ଭୁବନେଶ୍ୱର ଦେଇ ବିଶାଖାପାଟଣାରୁ ଆଲ୍ଲାହାବାଦ ଆଉଏକ ସ୍ପେଶାଲ ଟ୍ରେନ

ଭୁବନେଶ୍ୱର, ୧୦ା୧୦(ବ୍ୟୁରୋ): ବିଶାଖାପାଟଣାରୁ ଆଲ୍ଲାହାବାଦକୁ ଆଉ ଏକ ସ୍ବତନ୍ତ୍ର ଟ୍ରେନ ଭାୟା ଭୁବନେଶ୍ୱର ଦେଇ ଚଳାଚଳ ଆରମ୍ଭ କରିଛି। ଶୀତ ଋତୁ ଓ ପୂଜା ସମୟରେ ଗହଳି କମାଇବା ପାଇଁ ପ୍ରତି ମଙ୍ଗଳବାର ବିଶାଖାପଟଣା-ସୁବେଦାରଗଞ୍ଜ(ଆଲ୍ଲାହାବାଦ) ସୁବିଧା ସ୍ପେଶାଲ (୮୨୫୦୭-୮୨୫୦୮) ଚଳାଚଳର ବ୍ୟବସ୍ଥା କରାଯାଇଛି ବୋଲି ପୂର୍ବତଟ ରେଳପଥ ପକ୍ଷରୁ କୁହାଯାଇଛି। ଏହି ଟ୍ରେନ ୨୧ ନଭେମ୍ବର ପର୍ଯ୍ୟନ୍ତ ସେବା ପ୍ରଦାନ କରିବ। ବିଶାଖାପାଟଣାରୁ ମଙ୍ଗଳବାର ରାତି ୧୧ଟା ୫୦ ଓ ସୁବେଦାରଗଞ୍ଜରୁ ପ୍ରତି ଗୁରୁବାର ପୂର୍ବାହ୍ନ ୧୦ଟା ୧୦ରେ ଛାଡୁଛି। ଏହି ଟ୍ରେନରେ ଗୋଟିଏ ଦ୍ୱିତୀୟ ଶ୍ରେଣୀ ଏସି, ୩ ତୃତୀୟ ଶ୍ରେଣୀ ଏସି, ୭ ଶୟନଯାନ, ୨ ଦ୍ୱିତୀୟ ଶ୍ରେଣୀ ଚେୟାର କାର ଓ ୨ ଗାର୍ଡ ତଥା ଲଗେଜ କାର ରହିଛି। ଉଭୟ ଦିଗରୁ ବିଜୟନଗରମ, ଶ୍ରୀକାକୁଲମ, ପଲାସା, ବ୍ରହ୍ମପୁର, ଖୋର୍ଦ୍ଧାରୋଡ, ଭୁବନେଶ୍ୱର, ନରାଜ, ଭଦ୍ରକ, ବାଲେଶ୍ୱର, ହିଜଲି, ମିଦନାପୁର, ବାଙ୍କୁରା, ଆଦ୍ରା, ଗୋମୋହ, କୋଦର୍ମା, ଗୟା, ସସରାମ, ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ଜଙ୍କଶନ, ମିର୍ଜାପୁର ଏବଂ ଆଲ୍ଲାହାବାଦ ଷ୍ଟେଶନରେ ଏହି ଟ୍ରେନ ଅଟକୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?