ଭିନ୍ନ ଲୁକ୍‌ରେ ଆମିର

ମୁମ୍ବାଇ: ବଲିଉଡ୍‌ ନାୟକ ଆମିର ଖାଁ ବେଶ୍‌ କିଛିଦିନ ହେବ ବଡ ପରଦାରେ ଆଉ ନଜର ଆସୁ ନାହାନ୍ତି। ହେଲେ ବଲିଉଡର ଏହି ମିଷ୍ଟର ପରଫେକ୍ସନିଷ୍ଟ ତାଙ୍କ ଅପ୍‌କମିଙ୍ଗ ଫିଲ୍ମକୁ ନେଇ ଏବେ ଚର୍ଚ୍ଚାରେ ରହୁଛନ୍ତି। ଖୁବ୍‌ଶୀଘ୍ର ସେ ଲାଲ ସିଂ ଚଡ୍ଡାରେ ନଜର ଆସିବେ। ଫିଲ୍ମର ପୋଷ୍ଟର ରିଲିଜ୍‌ କରାଯିବା ପରଠାରୁ ତାଙ୍କ ଫ୍ୟାନମାନଙ୍କ ମଧ୍ୟରେ ଫିଲ୍ମକୁ ନେଇ ଏକ୍ସାଇଟମେଣ୍ଟ ବଢିଯାଇଛି। ଫିଲ୍ମର ଟିଜର ଆସିବାକୁ ଏବେ ବହୁ ସମୟ ବାକିଥିବା ବେଳେ ଏବେ କିନ୍ତୁ ସୋସିଆଲ ମିଡିଆରେ ଏହାର ନୂଆଲୁକ୍‌ ଦେଖିବାକୁ ମିଳିଛି। ଯଦିଓ ଏହାକୁ ଅଫିସିୟାଲି ରିଲିଜ୍‌ କରାଯାଇନାହିଁ କିଛି ଫ୍ୟାନ୍‌ ପେଜ୍‌ ଶୁଟିଂ ସମୟରେ ଉଠାଇଥିବା ଫଟୋକୁ ସୋସିଆଲ ମିଡିଆରେ ଅପଲୋଡ କରି ଦେଇଛନ୍ତି। ଏହି ଫଟୋରେ ଆମିର ଖୋଲା ରହିଥିବା ଲମ୍ବା କେଶ ସାଙ୍ଗକୁ ଲମ୍ବା ଦାଢିରେ ନଜର ଆସିଛନ୍ତି। ସେ ମୁଣ୍ଡରେ ଟୋପି ଲଗାଇଥିବା ବେଳେ ତାଙ୍କ ଓଜନ ମଧ୍ୟ ବୃଦ୍ଧି ହେଲା ଭଳି ମନେ ହେଉଛି। କେତେଜଣ ପ୍ରଶଂସକ ତାଙ୍କୁ ଏହି ଫଟୋରେ ଚିହ୍ନି ପାରୁ ନ ଥିବା ବେଳେ କମେଣ୍ଟ ବକ୍ସରେ କମେଣ୍ଟ ମଧ୍ୟ ଦେଉଛନ୍ତି। ତେବେ ପୂର୍ବରୁ ପୋଷ୍ଟରରେ ଆମିରଙ୍କ ଲୁକ୍‌ ଯାହା ଅଛି ତା’ଠାରୁ ବହୁତ୍‌ ଫରକ୍‌ ଆସୁଛି ଏବେ ଭାଇରାଲ ହୋଇଥିବା ଫଟୋଟି।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥରୁ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ:ମାଡ଼ିବସିଲା ପୋଲିସ

ଧର୍ମଶାଳା,୩୦।୫(ଶିବ ପ୍ରସାଦ ମହାନ୍ତି):ଯାଜପୁର ଜିଲା ଧର୍ମଶାଳା ଥାନା ୧୬ ନମ୍ବର ଜାତୀୟ ରାଜପଥର ସାରୋଇ ନିକଟରେ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ କରୁଥିବାବେଳେ ଲୋକଙ୍କ ସହଯୋଗରେ ଲୁଟେରାକୁ…

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

ଖୋଲିବ ହର୍ମୁଜ ପ୍ରଣାଳୀର ତାଲା! ଦ୍ରୁତ ଗତିରେ ଚାଲିବ ଭାରତୀୟ ଜାହାଜ, ଖୁସିରେ ସର୍ବନିମ୍ନ ସ୍ତରକୁ ଖସିଲା…

ନୂଆଦିଲ୍ଲୀ,୩୦।୫: ଖୁସି ଖବର! ଇନ୍ଧନ ସଙ୍କଟ ଖୁବ ଶୀଘ୍ର ଶେଷ ହେବାକୁ ଯାଉଛି। ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିଚୁକ୍ତିର ସମ୍ଭାବନା ଦ୍ରୁତ ଗତିରେ ବୃଦ୍ଧି ପାଉଛି…

ଲୋପ ପାଇବାରେ ଲାଗିଛି ତାଳଗଛ: ବଢ଼ି ଚାଲିଛି ପ୍ରାକୃତିକ ବିପର୍ଯ୍ୟୟ

ପଦ୍ମପୁର,୩୦ା୫(ପ୍ରଦୀପ୍ତ ଦାଶ):କାହିଁ କେଉଁ କାଳରୁ ପ୍ରାକୃତିକ ବିପର୍ଯ୍ୟୟ ରୋକିବାରେ ତାଳଗଛର ଗୁରୁତ୍ୱ ଭୂମିକା ବହନ କରିଆସୁଛି। ବାତ୍ୟା ସମୟରେ ତାଳଗଛ ଭୟଙ୍କର ପବନ ଓ ବଜ୍ରପାତକୁ ବହୁ…

ଟାଣ ଖରାରେ ପିକଅପ ଭ୍ୟାନରେ ବୁହା ହେଉଛନ୍ତି ଲୋକେ: ଶୋଇଛି ପରିବହନ ବିଭାଗ

ଦାରିଙ୍ଗବାଡି,୩୦।୫(ଅରୁଣ ସାହୁ): ଏବେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଦିନ ୧୦ଟାଠାରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ଜରୁରୀ କାମଧନ୍ଦା ନ ଥିଲେ ଲୋକ ଘରୁ…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ବୁର୍ଡାରେ ପାଳିକରି ଜଳଯୋଗାଣ: ବଢୁଛି ଅସନ୍ତୋଷ

ଲୋଇସିଂହା,୩୦।୫(ସୁଶାନ୍ତ ବାରିକ):ନବଗଠିତ ଲୋଇସିଂହା ଏନଏସି ଅଧୀନ ବୁର୍ଡା ଗ୍ରାମରେ ଜଳଯୋଗାଣ କ୍ଷେତ୍ରରେ ଅନିୟମିତତା ଅଭିଯୋଗ ହୋଇଛି ା ତେବ ଗ୍ରାମର ବିଭିନ୍ନ ପଡ଼ାକୁ ପାଳି କରି ପାଇପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri