Posted inରାଜ୍ୟ

ଢେଙ୍କାନାଳରେ ଭୁଶୁଡ଼ିଲା ପରିତ୍ୟକ୍ତ ରାଇସ୍‌ ମିଲ୍‌ ପାଚେରୀ: ୪ ମୃତ, ୨ ଗୁରୁତର

ଢେଙ୍କାନାଳ ଅଫିସ,୯।୬: ଢେଙ୍କାନାଳ ସହର ଅଳସୁଆ ହାଟ ନିକଟରେ ଥିବା ପରିତ୍ୟକ୍ତ ରାଇସ୍‌ ମିଲ୍‌ ପାଚେରୀ ଭୁଶୁଡ଼ି ପଡ଼ିବାରୁ ରବିବାର ୪ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ୨ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକମାନେ ହେଲେ ସଂଗ୍ରାମ ସାହୁ, ଅଭିରାମ ବିଶ୍ୱାଳ, ରବି ଚନ୍ଦ୍ର ପାତ୍ର ଓ ମାୟାଧର ନାୟକ। ଆହତମାନଙ୍କୁ ଚିକିତ୍ସା ଲାଗି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଏସ୍‌ପି ଅନୁପମା ଜେମ୍‌ସ ଘଟଣାସ୍ଥଳରେ ଉପସ୍ଥିତ ଥିବା ଜଣାପଡ଼ିଛି।

ସୂଚନାନୁଯାୟୀ, ଉକ୍ତ ପାଚେରୀ କଡ଼ରେ କିଛି ପରିବା ଦୋକାନୀ ନିୟମିତ ପରିବା ବିକ୍ରି କରିଥାନ୍ତି। ଅନୁରୂପ ଭାବେ ରବିବାର ସେମାନେ ପରିବା ବିକ୍ରି କରୁଥିବା ବେଳେ ହଠାତ୍‌ ପାଚେରୀଟି ଭୁଶୁଡ଼ି ପଡ଼ିଥିଲା। ଖବରପାଇ ଅଗ୍ନିଶମ ବିଭାଗ ଓ ପୋଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ତେବେ କାନ୍ଥ ତଳେ ଚାପି ହୋଇଯିବା ଯୋଗୁ ୪ଜଣଙ୍କ ମୃତ୍ୟୁ ଘଟିଛି। ଖବର ଲେଖାଯିବା ପର୍ଯ୍ୟନ୍ତ ଉଦ୍ଧାର କାର୍ଯ୍ୟ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ନବୀନଙ୍କ ସାମ୍ନାରେ ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ମୁନ୍ନା ଖାଁ: ଓଡ଼ିଶା ରାଜନୀତିରେ ହଲଚଲ

ଭୁବନେଶ୍ୱର,୨୬।୧୨: ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଏମ୍‌ପି ମୁନ୍ନା ଖାଁ। ସେ କହିଛନ୍ତି, ବିଜୁ ବାବୁଙ୍କ ରାସ୍ତାରେ ଆମେ...

ଦିଲ୍ଲୀରେ ଭୀଷଣ ହେଉଛି ବାୟୂ ପ୍ରଦୂଷଣ, ଏୟାର୍ ପ୍ୟୁରିଫାୟର୍‌ରେ GST କମାଇବାକୁ ମନାକଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,,୨୬।୧୨: ଦିଲ୍ଲୀ ବାୟୁ ପ୍ରଦୂଷଣରେ ଲୋକେ ହନ୍ତସନ୍ତ ହେଉଛନ୍ତି। ସରକାରଙ୍କ ଅନେକ ପଦକ୍ଷେପ ସତ୍ତ୍ୱେ ଏଥିରେ ସୁଧାର ଆସୁ ନାହିଁ। ଫଳରେ ଲୋକେ କେବଳ ଅତ୍ୟାଧୁନିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri