Posted inରାଜ୍ୟ

ଭୁବନେଶ୍ୱର-ନୂଆଦିଲ୍ଲୀ ସ୍ବତନ୍ତ୍ର ଟ୍ରେନରେ ଲାଗିଲା ଆଉ ୫ ବଗି

ଭୁବନେଶ୍ୱର, ୧୨ା୫(ବ୍ୟୁରୋ)- କରୋନା ମୁକାବିଲା ପାଇଁ ସାରା ଦେଶରେ ଲକଡାଉନ ଘୋଷଣା କରାଯାଇଛି। ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତୀୟ ରେଳ ବିଭାଗ ପକ୍ଷରୁ ସମସ୍ତ ଟ୍ରନ ଚଳଚଳକୁ ବନ୍ଦ କରାଯାଇଥିଲା। ତେବେ ବୁଧବାରଠାରୁ ନୂଆଦିଲ୍ଲୀରୁ ଦେଶର ୧୫ ଟି ସହରକୁ ୧୫ ଟି ସ୍ବତନ୍ତ୍ର ଟ୍ରେନ ଚଳାଚଳ କରିବ। ଏହି ସମୟରେ ଭୁବନେଶ୍ୱରରୁ ଦିଲ୍ଲୀ ଅଭିମୁଖେ ଯାତ୍ରା କରିବାକୁ ଥିବା ସ୍ବତନ୍ତ୍ର ଏସି ଟ୍ରେନରେ ଆଉ ୫ଟି କୋଚ ଯୋଡା ଯାଇଛି।
ରେଳବାଇ ସୂତ୍ରରୁ ପ୍ରକାଶ ଯେ, ଭୁବନେଶ୍ୱର-ଦିଲ୍ଲୀ ସ୍ବତନ୍ତ୍ର ଟ୍ରେନରେ ତୃତୀୟ ଏସିର ଚାରିଟି କୋଚ ଏବଂ ଦ୍ୱିତୀୟ ଏସିର ଗୋଟିଏ କୋଚ ଯୋଡାଯାଇଛି। ଏହି ଟ୍ରେନ ବୁଧବାର ଦିଲ୍ଲୀ ଅଭିମୁଖେ ବାହାରିବ। ପୂର୍ବରୁ ୧୭ ଟି କୋଚ ସହ ଟ୍ରେନ ଛାଡିବାକୁ ନିଷ୍ପତ୍ତି ହୋଇଥିଲା। ମାତ୍ର ଟିକେଟ ଚାହିଦା ପରେ ଏହାକୁ ୨୨କୁ ବୃଦ୍ଧି କରାଯାଇଛି ବୋଲି ରେଳବାଇ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଣଚାଷୀଙ୍କୁ ପ୍ରାଧାନ୍ୟ ଦେଉଛି କୃଷି ବିଭାଗ

ନୟାଗଡ଼,୨୦।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ସଦର ବ୍ଲକର ବାଲୁଗଁା ପଞ୍ଚାୟତ ଅଞ୍ଚଳରେ ଚାଷୀ ଓ ଚାଷକୁ କୃଷି ବିଭାଗ ଅଣଦେଖା କରୁଥିବା ଅଭିଯୋଗ ହୋଇଆସୁଛି। ଚାଷୀ ଓ...

ପକାରି ବନାଞ୍ଚଳରେ ନିଆଁ

ଦାରିଙ୍ଗବାଡି, ୨୦ା୪ (ଅରୁଣ ସାହୁ):ଏବେ ସାରା ରାଜ୍ୟରେ ତାପମାତ୍ରା ବିଭିନ୍ନ ଜିଲାରେ ୪୪ ଡିଗ୍ରୀ ଛୁଇଁଲାଣି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡିରେ ମଧ୍ୟ ତାପମାତ୍ରା...

ପୁରୁଣାଙ୍କ ସହ ଲଢ଼ିବେ ନୂଆ

ସୁନାବେଡ଼ା/ସେମିଳିଗୁଡ଼ା,୨୦ା୪(କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼): କୋରାପୁଟ ଜିଲା ପଟ୍ଟାଙ୍ଗି ବିଧାନସଭା ନିର୍ବାଚନମଣ୍ଡଳୀରେ ମେ’ ୧୩ରେ ନିର୍ବାଚନ ହେବ। କଂଗ୍ରେସ ଓ ଶାସକ ବିଜେଡି ନିଜର ପ୍ରାର୍ଥୀ ପରିବର୍ତ୍ତନ...

ବାହାର ଅଞ୍ଚଳ ପ୍ରାର୍ଥୀ ବନାମ ମାଟିର ପୁଅ

ଯାଜପୁର,୨୦ା୪(ହର୍ଷବର୍ଦ୍ଧନ ବେହେରା): ସମ୍ପ୍ରତି ଜିଲା ତଥା ନିର୍ବାଚନମଣ୍ଡଳୀ ବାହାର ପ୍ରାର୍ଥୀଙ୍କୁ ନେଇ ବହୁ ଚର୍ଚ୍ଚା ହେଉଛି। ହେଲେ ନେତାମାନେ ନିଜ ଅଞ୍ଚଳଠାରୁ ଦୂର ଅନ୍ୟ ଏକ...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

ବଢ଼ିଲା ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଡ଼ୁଆ

ଗୁଣପୁର,୨୦ା୪(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ୍‌ ରଘୁବାରିଠାରେ ବିଜେଡି ନେତା ଗ୍ରାମବାସୀଙ୍କୁ ମାରପିଟ କରିବା ନେଇ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ନାଁରେ...

ଏକହୋଇ ଲଢ଼ିବାକୁ ପ୍ରଣବଙ୍କ ପରାମର୍ଶ

ଚଣ୍ଡିଖୋଲ,୨୦ା୪(ପ୍ରଦୀପ୍ତ କୁମାର ପୃଷ୍ଟି): ଯାଜପୁର ଜିଲାର ବଡ଼ଚଣା ଏକ ପ୍ରମୁଖ ବିଧାନସଭା ନିର୍ବାଚନମଣ୍ଡଳୀ। ହେଲେ ଏ ପର୍ଯ୍ୟନ୍ତ ବିଜେଡି ଏଠାରେ ପ୍ରାର୍ଥୀ ଘୋଷଣା କରିନାହିଁ। ଶୁକ୍ରବାର...

୩ ଜିଲା ଲକ୍ଷ୍ମୀ ବସ୍‌ ସେବାରେ ବାଧକ ସାଜିଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୦ା୪(ଅନିଲ ଦାସ): ଓଡ଼ିଶାର ଲକ୍ଷ୍ମୀ ବସ୍‌ ସେବା ଭାରତର ଏକନମ୍ବର ଗ୍ରାମୀଣ ଯୋଗାଯୋଗ କାର୍ଯ୍ୟକ୍ରମ, ଯାହା ରାଜ୍ୟର ୧୦୦% ଜିଲାକୁ ସଂଯୋଗ କରୁଛି। ଯେଉଁଥିରେ ବ୍ଲକ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri