ଭୁଲରେ ଇନ୍‌ଷ୍ଟାଗ୍ରାମ୍‌ରେ ଲାଇଭ୍‌ ଆସିଗଲେ କଟ୍ରିନା

ଲକ୍‌ଡାଉନ୍‌ ଯୋଗୁ ବଲିଉଡ୍‌ କଳାକାରମାନେ ଘରେ ରହି ସମୟ ବିତାଉଛନ୍ତି। ଏହି ସମୟରେ ସେମାନେ ସୋସିଆଲ ମିଡିଆରେ ବହୁତ ଆକ୍ଟିଭ ରହୁଥିବା ଦେଖିବାକୁ ମିଳୁଛି। ଏଥିରୁ ବାଦ୍‌ ପଡ଼ି ନାହାନ୍ତି ଅଭିନେତ୍ରୀ କଟ୍ରିନା କୈଫ୍‌। ସେ ଘରେ ରହି ଭଉଣୀ ଇସାବେଲଙ୍କ ସହ ସମୟ ବିତାଉଛନ୍ତି। ଏହି ସମୟରେ ସେ ସୋସିଆଲ ମିଡିଆରେ ବହୁତ ଆକ୍ଟିଭ ରହିବା ସହ ପ୍ରଶଂସକଙ୍କୁ ନିଜ ବିଷୟରେ ସବୁ ସମୟରେ ଅପ୍‌ଡେଟ୍‌ ଦେଉଛନ୍ତି। ତେବେ ଏହି ସମୟରେ ଅଭିନେତ୍ରୀଙ୍କର ଏକ ଭିଡିଓ ଚର୍ଚ୍ଚାର ବିଷୟ ପାଲଟିଛି। ନିକଟରେ କଟ୍ରିନା ସୋସିଆଲ ମିଡିଆ ଇନ୍‌ଷ୍ଟାଗ୍ରାମ୍‌ରେ ଭୁଲରେ ଲାଇଭ୍‌ ଭିଡିଓ କରିଦେଇଥିଲେ। ଏହି ଭିଡିଓରେ ସେ ଦ୍ୱନ୍ଦରେ ପଡ଼ିଯାଇଥିବା ମନେହେଉଛି। ଭିଡିଓରେ ଭଉଣୀ ଇସାବେଲ ତାଙ୍କୁ ବୁଝାଉଥିବା ମଧ୍ୟ ଦେଖିବାକୁ ମିଳୁଛି।

 

View this post on Instagram

 

Hilarious! #Throwback to the time when #KatrinaKaif forgot to sign off from her livestream.

A post shared by Filmfare (@filmfare) on


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri