ଭୀମକୁଣ୍ଡ ସ୍ବତୀ ଘାଟରେ ଦାମୋଦର ମେଳା

ଠାକୁରମୁଣ୍ଡା,୨୧ା୧(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ପର୍ଯ୍ୟଟନସ୍ଥଳୀ ଭୀମକୁଣ୍ଡ ନିକଟରେ ଥିବା ବୈତରଣୀ ନଦୀର ସ୍ବତୀ ଘାଟରେ ସୋମବାର ସାନ୍ତାଳ ସମ୍ପ୍ରଦାୟର ଦାମୋଦର ମେଳା ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ମେଳାରେ ପ୍ରାୟ ୫୦ହଜାରରୁ ଉର୍ଦ୍ଧ୍ୱ ସାନ୍ତାଳ ସମ୍ପ୍ରଦାୟର ଲୋକେ ଉପସ୍ଥିତ ରହି ନିଜନିଜ ପରିବାରର ମୃତ ସଦସ୍ୟଙ୍କ ଅସ୍ଥିକୁ ବିସର୍ଜନ କରିଥିଲେ। ସାମୂହିକ ଏହି ଅସ୍ଥି ବିସର୍ଜନ କାର୍ଯ୍ୟକ୍ରମରେ ମୋଟ ୫୧୪ ଅସ୍ଥି ବିସର୍ଜନ ହୋଇଥିଲା। ଏହି ଅବସରରେ ଆୟୋଜିତ ସଭାରେ ରାଜସ୍ବ ଓ ବିପର୍ଯୟ ପରିଚାଳନା ବିଭାଗ ମନ୍ତ୍ରୀ ସୁଦାମ ମାରାଣ୍ଡି, କେନ୍ଦୁଝର ଏମପି ଚନ୍ଦ୍ରାଣୀ ମୁର୍ମୁ, କରଞ୍ଜିଆ ବିଧାୟିକା ବସନ୍ତୀ ହେମ୍ବ୍ରମ ପ୍ରମୁଖ ଯୋଗ ଦେଇଥିଲେ। ମେଳା ଆୟୋଜନ କମିଟିର ସଭାପତି ଦଶରଥ ସୋରେନ, ସମ୍ପାଦକ ଭାଗୀରଥି ସୋରେନ, ସହ-ସମ୍ପାଦକ ବସନ୍ତ ସୋରେନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାନ କାଟିବାକୁ ଯାଇଥିବା ନାବାଳିକାଙ୍କୁ ବଳାତ୍କାର, ଜଣେ ନାବାଳକଙ୍କୁ ଅଟକ ରଖି…

ବଞ୍ଚୋ,୯ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅଞ୍ଚଳର ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗରେ ଜଣେ ୧୭ ବର୍ଷ ୧୦ ମାସ ବୟସର ନାବାଳକଙ୍କୁ ପୋଲିସ…

ପାଖେଇ ଆସିଲାଣି ଗଣେଶ ପୂଜା, ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ କାରିଗର

ରିଷିଡ଼ା,୯ା୯(ସୁଶାନ୍ତ ମଲ୍ଲିକ): ଗଣେଶ ପୂଜା ଉପଲକ୍ଷେ କଳାହାଣ୍ଡି ଜିଲା ଉତ୍ସବ ମୁଖର ହୋଇଉଠିଛି। ବିଶେଷକରି କର୍ଲାମୁଣ୍ତା ବ୍ଲକ ରିଷିଡ଼ା ଅଞ୍ଚଳର ମୂର୍ତ୍ତି କାରିଗରମାନେ ମାଟି ମୂର୍ତ୍ତି ନିର୍ମାଣରେ…

ଆବୁଧାବି ଗସ୍ତରେ ମୁଖ୍ୟମନ୍ତ୍ରୀ, ଆଜି ଆଇଏଚ୍‌ସିର ବ୍ୟବସାୟିକ ୟୁନିଟ୍‌-ଗ୍ରୁପ୍‌ କମ୍ପାନୀ ସହ କରିବେ ଆଲୋଚନା

ଭୁବନେଶ୍ୱର,୯ା୯(ସୁନିତ୍‌ ମିଶ୍ର): ଓଡ଼ିଶା ସରକାରଙ୍କ ୟୁଏଇ ନିବେଶ ଅଭିଯାନର ଅଂଶ ଭାବେ ୯ ସେପ୍ଟେମ୍ବର ୨୦୨୬ରେ ବ୍ୟବସାୟ ନିବେଶ ଓ କୂଟନୈତିକ କ୍ଷେତ୍ରରେ ଏକାଧିକ ଉଚ୍ଚସ୍ତରୀୟ ଆଲୋଚନା…

ବିଭିନ୍ନ ଦାବିରେ ଉପଜିଲାପାଳ ଅଫିସ ଘେରାଉ କଲା ବିଜେଡି

ପାଟଣାଗଡ଼,୯ା୯(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ରେ ବିଭିନ୍ନ ଦାବି ନେଇ ବୁଧବାର ସ୍ଥାନୀୟ ବିଜେଡି ପକ୍ଷରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଘେରାଉ କରାଯାଇଛି। ଏହି ଅବସରରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ…

ଅଧ୍ୟାପକ ନିଯୁକ୍ତି ଓ ବିଭିନ୍ନ ଦାବିରେ କଲେଜ ଫାଟକରେ ତାଲା: ଧାରଣାରେ ୫ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର

ପାଟଣା, ୯/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ୱାମପାଟଣାରେ ଅଧ୍ୟାପକ ନିଯୁକ୍ତି ସହ କଲେଜର ବିଭିନ୍ନ ସମସ୍ୟାର ସମାଧାନ…

ମଦ ନିଶାରେ ବାପାଙ୍କୁ ପିଟି ହତ୍ୟା, ଥାନାରେ ଆତ୍ମସମର୍ପଣ କଲା ପୁଅ

ପାଟଣା, ୯/୯ (ବୀର କିଶୋର ଦାଶ): ପାରିବାରିକ କଳହକୁ କେନ୍ଦ୍ର କରି କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ନୁଆଖମଣ ଗ୍ରାମରେ ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି।…

ବ୍ଲାକ୍‌ରୋଜ୍‌ ଜାହାଜ ବୁଡ଼ି ଘଟଣାକୁ ୧୭ ବର୍ଷ ପୂରିଲା: କାରଣ ଏବେବି ଅସ୍ପଷ୍ଟ

ପାରାଦୀପ, ୯।୯(ଶରତ ରାଉତ):ପାରାଦୀପ ବନ୍ଦରରୁ ଚାଇନା ଅଭିମୁଖେ ଯାଉଥିବା ଏମ୍‌ଭି ବ୍ଲାକରୋଜ୍‌ ଜାହାଜ ବୁଡ଼ିବା ଘଟଣାକୁ ଇତିମଧ୍ୟରେ ୧୭ ବର୍ଷ ପୂରିଗଲାଣି। ଉକ୍ତ ବ୍ଲାକରୋଜ୍‌ ବୁଡ଼ି ଘଟଣାକୁ…

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୫ ଓରାଙ୍ଗଉଟାନ: ଦେଖନ୍ତୁ…

ଭୁବନେଶ୍ୱର,୯।୯: ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ଉଦ୍ଧାର ହୋଇଥିବା ୫ଟି ଓରାଙ୍ଗଉଟାନ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପହଞ୍ଚିଛନ୍ତି। ଉଦୟପୁର ଫରେଷ୍ଟ ଅଫିସରୁ ଏହି ୫ଟି ଓରାଙ୍ଗଉଟାନଙ୍କୁ ନନ୍ଦନକାନନକୁ ଅଣାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri