Posted inଜାତୀୟ

ଭିଜିଲା ରାଜଧାନୀ

ନୂଆଦିଲ୍ଲୀ,୧୬।୧: ରାଜଧାନୀ ଦିଲ୍ଲୀ ଅଦିନିଆ ବର୍ଷାରେ ଭିଜିଛି। ଦିଲ୍ଲୀର କେତେକ ସ୍ଥାନରେ ଗୁରୁବାର ସାମନ୍ୟ ବର୍ଷା ହୋଇଛି। ଫଳରେ ଏଠାକାର ସର୍ବନିମ୍ନ ତାପମାତ୍ରା ୯.୫ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଛି। ସନ୍ଧ୍ୟା ସୁଦ୍ଧା ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବା ସହ କୁଆପଥର ପଡିପାରେ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ। ବର୍ଷା ଯୋଗୁ ଗୋଟିଏ ପଟେ ବାୟୁ ପ୍ରଦୂଷଣରୁ ଦିଲ୍ଲୀବାସୀ ସାମାନ୍ୟ ଆଶ୍ୱସ୍ତ ଅନୁଭବ କରିଥିବା ବେଳେ ଅନ୍ୟପଟେ ଶୀତର ପ୍ରକୋପ ବଢିଯାଇପାରେ ବୋଲି ଅନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗ ବିଭାଗର ବଡ଼ ଚେତାବନୀ: ବଙ୍ଗୋପସାଗରରେ ନୂଆ ଲଘୁଚାପ ବଳୟ! ଏସବୁ ଜିଲାରେ…

ଭୁବନେଶ୍ୱର, ୨୭ା୯: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । କେନ୍ଦ୍ରୀୟ ଥାଇଲାଣ୍ଡ ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ମିଆଁମାର ଉପକୂଳ ଉପରେ ଆଜି ଏକ ଲଘୁଚାପ…

PM Modi Mann Ki Baat: ୧୩୮ତମ ସଂସ୍କରଣରେ ବାଲାକୋଟ ସର୍ଜିକାଲ ଷ୍ଟ୍ରାଇକ ବିଷୟରେ ଉଲ୍ଲେଖ କଲେ ମୋଦି

ନୂଆଦିଲ୍ଲୀ,୨୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (୨୭ ସେପ୍ଟେମ୍ବର) ନିଜର ‘ମନ କି ବାତ’ ରେଡିଓ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶବାସୀଙ୍କୁ ସମ୍ବୋଧିତ କରିଥିଲେ। ଏହି କାର୍ଯ୍ୟକ୍ରମର ୧୩୮ତମ…

ସୋସୋରେ ଫୁଟିଲା ଗୁଳି, ବ୍ୟବସାୟୀଙ୍କଠାରୁ ଲୁଟ୍‌

ହାଟଡିହୀ, ୨୭।୯ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ସୋସୋ ଥାନା ଅଞ୍ଚଳରେ ଗୁଳି ଫୁଟାଇ ଜଣେ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତମାନେ ଗତ ଶନିବାର…

ପର୍ଯ୍ୟଟନର ବାର୍ତ୍ତା ନେଇ ଦୌଡ଼ିଲେ ଶତାଧିକ ଛାତ୍ରୀଛାତ୍ର

କୋରାପୁଟ,୨୭ା୯(ଅମିତାଭ ବେହେରା): ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଶନିବାର ପର୍ଯ୍ୟଟନ ସଚେତନତାର ବାର୍ତ୍ତା ଦିଆଯାଇଛି। ପର୍ଯ୍ୟଟନସ୍ଥଳୀ ପ୍ରତି ଲୋକଙ୍କ ଆଗ୍ରହ ବଢ଼ାଇବା…

ଭିଜିଲାନ୍ସ ପଞ୍ଝାରେ ପୁଣି ଜଣେ ସରକାରୀ ଅଧିକାରୀ, ଆୟବର୍ହିଭୂତ ସମ୍ପତ୍ତି ଠୁଳ କରି ସହକାରୀ ଯନ୍ତ୍ରୀ…

ମାଲକାନଗିରି,୨୭ା୯(ଦୁର୍ଯ୍ୟୋଧନ ପାତ୍ର): ପୁଣି ଜଣେ ସରକାରୀ ବାବୁଙ୍କ ବିରୋଧରେ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି ମାଲକାନଗିରି ଜିଲା ମାଥିଲି…

ଭାଗବତର ମହକରେ ଅତିବଡ଼ି: ଝଙ୍କୃତ ହେଲା କବିତା

ଦାରିଙ୍ଗବାଡ଼ି, ୨୭/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡ. ଭୀମରାଓ ଆମ୍ବେଦକର ଜାତୀୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ଅପରାହ୍ନରେ ଅତିବଡ଼ି ଜଗନ୍ନାଥ ଦାସଙ୍କ…

ପାଇପ ବିଛାଇବା ପାଇଁ ଗାଁ ଗାଁରେ ଖୋଳା ଚାଲିଛି କଂକ୍ରିଟ ରାସ୍ତା: ପାଇପ ବିଛାଇବା ପରେ ମରାମତି ନାହିଁ

ଅମରପାଲି, ୨୭।୯ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ବିଭିନ୍ନ ଗ୍ରାମରେ ମେଗା ପାନୀୟଜଳ ପ୍ରକଳ୍ପ ପାଇଁ ପାଇପ ବିଛାଇବା କାମ ଚାଲିଛି। ଏଥିପାଇଁ ଏକ…

କେତୁଙ୍କ ସ୍ୱନକ୍ଷତ୍ରରେ ଗୋଚର: ୫ରାଶି ରୁହନ୍ତୁ ସତର୍କ! ଖରାପ ସମୟ ଆରମ୍ଭ; ପାଖରୁ ଚାଲିଯିବ ଟଙ୍କା…

ଜ୍ୟୋତିଷଙ୍କ ଅନୁସାରେ, କେତୁ ଗ୍ରହ ୩ ଅକ୍ଟୋବର ୨୦୨୬ରେ ମଘା ନକ୍ଷତ୍ରର ପ୍ରଥମ ପାଦକୁ ଚଳନ କରିବେ। କେତୁଙ୍କ ଏହି ପାଦ ନକ୍ଷତ୍ର ଚଳନ ଯୋଗୁଁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?