ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪୫ ବର୍ଷୀୟ ଏହି ଆକ୍ରାନ୍ତ ବ୍ୟକ୍ତି ଭୁବନେଶ୍ୱରର ମଧୁସୂଦନ ନଗରର ବୋଲି ସୂଚନା ମିଳିଛି। ଏ ନେଇ ମଙ୍ଗଳବାର ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚିତ କରାଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧ରେ ପହଞ୍ଚିଛି।
ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪୫ ବର୍ଷୀୟ ଏହି ଆକ୍ରାନ୍ତ ବ୍ୟକ୍ତି ଭୁବନେଶ୍ୱରର ମଧୁସୂଦନ ନଗରର ବୋଲି ସୂଚନା ମିଳିଛି। ଏ ନେଇ ମଙ୍ଗଳବାର ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚିତ କରାଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧ରେ ପହଞ୍ଚିଛି।
କୋଚି,୧ା୧: କେରଳ ହାଇକୋର୍ଟଙ୍କ ତରଫରୁ ସାବରିମାଲା ମନ୍ଦିରର ସୁନା ଚୋରି ଘଟଣାର ତଦନ୍ତ ଆରମ୍ଭ କରିଥିବା ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍ (ଏସ୍ଆଇଟି) ମନ୍ଦିର ଗର୍ଭଗୃହର ଦ୍ୱରାପାଳକ...
ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନ୍ୟାସୀ ଗୌଡ଼(୬୫)ଙ୍କୁ ଗୁରୁବାର ସକାଳ...
ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...
ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...
ନୂଆଦିଲ୍ଲୀ,୧।୧: ୨୦୨୬ ବର୍ଷଟି ବିଶ୍ୱ ମହାକାଶ ଇତିହାସରେ ଏକ ନୂତନ ଯୁଗର ସୂତ୍ରପାତ କରିବାକୁ ଯାଉଛି। ଭାରତର ‘ଇସ୍ରୋ’ ଏବଂ ଆମେରିକାର ‘ନାସା’ ଦୁଇଟି ଭିନ୍ନ...
ଭୁବନେଶ୍ୱର,୧।୧: ୨୦୨୫ରେ ନନ୍ଦନକାନନକୁ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ ଆଗମନ କରିଥିବା ଗୁରୁବାର ସୂଚନା ମିଳିଛି। ୨୦୨୫ରେ ନନ୍ଦନକାନନକୁ ୪୦ ଲକ୍ଷ ୨୦ହଜାର ୫୩୯ ପର୍ଯ୍ୟଟକ ଆସିଛନ୍ତି।...
ନୂଆଦିଲ୍ଲୀ,୧।୧: ନୂଆବର୍ଷ ସ୍ୱାଗତ ଉତ୍ସବକୁ ନେଇ ସାରା ରାଜଧାନୀ ଚଳଚଞ୍ଚଳ ଥିବାବେଳେ, ମଦ ବିକ୍ରି କ୍ଷେତ୍ରରେ ଏକ ନୂଆ ରେକର୍ଡ ସୃଷ୍ଟି ହୋଇଛି। ଅବକାରୀ ବିଭାଗର...
ପଟ୍ଟାଙ୍ଗି୧/୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ଦେଓଫଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମା ସ୍ଥିତ ଚିଲିଗୁଡା ସଲପଗୁଡା ଛକ ନିକଟରେ ଦୁଇ ମୋଟର...
