‘ଭୁଲ ଭୁଲେୟା ୨’ରେ ଏକାଠି ନଜର ଆସିବେ ଅକ୍ଷୟ-କାର୍ତ୍ତିକ!

ମୁମ୍ବାଇ: ଏବେ ରିମେକ୍‌ ଓ ସିକ୍ୟୁଏଲର ସମୟ ଚାଲିଥିବା ବେଳେ ବଲିଉଡ୍‌ ଦୁନିଆରେ ବଡ଼ ବଡ଼ ଫିଲ୍ମର ରିମେକ୍‌ ସହ ଏହାର ସିକ୍ୟୁଏଲ ମଧ୍ୟ ନିର୍ମାଣ କରାଯାଉଛି। ତେବେ ୨୦୦୭ରେ ପରଦାକୁ ଆସିଥିବା ହରର କମେଡି ଫିଲ୍ମ ‘ଭୁଲ ଭୁଲେୟା ୨’ ର ସିକ୍ୟୁଏଲ ଏବେ ନିର୍ମାଣ ହେବାକୁ ଯାଉଛି। ସେତେବେଳେ ଏହି ଫିଲ୍ମ ସୁପରହିଟ୍‌ ସାବ୍ୟସ୍ତ ହୋଇଥିବା ବେଳେ ଏବେ ପୁଣି ଥରେ ଦର୍ଶକେ ଏହାର ସିକ୍ୟୁଏଲକୁ ନିଶ୍ଚିତ ଭାବେ ଅପେକ୍ଷା ରଖିବେ। ହେଲେ ଶୁଣିବାକୁ ମିଳିଛି ଏଥିରେ କାର୍ତ୍ତିକ ଆର୍ଯ୍ୟନ ମୁଖ୍ୟ ଭୂମିକାରେ ନଜର ଆସିବେ। ଆଉ ତାଙ୍କ ସହ ଆସି ପାରନ୍ତି ବଲିଉଡ୍‌ ଖିଲାଡି ବୟ ଅକ୍ଷୟ କୁମାର। ଯଦିଓ ଏହା ବିଧିବଦ୍ଧ ଭାବେ ଘୋଷଣା କରାଯାଇ ନାହିଁ ତଥାପି ଏମାନଙ୍କ ଯୋଡି ଯଦି ଏଥିରେ କାମ କରନ୍ତି ତେବେ ପ୍ରଥମଥର ଲାଗି ଏମାନଙ୍କୁ ଏକାଠି ଦେଖିବେ ଦର୍ଶକେ। ଏଥର ‘ଭୁଲ ଭୁଲେୟା ୨’ ର ନିର୍ଦ୍ଦେଶନା ଭାର ଭୂଷଣ କୁମାରଙ୍କ ହାତରେ ଦିଆଯାଇଛି। ଆଉ ଏହାର ନାୟିକା ଭାବେ ଦିଶା ପଟନିଙ୍କୁ ଦେଖିବାକୁ ମିଳିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ମାଟ୍ରିକ ପରୀକ୍ଷା, ସ୍ଥିତି ପରଖିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୯ା୨(ଦିଲ୍ଲୀପ ସାମଲ): ଗୁରୁବାରଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ମାତୃଭାଷାରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର । ସକାଳ ୯…

ନାନା ସମସ୍ୟା ଦେଇ ଗତି କରୁଛି ବଳରାମପୁର ଗାଁ, ଅଭିଯୋଗ କରି ଗ୍ରାମବାସୀ…

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳି ପଞ୍ଚାୟତ ବଳରାମପୁର ଗ୍ରାମ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ରାସ୍ତାଘାଟଠାରୁ ଆରମ୍ଭ କରି ବହୁ କ୍ଷେତ୍ରରେ ଅବହେଳିତ ହୋଇରହିଛି।…

କରଡ଼ା ଘାଟିରେ ଦୁର୍ଘଟଣା: ନିୟନ୍ତ୍ରଣ ହରାଇ ୫୦ ଫୁଟ ଗାତକୁ ଖସିଲା ଟ୍ରକ

ରାଇକିଆ,୧୯।୨(ପ୍ରଦୀପ ବେହେରା)- କନ୍ଧମାଳ ଜିଲା ରାଇକିଆ ବ୍ଳକର କରଡ଼ା ଘାଟିଠାରେ ନିୟନ୍ତ୍ରଣ ହରାଇ ଏକ ମହୁଲ ବୋଝେଇ ଟ୍ରକ ଘାଟିର ୫୦ ଫୁଟ ଘାଟି ତଳକୁ ଖସିଯାଇଛି।…

୧୫ ବର୍ଷ କ୍ୟାରିଅରର ଅନ୍ତ, 30 ବର୍ଷ ବୟସରେ ଅବସର ଘୋଷଣା କଲେ ଏହି ଖୋଳାଳି

ନୂଆଦିଲ୍ଲୀ,୧୯ା୨: ନ୍ୟୁଜିଲାଣ୍ଡ ମହିଳା କ୍ରିକେଟରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ନ୍ୟୁଜିଲାଣ୍ଡ ମହିଳା କ୍ରିକେଟ ଦଳର ଜଣେ ନିର୍ଭରଯୋଗ୍ୟ ବ୍ୟାଟ୍ସମ୍ୟାନ୍ ଲରେନ୍ ଡାଉନ୍ କ୍ରିକେଟରୁ…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣଙ୍କ ଜୀବନ ଗଲା: ତଦନ୍ତ ଆରମ୍ଭ

ପଟ୍ଟାଙ୍ଗି,୧୯।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ଅଧିନସ୍ଥ ପାଟଖଣ୍ଡା ଦେବତା ନିକଟରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ…

୧୦ ଗ୍ରାମ ସୁନା ବନ୍ଧକ ରଖିଲେ କେଉଁ ବ୍ୟାଙ୍କ ଦେବ ଅଧିକ ଲୋନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୨: ୨୨ କ୍ୟାରେଟ୍ ସୁନାର ବର୍ତ୍ତମାନର ମୂଲ୍ୟ ପ୍ରତି ୧୦ ଗ୍ରାମ ୧,୪୩,୩୪୦ ଟଙ୍କା। ଏହି ମୂଲ୍ୟରେ ଆପଣ ସୁନା ଜମା କରି ଋଣ ନେଇପାରିବେ। ତଥାପି,…

ଟ୍ରେଲରକୁ ପଛପଟୁ ଧକ୍କା ଦେଲା ଟିପର, ଚାଳକ ଗୁରୁତର

ପରଜଙ୍ଗ,୧୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦେଇ ଯାଇଥିବା ୫୩ ନଂ ଜାତୀୟ ରାଜପଥର ପରଜଙ୍ଗ ବାଇପାସ୍ ରାସ୍ତାରେ ଦୁର୍ଘଟଣା । ଗୁରୁବାର ଭୋର ଏକ…

ସ୍ତ୍ରୀଙ୍କ ବେକରେ ଟଓ୍ବେଲ୍‌ ବାନ୍ଧି ମାରିଦେଲେ ଅବସରପ୍ରାପ୍ତ ଇସ୍ରୋ ଅଧିକାରୀ: କାରଣ ଜାଣିଲେ…

ବେଙ୍ଗାଲୁରୁ,୧୯ା୨:ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ)ରୁ ଅବସର ଗ୍ରହଣ କରିଥିବା ଜଣେ ୬୫ ବର୍ଷୀୟ ଅଧିକାରୀ ତାଙ୍କ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ନାଗେଶ୍ୱର ରାଓ ତାଙ୍କ ପରିବାର ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri