ଭୁବନେଶ୍ୱରର ୧୧ ହୋଟେଲରେ କ୍ୱାରାଣ୍ଟାଇନ୍‌ ବ୍ୟବସ୍ଥା

ଭୁବନେଶ୍ୱର,୨୭ା୩(ବ୍ୟୁରୋ): ମାରାତ୍ମକ କୋଭିଡ଼୍‌-୧୯ ସଂକ୍ରମଣ ରୋକିବା ପାଇଁ ସନ୍ଦିଗ୍ଧମାନେ କ୍ୱାରାଣ୍ଟାଇନ୍‌ରେ ରହିବାର ଆବଶ୍ୟକତା ରହିଛି। ଏପରି ସ୍ଥିତିରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଇଛି। ଇତିମଧ୍ୟରେ ଭୁବନେଶ୍ୱରର ୧୧ ଘରୋଇ ହୋଟେଲରେ ବିଏମ୍‌ସି ଦ୍ୱାରା ପେଡ୍‌ କ୍ୱାରାଣ୍ଟାଇନ୍‌ ସେଣ୍ଟର ଖୋଲାଯାଇଛି। ପୂର୍ବରୁ ପର୍ଯ୍ୟାୟକ୍ରମେ ୯ଟି ହୋଟେଲରେ କ୍ୱାରାଣ୍ଟାଇନ୍‌ ବ୍ୟବସ୍ଥା ହୋଇଥିବାବେଳେ ଗୁରୁବାର ଆଉ ୨ ହୋଟେଲ ସହ ଚୁକ୍ତିନାମା ସ୍ବାକ୍ଷରିତ କରାଯାଇଛି। କଟକ ରୋଡ୍‌ସ୍ଥିତ ପାର୍କ ରିସୋର୍ଟ ଓ ମଞ୍ଚେଶ୍ୱରସ୍ଥିତ ହୋଟେଲ୍‌ ପାରାଡାଇଜ୍‌ କନ୍‌ଭେନ୍‌ଶନ୍‌ରେ କ୍ୱାରାଣ୍ଟାଇନ୍‌ ବ୍ୟବସ୍ଥା ହୋଇଛି। ଏହି ଦୁଇ ହୋଟେଲ କ୍ୱାରାଣ୍ଟାଇନ୍‌ ରୁମ୍‌ ପାଇଁ ଦୈନିକ ମାତ୍ର ୩୦୦ ଟଙ୍କା ଦେଇ କରୋନା ସନ୍ଦିଗ୍ଧମାନେ ଏଠାରେ ରହିପାରିବେ ବୋଲି ବିଏମ୍‌ସି ପକ୍ଷରୁ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏପର୍ଯ୍ୟନ୍ତ ୩ ଦଳର ଘୋଷଣା ହୋଇନି ପ୍ରାର୍ଥୀ ତାଲିକା: ଜାଣନ୍ତୁ କେଉଁ ଦଳର କେତେ ଆସନ ଅଛି ବାକି

ଭୁବନେଶ୍ୱର,୧୮।୪: ରାଜ୍ୟରେ ୪ଟି ପର୍ଯ୍ୟାୟ ନିର୍ବାଚନ ପାଇଁ ଦିନକ ପରେ ଅର୍ଥାତ୍‌ ଏପ୍ରିଲ ୧୮ତାରିଖରୁ ପର୍ଯ୍ୟାୟକ୍ରମେ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେଉଛି। ଏହାପୂର୍ବରୁ...

ମୁଁ ମୁଖ୍ୟମନ୍ତ୍ରୀଙ୍କ ସୈନିକ, ଦଳର ସ୍ବାର୍ଥ ଲାଗି ଲଢ଼ିବି: ରୋହିତ  

ସମ୍ବଲପୁର,୧୮।୪:  ସମ୍ବଲପୁର ବିଧାନସଭା ଆସନ ପାଇଁ ବିଜେଡି ଦଳ ପକ୍ଷରୁ ପୁର୍ବରୁ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଛିଡା କରାଯାଇଥିଲା। ହେଲେ ବୁଧବାର ଘୋଷିତ ୫ମ ସୂଚୀରେ ପ୍ରସନ୍ନଙ୍କୁ...

ବିଜେଡିରେ ସାମିଲ ହେଲେ ବର୍ଷା ପ୍ରିୟଦର୍ଶିନୀ

ଭୁବନେଶ୍ୱର,୧୮।୪: ଓଲିଉଡ୍‌ ଅଭିନେତ୍ରୀ ବର୍ଷା ପ୍ର୍ରିୟଦର୍ଶିନୀ ଗୁରୁବାର ବିଜେଡିରେ ସାମିଲ ହୋଇଛନ୍ତି। ଶଙ୍ଖ ଭବନରେ ଅନୁଷ୍ଠିତ ବିଜେଡିର ଏକ ମିଶ୍ରଣ ପର୍ବରେ ସେ ଦଳରେ ଯୋଗ...

ଓଡ଼ିଶାରେ କେଉଁଠି, କେଉଁ ସମୟରେ ଭୋଟ୍‌; ଜାଣନ୍ତୁ…

ଭୁବନେଶ୍ୱର,୧୮।୪: ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ମେ ୧୩ ତାରିଖରେ ଓଡ଼ିଶାରେ...

ଦିନ ସାଢ଼େ ୧୧ଟାରେ ୪୦ ଟପିଲା ଭୁବନେଶ୍ବର ତାପମାତ୍ରା

ଭୁବନେଶ୍ୱର,୧୮।୪: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ଅସହ୍ୟ ତାତିରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ। ଭୟଙ୍କର ଗରମ ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ସକାଳ...

ବିଜେଡିକୁ ଶକ୍ତ ଝଟ୍‌କା: ଶଙ୍ଖ ଛାଡି ହାତ ଧରିଲେ ପୂର୍ବତନ ବିଧାୟକ ସିପ୍ରା ମଲ୍ଲିକ

ଭୁବନେଶ୍ୱର,୧୮।୪: ପୂର୍ବତନ ବିଜେଡି ବିଧାୟକ ସିପ୍ରା ମଲ୍ଲିକ ଗୁରୁବାର ଶଙ୍ଖ ଛାଡି ହାତ ଧରିଛନ୍ତି। ସେ କଂଗ୍ରେସ ଭବନରେ ପହଞ୍ଚି ଦଳରେ ଯୋଗ ଦେଇଛନ୍ତି। ସିପ୍ରା...

ଆଉ ୪ଟି ବିଧାନସଭା କ୍ଷେତ୍ର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର,୧୮।୪: କଂଗ୍ରେସ ପକ୍ଷରୁ ଓଡ଼ିଶାର ଆଉ ଚାରି ବିଧାନସଭା କ୍ଷେତ୍ର ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏଥିରେ ମାହାଙ୍ଗା ପାଇଁ ଦେବେନ୍ଦ୍ର ସାହୁ, ସତ୍ୟବାଦୀରୁ...

ଟିକେଟ୍‌ ନ ମିଳିବାରୁ କାନ୍ଦିଲେ ସମୀର ଦାସ, ପୁଣିଥରେ ବିଚାର କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ କଲେ ନିବେଦନ

ଭୁବନେଶ୍ୱର,୧୮।୪: ପଞ୍ଚମ ପର୍ଯ୍ୟାୟ ବିଧାନସଭା ତାଲିକାରେ ବିଜେଡି ଆଜି ଆଉ ୯ ଜଣ ବିଧାୟକ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିଛି। ଏଥିରେ ପୂର୍ବତନ ମନ୍ତ୍ରୀ ସମୀର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri