ଭୁବନେଶ୍ୱରରେ ଗୋଷ୍ଠୀ ସଂକ୍ରମଣ ହୋଇନାହିଁ : ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର, ୫ା୪ (ବ୍ୟୁରୋ): ଭୁବନେଶ୍ୱର, କଟକ ଓ ଭଦ୍ରକ ୩ଟି ସହରରେ ରବିବାର ରାତି ରାତି ୮ଟା ରେ ସଟ୍ ଡାଉନ୍ ହଟିବ। ସଟ୍ ଡାଉନ୍ ସମୟରେ ଯେଉଁ ସର୍ଭେ ହୋଇଥିଲା ଓ ଟ୍ରାକିଂ କରାଗଲା ସେଥିରୁ ସୂର୍ଯ୍ୟନଗର ଓ ବମିଖାଲ ଉଭୟ ଘଟଣାରେ ରାଜ୍ୟ ବାହାରୁ ସଂକ୍ରମଣ ହୋଇଥିବା ଜଣାପଡ଼ିଥିଲା। ଏଥିରୁ ସ୍ପଷ୍ଟ ହେଲା ଯେ, ଭୁବନେଶ୍ୱରରେ ଗୋଷ୍ଠି ସଂକ୍ରମଣ ହୋଇନାହିଁ। ରାଜ୍ୟ ବାହାରେ ରହୁଥିବା ସମ୍ପର୍କିୟଙ୍କ ନିକଟରୁ ଉଭୟ ସଂକ୍ରମିତ ହୋଇଛନ୍ତି ବୋଲି ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ କହିଛନ୍ତି।

ମଧ୍ୟାହ୍ନରେ ମୁଖ୍ୟ ଶାସନ ସଚିବ ରାଜ୍ୟର କରୋନା ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖି କହିଛନ୍ତି ଯେ, ସର୍ଭେ ସମୟରେ ଆମେ ବହୁତ ତଥ୍ୟ ପାଇଲୁ। ଗୋଷ୍ଠୀ ସଂକ୍ରମଣର ହୋଇଥିବା କୌଣସି ପ୍ରମାଣ ମିଳିନାହିଁ। ତେଣୁ ଗୋଷ୍ଠୀ ସଂକ୍ରମଣକୁ ନେଇ ଆମ ମନରେ ଯେଉଁ ଡର ଥିଲା ତାହା ଏବେ ନାହିଁ। ସଟ୍ ଡାଉନ୍ ପାଇଁ ଆମେ ଏଭଳି ସଫଳତା ପାଇଛୁ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି। ଅନ୍ୟପଟେ ସଟ୍ ଡାଉନ୍ ସମୟରେ ୩ଟି ସହରରେ କାର୍ଯ୍ୟରତ ପୋଲିସ୍ କର୍ମୀଙ୍କ କାର୍ଯ୍ୟକୁ ମୁଖ୍ୟ ଶାସନ ସଚିବ ପ୍ରଶଂସା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…

ଜନଗଣନା ପରେ ପଞ୍ଚାୟତ ଭୋଟ

ଭୁବନେଶ୍ୱର,୧୧।୭(ରବିନାରାୟଣ ଜେନା): ରାଜ୍ୟରେ ଚାଲିଥିବା ଭୋଟରତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌) ଏବଂ ଜନଗଣନା ପରେ ପଞ୍ଚାୟତ ଓ ପୌର ନିର୍ବାଚନ ହେବ ବୋଲି ରାଜ୍ୟ ନିର୍ବାଚନ ଆୟୁକ୍ତ(କମିଶନର)…

ଜୀବିତ ରୋଗୀଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଆଉ ତା’ପରେ…

କାମାକ୍ଷାନଗର, ୧୧।୭ (ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଜୀବିତ ରୋଗୀଙ୍କୁ ଚିକିତ୍ସା…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri