ଭିଡ଼ରୁ ବ୍ୟାପୁଛି କରୋନା ସଂକ୍ରମଣ: ମାର୍ଚ୍ଚ ୩୧ ଯାଏ ହାଇକୋର୍ଟ ଆସିବେନି ଓକିଲ

କଟକ ଅଫିସ,୧୭।୩: ରାଜ୍ୟରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହେବା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ବିଧାନସଭା, ସ୍କୁଲ, କଲେଜ, ଶପିଂମଲ, ଜିମ୍‌ ସହ ଅନ୍ୟାନ୍ୟ ଜନଗହଳିସ୍ଥାନକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି କ୍ରମରେ ୩୧ ଯାଏ ଓକିଲମାନେ ହାଇକୋର୍ଟ ଆସିବେ ନାହିଁ ବୋଲି ଜଣାପଡ଼ିଛି। ମଙ୍ଗଳବାର କରୋନା ସତର୍କତା ନେଇ ହାଇକୋର୍ଟ ଓକିଲ ସଂଘ ଏହି ନିଷ୍ପତ୍ତି ନେଇଛି। ତଦନୁଯାୟୀ, ମାର୍ଚ୍ଚ ୩୧ ପର୍ଯ୍ୟନ୍ତ କୋର୍ଟ କାର୍ଯ୍ୟ ନ କରିବାକୁ ସଂଘ ନିଷ୍ପତ୍ତି ନେଇଛି। ଭିଡ ଏଡ଼ାଇବାକୁ କୋର୍ଟ ନ ଆସିବାକୁ ଓକିଲମାନେ ନିଷ୍ପତ୍ତି ନେଇଛନ୍ତି। ଏପରିକି ଭିଡରୁ ସଂକ୍ରମଣ ବ୍ୟାପୁଥିବାରୁ ଓକିଲଙ୍କୁ ସୁରକ୍ଷା ପାଇଁ ଏଭଳି ପଦକ୍ଷେପ ନିଆଯାଉଥିବା ସଂଘ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜି.ଉଦୟଗିରି ଶୀତ ମହୋତ୍ସବ “ତୁଷାର” ୨୦୨୬ ଉଦଘାଟିତ: କଳାହାଣ୍ଡି କଟାପାଙ୍କ ଅଭିନୟ ଦେଖି…

ଜି.ଉଦୟଗିରି, ୩।୨(ଚିନ୍ମୟ କୁମାର ସେଠି): କନ୍ଧମାଳ ଜିଲା ଜି.ଉଦୟଗିରି ସହରର ଶ୍ରୀରାମପଦା ସ୍ଥିତ କଳିଙ୍ଗ ମିନି ଷ୍ଟାଡିୟମରେ ୫ଦିନ ବ୍ୟାପି ଅନୁଷ୍ଠିତ ହେଉଥିବା ଜି.ଉଦୟଗିରି ଶୀତ ମହୋତ୍ସବ…

ସରକାରୀ ଚାକୀରିଆଙ୍କୁ ୟୁଟ୍ୟୁବରଙ୍କ ଟକ୍କର: ବିବାହରେ ମିଳିଲା ୭୧ ଲକ୍ଷ ଟଙ୍କା, ୨୧ ତୋଳା ସୁନା

ମୁମ୍ବାଇ,୩।୨: ଆଗରୁ ବାହାଘର ପାଇଁ ସରକାରୀ ଚାକିରିଆଙ୍କ ପ୍ରବଳ ଡିମାଣ୍ଡ ଥିଲା। ଏବେ ୟୁଟ୍ୟୁବର ମଧ୍ୟ ଏହି ରେସରେ ସାମିଲ ହୋଇଯାଇଛନ୍ତି। ଜଣେ ଲୋକପ୍ରିୟ ଭାରତୀୟ ୟୁଟ୍ୟୁବରଙ୍କ…

ଆହୁରି ୫ଦିନ କୁହୁଡ଼ି

ଭୁବନେଶ୍ୱର,୩।୨(ବନ୍ଦନା ସେଠୀ)- ରାଜ୍ୟରେ ଶୀତ ପ୍ରକୋପ ସାମାନ୍ୟ ହ୍ରାସ ପାଇଥିଲେ ହେଁ କୁହୁଡ଼ିର ମାତ୍ରା ଅଧିକ ରହୁଛି। ପ୍ରବଳ କୁହୁଡ଼ି କାରଣରୁ ସକାଳୁ ରାସ୍ତାଘାଟ ଠିକ୍‌ ଭାବେ…

ସାମାନ୍ୟ ବଚସା ପରେ ଧସ୍ତାଧସ୍ତି: ଚାଲିଗଲା ବ୍ୟବସାୟୀଙ୍କ ଜୀବନ, ମୁଣ୍ଡ ପିଟି…

ଭଞ୍ଜନଗର,୩।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହର ଇଣ୍ଡିଆନ ଗ୍ୟାସ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ରାତି ପ୍ରାୟ ୯ ଟା ସମୟରେ ଜଣେ ବ୍ୟବସାୟୀଙ୍କ ସହ ଅନ୍ୟ ଜଣେ…

ଆନ୍ଧ୍ରରେ ବିକ କୋଟିଆ ଶସ୍ୟ: ସୀମାନ୍ତବାସୀଙ୍କୁ ପ୍ରବର୍ତ୍ତାଇଲେ ପଡ଼ୋଶୀ ରାଜ୍ୟ ଅଧିକାରୀ,ଏପଟେ…

ପଟ୍ଟାଙ୍ଗି,୩ା୨(ଶରତ କୁମାର ଧଳ)-କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ କୋଟିଆ ପଞ୍ଚାୟତର ସୀମାନ୍ତବାସୀଙ୍କୁ ନେଇ ଓଡ଼ିଶା-ଆନ୍ଧ୍ର ପ୍ରଦେଶ ପକ୍ଷରୁ ବୈଠକକରି ସଚେତନ କରାଯାଉଛି। ଏଥିରେ ଉକ୍ତ ପଞ୍ଚାୟତର…

ଆମ୍ବ ବିକ୍ରୟ ସଙ୍କଟ ପାଇଁ ଅନିଶ୍ଚିତତାରେ ଚାଷୀ: ପ୍ରକ୍ରିୟାକରଣ ୟୁନିଟ୍‌ ସ୍ଥାପନା କରିବାକୁ…

ରାୟଗଡ଼ା,୩।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲାରେ ଆମ୍ବ ବିକ୍ରୟ ସମସ୍ୟାକୁ କେନ୍ଦ୍ର ସରକାର ସ୍ବୀକାର କରିଥିଲେ ମଧ୍ୟ ଦାୟିତ୍ୱ ଗ୍ରହଣରୁ ଏଡାଇ ଯାଇଛନ୍ତି ବୋଲି ଅଭିଯୋଗ କରିଛନ୍ତି…

ଦିବ୍ୟ ପବ୍ଲିକ ସ୍କୁଲର ବାର୍ଷିକୋତ୍ସବ, ବିଧାୟକ ସିଦ୍ଧାର୍ଥ ମହାପାତ୍ର ଯୋଗ ଦେଇ କହିଲେ…

ଦିଗପହଣ୍ଡି,୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଦିବ୍ୟ ପବ୍ଲିକ ସ୍କୁଲର ୧୩ ତମ ବାର୍ଷିକୋତ୍ସବ ମଙ୍ଗଳବାର ସାରେ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି ।…

ଖେମୁଣ୍ଡି କଲେଜର ବାର୍ଷିକୋତ୍ସବ ଅନୁଷ୍ଠିତ: ପଦ୍ମଶ୍ରୀ ପାଇଁ ମନୋନୀତ ନୃତ୍ୟଗୁରୁ ସମ୍ବର୍ଦ୍ଧିତ

ଦିଗପହଣ୍ଡି,୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ଡ. ଅସିତ କୁମାର ଷଡଙ୍ଗୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri