ଭୁବନେଶ୍ୱରରେ ଇସ୍ରୋ ଅଧ୍ୟକ୍ଷ କେ.ଶିବନ: କହିଲେ ‘ଚନ୍ଦ୍ରାୟନ-୨’ରେ ମିଳିଛି ୯୮% ସଫଳତା

ଭୁବନେଶ୍ୱର,୨୧।୯(ବ୍ୟୁରୋ): ଇସ୍ରୋ ଅଧ୍ୟକ୍ଷ କେ. ଶିବନ ଶନିବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। କିଛି ସମୟ ପରେ ସେ ଭୁବନେଶ୍ୱର ଆଇଆଇଟି ଅଷ୍ଟମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ। ସେଠାରେ ସେ ମୁଖ୍ୟଅତିଥି ଭାବେ ଛାତ୍ରୀଛାତ୍ରଙ୍କୁ ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ଚନ୍ଦ୍ରାୟନ-୨ ମିଶନ ପରେ ତାଙ୍କର ଏହା ପ୍ରଥମ ଭୁବନେଶ୍ୱର ଗସ୍ତ। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ସମ୍ବର୍ନ୍ଧନା ଜଣାଇବା ପରେ ସେ ନିଜର ପ୍ରତିକ୍ରିୟାରଖିଛନ୍ତି। ସେ କହିଛନ୍ତି ଯେ, ‘ଚନ୍ଦ୍ରାୟନ-୨’ରେ ୯୮% ସଫଳତା ମିଳିଛି। ଇସ୍ରୋ ବୈଜ୍ଞାନିକଙ୍କ କାର୍ଯ୍ୟଧାରାକୁ ସେ ପ୍ରଶଂସା କରିଛନ୍ତି। ଲ୍ୟାଣ୍ଡର ବିକ୍ରମର କେଉଁଠି ତ୍ରୁଟି ରହିଲା ତାହାର ଅନୁସନ୍ଧାନ ଚାଲିଛି। ବିକ୍ରମ ସମ୍ପର୍କରେ ତଥ୍ୟ ହସ୍ତଗତ ପରେ ପରବର୍ତ୍ତୀ ପଦକ୍ଷେପ ନେବୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେବଳ ୭ ମିନିଟ୍‌….ତେଜିଲା ଚାଷୀ ସମସ୍ୟା

ଭୁବନେଶ୍ୱର,୧୯।୨ (ରବିନାରାୟଣ ଜେନା): ବୁଧବାର ପୂର୍ବାହ୍ନ ସାଢ଼େ ୧୦ଟାରେ ପ୍ରଶ୍ନକାଳ ଆରମ୍ଭ ହେବାମାତ୍ରେ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ ଭାଜପା…

ଲଘୁଚାପ କ୍ଷେତ୍ର ସକ୍ରିୟ, ୨୫ଯାଏ ଶୁଖିଲା ପାଗ

ଭୁବନେଶ୍ୱର,୧୯ା୨(ଅନୁରାଧା ମହାରଣା): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ବୁଧବାର ସକ୍ରିୟ ରହିଛି । ଏହା ପ୍ରଭାବରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ପାଣିପାଗ ଧୀରେ ଧୀରେ…

ଏଆଇ ସମିଟ୍‌: ଚାଇନା ରୋବୋକୁ ନେଇ ବିବାଦ

ନୂଆଦିଲ୍ଲୀ,୧୯ା୨(ରଏଟର୍ସ/ପିଟି):ଭାରତ ସରକାରଙ୍କ ପକ୍ଷରୁ ଆୟୋଜିତ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଚାଇନା ନିର୍ମିତ ଏକ ରୋବୋଟିକ୍‌ ଡଗ୍‌କୁ ବୁଧବାର ଘରୋଇ ବିଶ୍ୱବିଦ୍ୟାଳୟ ଗାଲ୍‌ଗୋଟିଆସ୍‌ ନିଜର ବୋଲି ଦର୍ଶାଇବା ନେଇ…

ଡାଇନିଂ ଟେବୁଲରେ ହେଲା ଝଗଡ଼ା, ଭାଉଜ-ଭାଇଙ୍କୁ ହତ୍ୟା କଲା ଭାଇ

ଲକ୍ଷ୍ନୌ,୧୯।୨ ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଏକ ସାମାନ୍ୟ ଝଗଡ଼ା ରକ୍ତାକ୍ତ ସଂଘର୍ଷରେ ପରିଣତ ହୋଇଛି । ଜଣେ ଯୁବକ ତାଙ୍କ ଭାଉଜ ଏବଂ ଭାଇଙ୍କୁ ଧାରୁଆ…

ଆଜିଠୁ ମାଟ୍ରିକ୍‌ ପରୀକ୍ଷା: ପରୀକ୍ଷା ଦେବେ ୫ ଲକ୍ଷ ୬୧ ହଜାର ୯୭୯ଜଣ ପରୀକ୍ଷାର୍ଥୀ

କଟକ,୧୯।୨(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ମାଟ୍ରିକ ପରୀକ୍ଷା ଗୁରୁବାରଠାରୁ ଆରମ୍ଭ ହେବ। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ଅନୁଷ୍ଠିତ ହେବ।…

ଗର୍ଭବତୀଙ୍କୁ ହତ୍ୟାକଲେ ସିଏ ସ୍ବାମୀ, ପୋଲିସରୁ କହିଲେ ମିଛ କାହାଣୀ

ଚଣ୍ଡିଗଡ଼,୧୯।୨: ସ୍ବାମୀ ଜଣେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ (ସିଏ) ଏବଂ ସ୍ତ୍ରୀ ହେଉଛନ୍ତି ଜଣେ ବ୍ୟାଙ୍କ ଅଧିକାରୀ। ସେମାନଙ୍କ ବିବାହକୁ ମାତ୍ର ୪ ମାସ ପୂରିଛି । ହେଲେ…

ବିକଶିତ ବରଗଡ଼ରେ ଆଇନଶୃଙ୍ଖଳା ବ୍ୟବସ୍ଥା ହୁଗୁଳା

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ବିକାଶପଥକୁ ମୁହଁାଉଛି। ରାସ୍ତା ପ୍ରଶସ୍ତୀକରଣ ସହିତ ରାସ୍ତାପାର୍ଶ୍ୱରେ ନୂତନ ଭାବେ ଡ୍ରେନ ନିର୍ମାଣ ହେଉଛି। ସେହିପରି ରାସ୍ତା ପ୍ରଶସ୍ତୀକରଣ ସମୟରେ ଉଚ୍ଛେଦ ଉଠାଦୋକାନୀଙ୍କୁ…

ମାର୍ଚ୍ଚ ୧୬ରେ ରାଜ୍ୟ ସଭା ୩୭ ଆସନରେ ନିର୍ବାଚନ, ଓଡ଼ିଶାରୁ ୪

ଭୁବନେଶ୍ବର,୧୯।୨(ରବିନାରାୟଣ ଜେନା): ରାଜ୍ୟ ସଭାରେ ଖାଲି ହେବାକୁ ଥିବା ୧୦ ରାଜ୍ୟର ମୋଟ ୩୭ ଆସନ ପାଇଁ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବ। ଏଥିରେ ଓଡ଼ିଶାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri