାନ ଦେଲେ ସମୀର

ବଡ଼ଗାଁ, ୧୯।୫(ଅଶୋକ ଷଡଙ୍ଗୀ): ଭାରତରେ ତୈଳବୀଜ ଉତ୍ପାଦନ ସେତେଟା ହେଉନଥିବାରୁ ଭାରତ ଅନ୍ୟ ଦେଶ ଉପରେ ନିର୍ଭର କରୁଛି। ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ତେଲ ବ୍ୟବହାର…

ରାତି ୧୦ଟା ପର୍ଯ୍ୟନ୍ତ ମେଡିକାଲ ଷ୍ଟୋର ଖୋଲା ରଖିବାକୁ ଦାବି: ଡ୍ରଗ ଇନ୍ସପେକ୍ଟରଙ୍କ ଦୃଷ୍ଟି ପଡୁ

ଲାଠୋର, ୧୯।୫(ଭୁବନେଶ୍ୱର ବାରିକ):ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ଗ୍ରାମରେ ଥିବା ମେଡ଼ିକାଲ ଷ୍ଟୋରଗୁଡ଼ିକ ସନ୍ଧ୍ୟା ୭ଟା ପରେ ବନ୍ଦ ରହୁଛି। ସାଧାରଣ ଲୋକ ମେଡ଼ିସିନ ପାଇଁ…

ବିଚ୍‌ ରାସ୍ତାରେ ଜଣେ ଯୁବକ, ମହିଳାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ ନବୀନ, କହିଲେ-ଗୁଣ୍ଡାରାଜ ଶାସନ ପାଇଁ…

ଭୁବନେଶ୍ୱର, ୧୯।୫: ବ୍ରହ୍ମପୁରର ବିଚ୍‌ ରାସ୍ତାରେ ଜଣେ ଯୁବକ ଏବଂ ମହିଳାଙ୍କୁ ସର୍ବସମ୍ମୁଖରେ ଅତି ନିର୍ମମ ଭାବେ ପିଟି ପିଟି ମରଣାନ୍ତକ ଆକ୍ରମଣ କରାଯିବା ଘଟଣାରେ ପୂର୍ବତନ…

ଫଳ ତୋଳିବାକୁ ବଗିଚାକୁ ଯାଇଥିଲେ ଧରଣୀଧର: ମାଡ଼ିଆସିଲା ଦନ୍ତା ହାତୀ, ଆଉ ତା’ପରେ…

କେନ୍ଦୁଝର,୧୯।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ରେଞ୍ଜ ଅନ୍ତର୍ଗତ ହରିଚନ୍ଦନପୁର ବ୍ଲକ ବକ୍ସିବାରିଗାଁ ଗ୍ରାମ ପଞ୍ଚାୟତ ଅଧିନସ୍ଥ ଓସ୍ତପଙ୍ଗା ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri