ଭୁବନେଶ୍ୱରରେ ପହଞ୍ଚିଲା କଳ୍ପନାଙ୍କ ମରଶରୀର: ଶେଷ ଦର୍ଶନ ଲାଗି କଳିଙ୍ଗ ଷ୍ଟାଡିୟମରେ ଲୋକଙ୍କ ଭିଡ଼

ଭୁବନେଶ୍ୱର,୨।୬(ବ୍ୟୁରୋ): ପର୍ବତାରୋହିଣୀ କଳ୍ପନା ଦାସଙ୍କ ମରଶରୀର ରବିବାର ଭୁବନେଶ୍ୱରରେ ପହଞ୍ଚିଛି। ଜନସାଧାରଣଙ୍କ ଦର୍ଶନ ନିମନ୍ତେ ଏହାକୁ କଳିଙ୍ଗ ଷ୍ଟାଡିୟମରେ ରଖାଯାଇଛି। ତେବେ କଳ୍ପନାଙ୍କ ଶେଷ ଦର୍ଶନ ଲାଗି ଲୋକଙ୍କ ଭିଡ଼ ଦେଖିବାକୁ ମିଳୁଛି।

ପ୍ରକାଶଯୋଗ୍ୟ, କଳ୍ପନା ଏଭରେଷ୍ଟ ଆରୋହଣ କରି ଫେରିବା ବେଳେ ଗତ ୨୩ତାରିଖରେ ଅଧା ରାସ୍ତାରେ ତାଙ୍କ ମୃତ୍ୟୁ ଘଟିଥିଲା। ଶୁକ୍ରବାର କାଠମାଣ୍ଡୁରେ ତାଙ୍କ ମୃତଦେହ ବ୍ୟବଚ୍ଛେଦ କରାଯାଇଥିଲା। ଏହାର ରିପୋର୍ଟ ସହ ମୃତ୍ୟୁ ପ୍ରମାଣପତ୍ର ଭାରତୀୟ ଦୂତାବାସକୁ ହସ୍ତାନ୍ତର କରାଯିବା ପରେ ମୃତଦେହକୁ ପରିବାରଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ତେବେ ସନ୍ଧ୍ୟାରେ କାଠମାଣ୍ଡୁରୁ ମରଶରୀର ନେଇ ଆସିଥିବା ବିମାନ ବିଳମ୍ବରେ ଦିଲ୍ଲୀରେ ପହଞ୍ଚିଥିଲା। ତେଣୁ ବିମାନ ବନ୍ଦରରେ ଅପେକ୍ଷା କରିଥିବା ବିମାନଟି ଭୁବନେଶ୍ୱର ପଳାଇ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri