ଭୁବନେଶ୍ୱର କଣ୍ଟ୍ରାକ୍ଟର ଆସୋସିଏଶନ ବୈଠକ: ଫନୀ ପୁନରୁଦ୍ଧାର କାର୍ଯ୍ୟର ଟଙ୍କା ମିଳୁନି

ଭୁବନେଶ୍ୱର, ୨୭ା୬(ବ୍ୟୁରୋ): ଭୁବନେଶ୍ୱର କଣ୍ଟ୍ରାକ୍ଟର ଆସୋସିଏଶନ ତରଫରୁ ବୁଧବାର ଏକ ହୋଟେଲରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଆସୋସିଏସନ ସଭାପତି ଜଗଦୀଶ ପାତ୍ର, ଉପସଭାପତି ଚିନ୍ମୟ ସୱାଇଁ, ସମ୍ପାଦକ ବିଭୁତି ଭୂଷଣ ଜେନାଙ୍କ ସମେତ ପିଏଚ ଏବଂ ଆରଆଣ୍ଡବିର ବହୁ ‘ସି’ ଏବଂ ‘ଡି’ କ୍ଲାସ କଣ୍ଟ୍ରାକ୍ଟରମାନେ ଉପସ୍ଥିତ ରହିଥିଲେ। ଏହି ଅବସରରେ ସଭାପତି ବୈଠକର ମୁଖ୍ୟ କାରଣ କିଭଳି କଣ୍ଟ୍ରାକ୍ଟର ମାନଙ୍କ କାଗଜ ପତ୍ର ନିୟମାନୁଗତ କରିବା ସହିତ ବାକି ରହିଥିବା ବିଲ ଟଙ୍କା ପାଇବେ ସେ ବିଷୟରେ ନିଜର ବକ୍ତବ୍ୟ ରଖିଥିଲେ। ମୁଖାତଃ ପିଏଚ କଣ୍ଟ୍ରାକ୍ଟର ମାନେ ଗତ ତିନି ମାସ ହେଲା କୌଣସି ବିଲ ବାବଦ ଟଙ୍କା ପାଇପାରୁନାହାନ୍ତି ଏବଂ ଏହା ସହିତ ଫନିରେ କ୍ଷୟକ୍ଷତି ହୋଇଥିବା ପାଣି ସପଲାୟ ପୁନରୁଦ୍ଧାର କାର୍ଯ୍ୟ ନିଜେ ନିଜେ କରିଥିଲେ ବି ଗତ ମାସେ ହେଲା ଏହାର ଟଙ୍କା ମଧ୍ୟ ବିଭାଗ ଦେଉନାହିଁ। ଯାହାର ଆନୁମାନିକ ମୁଲ୍ୟ ପ୍ରାୟ ୨ କୋଟି ଟଙ୍କା ରୁ ଉଦ୍ଧର୍‌ବ ହେବ। ପିଏଚର ଡିଭିଜନ ୧ ଓ ୨ ଏବେ ୱଆଟକୋ ଅଧୀନରେ ଯାହାପାଇଁ କଣ୍ଟ୍ରାକ୍ଟର ମାନେ ବହୁ ଅସୁବିଧାର ସମ୍ମୁଖିନ ହେଉଛନ୍ତି। ଏହା ବ୍ୟତୀତ ଆସୋସିଏସନ ପକ୍ଷରୁ ଅନ୍ୟାନ୍ୟ କାର୍ଯ୍ୟ ତାଲିକା ଏବଂ ନିବେଦନ ପତ୍ର ସଚିବଙ୍କୁ ପ୍ରଦାନ କରାଯାଇଛି ଯାହାକି ଏଯାବତ ତର୍ଜମାରେ ଅଛି। ତେବେ ଆସନ୍ତା ୭ ଦିନ ମଧ୍ୟରେ ଯଦି ଉକ୍ତ ସମସ୍ୟାର ସମାଧାନ ନ କରାଯାଏ ତେବେ କାର୍ଯ୍ୟବନ୍ଦ ରହିବ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା

ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର...

ରାଜ୍ୟରେ ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ରାଜ୍ୟର ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ମେ’ ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri