ଭୁବନେଶ୍ୱରରୁ ନୟାଗଡ଼କୁ ଗଡ଼ିଲା ସେବା ଏକ୍ସପ୍ରେସ, ରେଳମନ୍ତ୍ରୀ କଲେ ଉଦ୍‌ଘାଟନ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଭୁବନେଶ୍ୱରରୁ ନୟାଗଡ଼କୁ ଗଡ଼ିଲା ସେବା ଏକ୍ସପ୍ରେସ। ରେଳମନ୍ତ୍ରୀ ପୀୟୁଷ ଗୋଏଲ ଦିଲ୍ଲୀରୁ ଭିଡିଓ କନ୍‌ଫରେନ୍ସିଂ ଯୋଗେ ମଙ୍ଗଳବାର ଏହାକୁ ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଡ. ହର୍ଷବର୍ଦ୍ଧନ ପ୍ରମୁଖ ଉପସ୍ଥିତ ଥିଲେ। ସେହିଭଳି ଭୁବନେଶ୍ୱର ରେଳ ଷ୍ଟେଶନରେ ମଧ୍ୟ ଏହାକୁ ନେଇ ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, କୃଷି ମନ୍ତ୍ରୀ ଅରୁଣ ସାହୁ, ଏମ୍‌ପି ପିନାକୀ ମିଶ୍ର, ଅପରାଜିତା ଷଡଙ୍ଗୀ, ବିଧାୟକ ଅନନ୍ତ ନାରାୟଣ ଜେନା ପ୍ରମୁଖ ଉପସ୍ଥିତ ରହି ଥିଲେ।

ପ୍ରକାଶଯୋଗ୍ୟ, ସେବା ଏକ୍ସପ୍ରେସ୍‌ ଭୁବନେଶ୍ୱରରୁ ପ୍ରତ୍ୟେହ ସନ୍ଧ୍ୟା ୬ଟା ୪୦ରୁ ବାହାରି ରାତି ୮ଟା ୪୫ରେ ନୟାଗଡ଼ ଟାଉନଠାରେ ପହଞ୍ଚିବ। ସେହିପରି ନୟାଗଡ଼ ଟାଉନରୁ ସକାଳ ୬ଟା ୩୦ମିନିଟରେ ବାହାରି ପୂର୍ବାହ୍ନ ୯ଟାରେ ଭୁବନେଶ୍ୱରରେ ପହଞ୍ଚିବ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି-ଜିନ୍‌ପିଙ୍ଗ୍‌ ଦ୍ୱିପାକ୍ଷିକ ବୈଠକ: ଚାଇନା ଭାରତ ସହ ତା’ର…

ନୂଆଦିଲ୍ଲୀ,୧୨ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ସି. ଜିନପିଙ୍ଗ୍‌ଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ଶେଷ ହୋଇଛି। ଭାରତମଣ୍ଡପମରେ ଅନୁଷ୍ଠିତ ଏହି ବୈଠକରେ ବାଣିଜ୍ୟ ସମେତ…

ଜାରି ରହିଛି ବର୍ଷା: ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୪ ଦିନ ହେଲା ଲଘୁଚାପ ଜନିତ ବର୍ଷା ଜାରିରହିଛି। ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ…

ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ

ଝରିଗାଁ, ୧୨/୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ ଦେଖାଦେଇଛି। ଶନିବାର ସକାଳୁ ଏକମ୍ବା ଗ୍ରାମସ୍ଥିତ ଅଙ୍ଗନବାଡ଼ି କେନ୍ଦ୍ର…

ବିଶ୍ଵବାସୀଙ୍କୁ ସୁସ୍ଥ ଓ ନିରୋଗ ମାର୍ଗ ଦେଖାଉଛି ଯୋଗ: ଶାରୀରିକ ମାନସିକ ସୁସ୍ଥତା ପାଇଁ ଯୋଗ ନିହାତି ଆବଶ୍ୟକ

ଦିଗପହଣ୍ଡି,୧୨|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ଶନିବାର କଲେଜ ପରିସରରେ ଯୋଗ ଓ ପ୍ରାଣାୟମ…

ଅନୁଦାନ ବଣ୍ଟନରେ ପାତରଅନ୍ତର ଅଭିଯୋଗ, ନିର୍ଦ୍ଦିଷ୍ଟ ପଞ୍ଚାୟତ ପାଇଁ ଏତେ ଅନୁକମ୍ପା କାହିଁକି

କର୍ଲାମୁଣ୍ଡା,୧୨ା୯(ପ୍ରଦୀପ କୁମାର ସାହୁ): କର୍ଲାମୁଣ୍ଡା ବ୍ଲକରେ ‘ବିକଶିତ ଓଡ଼ିଶା ବିକଶିତ ଗାଁ’ ଯୋଜନାରେ ଅନୁଦାନ ବଣ୍ଟନକୁ ନେଇ ପାତରଅନ୍ତର କରାଯାଇଥିବା ଅଭିଯୋଗ ଉଠିଛି। ବ୍ଲକର ୧୨ଟି ପଞ୍ଚାୟତ…

ଜଲେଶପଟ୍ଟା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ଆଦର୍ଶ ଛାତ୍ର ହୋଇ ଲକ୍ଷ୍ୟସ୍ଥଳରେ ପହଞ୍ଚି…

ତୁମୁଡ଼ିବନ୍ଧ, ୧୨।୯ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧସ୍ଥିତ ଜଲେଶପଟ୍ଟା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ପାଳିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ଭିକାର…

ବ୍ରିକ୍ସ ଘୋଷଣାପତ୍ରରେ ଏକପାଖିଆ ଯୁଦ୍ଧକୁ ନିନ୍ଦା, ଭାରତର ବଡ଼ କୂଟନୈତିକ ବିଜୟ କହି…

ନୂଆଦିଲ୍ଲୀ,୧୨ା୯: ବ୍ରିକ୍ସ(BRICS)ଶିଖର ସମ୍ମିଳନୀର ଶେଷ ଅଧିବେଶନରେ ସର୍ବସମ୍ମତିକ୍ରମେ ‘ଦିଲ୍ଲୀ ଘୋଷଣାପତ୍ର ୨୦୨୬’ ଗୃହୀତ ହୋଇଛି। ଏହି ଘୋଷଣାନାମାରେ ପହଲଗାମ ଆତଙ୍କବାଦୀ ଆକ୍ରମଣକୁ କଡ଼ା ନିନ୍ଦା କରାଯାଇଛି, ଯାହା…

ଅନ୍ଧବିଶ୍ୱାସ ଦୂରେଇବା ଲାଗି ପ୍ରୟାସ, ରଣଝାଲିରେ ପୋଲିସ ପଇଁତରା ମାରି…

ପୁରୁଷୋତ୍ତମପୁର,୧୨ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ରଣଝାଲି ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଘଟିଯାଇଥିବା ଅଭାବନୀୟ ଘଟଣାକୁ ନେଇ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଏକ ସଚେତନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?