ଭିଜିଲାନ୍ସ ହାତରେ ଢିପିସାହି ସମବାୟ ସମିତି ସମ୍ପାଦକ

ନୟାଗଡ ଅଫିସ,୨୮।୫-ବିହନ ଦେବା ପାଇଁ ଜଣେ ଚାଷୀଙ୍କଠାରୁ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଗୁରୁବାର ନୟାଗଡ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଢିପିସାହି ସମବାୟ ସମିତି ସମ୍ପାଦକ ପ୍ରମୋଦ କୁମାର ଦେହୁରୀ। ଚାଷୀ ନିରଞ୍ଜନ ପ୍ରଧାନଙ୍କଠାରୁ ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଗିରଫ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ହତ୍ୟା ଘଟଣା: ପୂର୍ବ ପ୍ରେମିକାଙ୍କୁ ଘରେ ପଶି ମାରିଥିଲେ, ଆସିଲା ବଡ଼ ରାୟ

ଭୁବନେଶ୍ବର,୩୦।୬: ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ପ୍ରିୟଙ୍କା ସାହୁ ହତ୍ୟା ଘଟଣାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। କୋର୍ଟ ଅଭିଯୁକ୍ତ ଯାଜପୁରର ଜଗନ୍ନାଥ ପ୍ରଧାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

ବ୍ୟବସ୍ଥିତ ଏସ୍‌.ଆଇ.ଆର୍ ପ୍ରକ୍ରିୟାରେ ଯୋଗ୍ୟ ଭୋଟରଙ୍କ ଅନ୍ତର୍ଭୁକ୍ତି ସୁନିଶ୍ଚିତ

ଛତ୍ରପୁର, ୩୦୬ (ଦିଲ୍ଲୀପ ସାମଲ): ନିର୍ବାଚନ ପ୍ରକ୍ରିୟାର ସ୍ୱଚ୍ଛତା, ନିର୍ଭୁଲତା ଓ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌.ଆଇ.ଆର୍) କାର୍ଯ୍ୟକ୍ରମକୁ…

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର…

ବାବୁଙ୍କ ଘରେ ବିଡ଼ା ବିଡ଼ା ଟଙ୍କା ଦେଖି ଭିଜିଲାନ୍ସ ଚକିତ: ୨୦ରୁ ଅଧିକରୁ ପ୍ଲଟ୍‌ ସହ ଘରୁ ମିଳିଲା…

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ପ୍ରତିଷ୍ଠାନ(ଏଷ୍ଟାବ୍ଲିଶମେଣ୍ଟ) ଅଧିକାରୀ ତଥା କାର୍ଯ୍ୟାଳୟ ଅଧିକ୍ଷକ ଧନୁର୍ଦ୍ଧର ବିଶ୍ୱାଳଙ୍କ ନାମରେ ଆୟ ବର୍ହିଭୂତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri