ଭିନ୍ନ ଏକ ଧାମ, ଅନ୍ୟ ଏକ ପୀଠ ଅଲାରନାଥ: ଅଷ୍ଟମ ଦିନରେ ଅଣସର ଦର୍ଶନ

ବ୍ରହ୍ମଗିରି, ୨୫।୬(ଡି.ଏନ୍‌.ଏ.)-ଭିନ୍ନ ଏକ ଧାମ, ଅନ୍ୟ ଏକ ପୀଠ। ଯାହାର ନାମ ବ୍ରହ୍ମଗିରି ଧାମ ଆଉ ଅଲାରନାଥ ପୀଠ। ଏହି ଧାମ ତୀର୍ଥ କ୍ଷେତ୍ରର ମାନ୍ୟତା ନ ପାଇଥିଲେ ବି ଏଠାକୁ ଏବେ ଛୁଟିଆସୁଛନ୍ତି ହଜାର ହଜାର ଭକ୍ତ। ଭକ୍ତିର ଭାବରେ ନିଜକୁ ହଜାଇ ଦେଉଛନ୍ତି। ଏହି ପୀଠର ପୀଠାଧୀଶଙ୍କୁ ଦେଖି ନିଜର ସର୍ବସ୍ବ ଅର୍ପଣ କରିଦେଇଥାଏ ଭକ୍ତ। ମହାସ୍ନାନ ପରେ ଜଗନ୍ନାଥ ଅଣସର ପିଣ୍ଡିରେ ଗୁପ୍ତ ସେବା ପାଇବାପରେ ପୁଣ୍ୟ ଧାମ ଶ୍ରୀକ୍ଷେତ୍ରରେ ଜଗନ୍ନାଥଙ୍କୁ ଦର୍ଶନ ନ ପାଇ ନିରୁତ୍ସାହିତ ହୋଇ ପଡିଥାନ୍ତି ା ନିଜର ମନୋବାଞ୍ଛା ପୂରଣ କରିବା ପାଇଁ ଚାଲିଆସନ୍ତି ଏହି ବ୍ରହ୍ମଗିରି ଧାମକୁ ଏହି ପୀଠରେ ଶ୍ରୀ ଅଲାରନାଥଙ୍କୁ ଦର୍ଶନକରି କୃତାର୍ଥ ହୋଇଥାନ୍ତି ା ଅଣସର ୧୪ ଦିନ ପାଇଁ ବ୍ରହ୍ମଗିରି ହୋଇଯାଇଛି ଆଉ ଏକ ପୂଣ୍ୟ ଭୂମି ା ଏହି ଅଣସର ଦର୍ଶନ ମଙ୍ଗଳବାର ଅଷ୍ଟମ ଦିନରେ ପହଞ୍ଚତ୍ଛି ା ଚଳ ଚଞ୍ଚଳ ହୋଇପଡିଛି ଏହି ଧାମ ା ରାଜ୍ୟ ତଥା ରାଜ୍ୟବାହାରର ଦଶନାର୍ଥୀଙ୍କ ଭିଡ ଲାଗିଛି ଏହି ପୀଠରେ ା ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସିଥିବା ଶ୍ରଦ୍ଧାଳୁମାନେ ଧାଡିରେ ଯାଇ ଶୃଙ୍ଖଳିତ ଭାବେ ଶ୍ରୀଜୀଉଙ୍କ ଦର୍ଶନ କରିଛନ୍ତି। ପ୍ରତିଦିନ ଭଳି ୪ଟାରୁ ମନ୍ଦିର ଦ୍ୱାର ଖୋଲାଯାଇ ଦୈନିକ ନୀତି କାନ୍ତି ସହିତ ସକାଳ ୬ଟାରେ ସର୍ବସାଧାରଣ ଦର୍ଶନ ହୋଇଥିଲା। ସକାଳ ଧୂପ, ଦ୍ୱିପ୍ରହର ଧୂପରେ କେବଳ ଖିରି ପ୍ରସାଦ ଭୋଗ ହୋଇ ଦିନ ୨ଟା ୩୦ମି.ରେ ପହୁଡ ପଡିଥିଲା। ପୁନଃ ୨ଟା ୪୫ମିରେ ଚିଆଁ ପହୁଡ ନୀତି ହୋଇ ସର୍ବସାଧାରଣ ଦର୍ଶନ ହୋଇଥିଲା। ୭ଟା ୧୦ ରେ ସନ୍ଧ୍ୟା ଆଳତୀ, ରାତି ୮ଟାରେ ମଇଲମ, ୮ଟା ୩୦ରେ ସର୍ବସାଧାରଣ ଦର୍ଶନ, ରାତି ୧୦ଟା ୨୦ରେ ସନ୍ଧ୍ୟା ଧୂପ, ଅନ୍ୟାନ୍ୟ ନୀତି ବଢି ରାତି ୧୦ଟା ୫୦ରେ ବଡସିଂହାର ବେଶ ହେବା ପରେ ୧୨ଟାରେ ପହୁଡ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri