ଭୁଲ୍‌ କଲେ ବି ଖୁବ୍‌ ସୁନ୍ଦର ଲାଗନ୍ତି କରିନା: ଅକ୍ଷୟ

ମୁମ୍ବାଇ: ବଲିଉଡ୍‌ ବେବୋ କରିନା କପୁର ଖାଁ ଓ ଖିଲାଡି ବୟ ଅକ୍ଷୟ କୁମାରଙ୍କ ଯୋଡିଙ୍କୁ ପୁଣିଥରେ ଦେଖିବାକୁ ମିଳିବ। ଫିଲ୍ମ ‘ଗୁଡ୍‌ ନ୍ୟୁଜ’ରେ ଆସିବେ ଏହି ଯୋଡି। ଏବେ ଏହାର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି କଳାକାରମାନେ। ପୂର୍ବରୁ ମଧ୍ୟ ଏହିଯୋଡି ‘ଏତରାଜ’, ‘ଅଜନବି’,‘ଟସନ’ ଆଦି ଫିଲ୍ମରେ ଆସି ଦର୍ଶକଙ୍କ ଦିଲ୍‌ ଜିତିଛନ୍ତି। ନିକଟରେ ଏକ ସାକ୍ଷାତ୍‌କାରରେ ଅକ୍ଷୟ ନିଜ ଅପ୍‌ କମିଙ୍ଗ ଫିଲ୍ମ ବିଷୟରେ ଆଲୋଚନା କରିବା ସହ କରିନାଙ୍କ ବିଷୟରେ ମଧ୍ୟ ମନ ଖୋଲି କଥା ହୋଇଛନ୍ତି। ସେ କହିଛନ୍ତି କରିନାଙ୍କ ସହ କାମ କରିବା ଅର୍ଥ ପିକ୍‌ନିକ୍‌ କରିବା ସହ ସମାନ। ଆଉ ଯଦିଓ ସେ କେବେ ଭୁଲ୍‌ କରିଦିଅନ୍ତି ତା’ପରେ ସେ ଅଧିକ ସୁନ୍ଦର ଲାଗନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

ଟିଏମ୍‌ସି ନେତା ଅଭିଷେକଙ୍କୁ ଆକ୍ରମଣ

କୋଲକାତା,୩୦।୫: ଟିଏମ୍‌ସି ନେତା ତଥା ସାଂସଦ ଅଭିଷେକ ବାନାର୍ଜୀଙ୍କ ଉପରେ ଶନିବାର ସନ୍ଧ୍ୟାରେ କିଛି ଲୋକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଅଭିଷେକ…

କାଳବୈଶାଖୀର କରାଳ ରୂପ:  ଭାଙ୍ଗିଗଲା ଦାଦନ ଶ୍ରମିକର ସପ୍ନର ଘର, ହାର୍ଡଖୁର୍ସି ଗ୍ରାମରେ ଏକାଧିକ ପରିବାର ବାସହୀନ

ଥୁଆମୂଳ ରାମପୁର, ୩୦।୫ (ଦୁର୍ଗା କୀର୍ତ୍ତି):ଦୁଃଖ ଉପରେ ଦୁଃଖ। ବିଧାତାଙ୍କ ବିଚିତ୍ର ଲୀଳା ଆଗରେ ହାର ମାନିଛି ଗରିବ ପରିବାର। କେରଳ ରାଜ୍ୟକୁ ଦାଦନ ଖଟିବାକୁ ଯାଇ…

ବଂଶଧାରା ଆନିକଟ ପାଇଁ ଦାବି ଉଠାଇଲା ଏବିଭିପି: ମୁଖ୍ୟମନ୍ତ୍ରୀଙ୍କୁ ଭେଟି…

ଗୁଣପୁର, ୩୦।୫ (ସୁଜାତା ପାଢ଼ୀ): ଭୁବନେଶ୍ୱରରେ ଆୟୋଜିତ ଏବିଭିପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ଅବସରରେ ଗୁଣପୁର ଶାଖାର କର୍ମକର୍ତ୍ତାମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସାକ୍ଷାତ କରି ବଂଶଧାରା…

କେନ୍ଦ୍ରାପଡା କଲେଜର ଯୁକ୍ତ–୩ ଫଳ ପ୍ରକାଶିତ: ଅର୍ଚ୍ଚିତା, ଲକ୍ଷ୍ମୀପ୍ରିୟା ,ଶାନ୍ତନୁ ବିଭାଗୀୟ ଟପ୍ପର

କେନ୍ଦ୍ରାପଡା, ୩୦।୫ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ଯୁକ୍ତ–୩ ପରୀକ୍ଷାର ଫଳ ଶନିବାର ପ୍ରକାଶ ପାଇଛି। ଏଥର ଛାତ୍ରମାନଙ୍କ ତୁଳନାରେ ଛାତ୍ରୀମାନେ ଉତ୍କୃଷ୍ଟ ଫଳାଫଳ କରି…

ବିଦ୍ୟୁତ୍‌ତାର ଚୋରି ଘଟଣାରେ ଯୁବକଙ୍କୁ ଥାନାରେ ଅଟକ ରଖି ଛାଡ଼ିଦେଲା ପୋଲିସ, ତାତିଲେ ଗ୍ରାମବାସୀ

ବାସୁଦେବପୁର,୩୦ା୫(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ଜାମଝାଡ଼ି ରାସ୍ତାର ପରପୋଖରୀ ଛକଠାରେ ବିଦ୍ୟୁତତାର ଚୋରି ଘଟଣାରେ ଦୁଇ ଯୁବକଙ୍କୁ ଥାନାରେ ଅଟକ ଘଟଣାକୁ ନେଇ ଉତ୍ତ୍ୟକ୍ତ ଗ୍ରାମବାସୀ…

ଜନଗଣନା ଫର୍ମ ବାଣ୍ଟିଲେ ଜିଲାପାଳ, SIRକୁ ନେଇ ଗଞ୍ଜାମବାସୀ ଉତ୍ସାହିତ

ଛତ୍ରପୁର,୩୦ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଶନିବାରଠାରୁ ପରିଗଣନା ଫର୍ମ ବଣ୍ଟନ ଆରମ୍ଭ ହୋଇଛି। ସ୍ଥାନୀୟ ବିଏଲ୍‌ଓ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଭି କୀର୍ତ୍ତି ଭାସନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri