ଭୁଲ୍‌ରେ ୩୫ ପୋଲିସଙ୍କ ଜୀବନ ନେଲା ଆମେରିକା

କାବୁଲ,୧୮ା୫(ଆଇଏଏନ୍‌ଏସ୍‌): ଆମେରିକା ବାୟୁସେନା ଭୁଲ୍‌ରେ ସହଯୋଗୀ ଆଫଗାନିସ୍ତାନକୁ ଟାର୍ଗେଟ କରିଛି। ଏହି ଆକ୍ରମଣରେ ୪ ଆମେରିକୀୟ କମାଣ୍ଡରଙ୍କ ସମେତ ୩୫ ପୋଲିସ କର୍ମଚାରୀ ନିହତ ହୋଇଥିବାବେଳେ ଅନ୍ୟ ୧୪ ଜଣ ଆହତ ହୋଇଛନ୍ତି।
ଆଫଗାନିସ୍ତାନର ହେଲମଣ୍ଡ ପ୍ରଦେଶସ୍ଥିତ ନହର-ଇ-ସରାଜ ଜିଲାର ଅତ୍ତାଉଲ୍ଲାହରେ ତାଲିବାନ ଆତଙ୍କବାଦୀ ଓ ଆଫଗାନିସ୍ତାନ ସୁରକ୍ଷା ବଳ ମଧ୍ୟରେ ଗୁରୁବାର ରାତିସାରା ସଂଘର୍ଷ ଚାଲିଥିଲା।
ତାଲିବାନ ରାଜପଥ ଉପରେ ଅବସ୍ଥିତ କେତେକ ସୁରକ୍ଷା ଚେକ୍‌-ପୋଷ୍ଟ ଉପରେ ଆକ୍ରମଣ କରିଥିବାବେଳେ ପୋଲିସ ସେମାନଙ୍କୁ ଘଉଡ଼ାଇବା ଲାଗି ଉଦ୍ୟମ ଚଳାଇଥିଲା। ଏହି ସମୟରେ ଆମେରିକା ବାୟୁସେନା ସୁରକ୍ଷା ବଳ ସପକ୍ଷରେ ଆକାଶମାର୍ଗରୁ ଆକ୍ରମଣ କରିଥିଲା। କିନ୍ତୁ ଭୁଲବଶତଃ ଏଥିରେ ଆଫଗାନିସ୍ତାନ ସୁରକ୍ଷା ବଳର ୩୫ ଜଣ ନିହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri